Psalm 1:1
ଜଣେ ବ୍ଯକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ୟଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନ ୟାପନ କରେ ନାହିଁ, ଯେଉଁମାନେ କି ପରମେଶ୍ବରଙ୍କୁ ସମ୍ମାନ ଦଖାେନ୍ତି ନାହିଁ, ସହେି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ,
Psalm 1:1 in Other Translations
King James Version (KJV)
Blessed is the man that walketh not in the counsel of the ungodly, nor standeth in the way of sinners, nor sitteth in the seat of the scornful.
American Standard Version (ASV)
Blessed is the man that walketh not in the counsel of the wicked, Nor standeth in the way of sinners, Nor sitteth in the seat of scoffers:
Bible in Basic English (BBE)
Happy is the man who does not go in the company of sinners, or take his place in the way of evil-doers, or in the seat of those who do not give honour to the Lord.
Darby English Bible (DBY)
Blessed is the man that walketh not in the counsel of the wicked, and standeth not in the way of sinners, and sitteth not in the seat of scorners;
Webster's Bible (WBT)
Blessed is the man that walketh not in the counsel of the ungodly, nor standeth in the way of sinners, nor sitteth in the seat of scoffers.
World English Bible (WEB)
Blessed is the man who doesn't walk in the counsel of the wicked, Nor stand in the way of sinners, Nor sit in the seat of scoffers;
Young's Literal Translation (YLT)
O the happiness of that one, who Hath not walked in the counsel of the wicked. And in the way of sinners hath not stood, And in the seat of scorners hath not sat;
| Blessed | אַ֥שְֽׁרֵי | ʾašrê | ASH-ray |
| is the man | הָאִ֗ישׁ | hāʾîš | ha-EESH |
| that | אֲשֶׁ֤ר׀ | ʾăšer | uh-SHER |
| walketh | לֹ֥א | lōʾ | loh |
| not | הָלַךְ֮ | hālak | ha-lahk |
| counsel the in | בַּעֲצַ֪ת | baʿăṣat | ba-uh-TSAHT |
| of the ungodly, | רְשָׁ֫עִ֥ים | rĕšāʿîm | reh-SHA-EEM |
| nor | וּבְדֶ֣רֶךְ | ûbĕderek | oo-veh-DEH-rek |
| standeth | חַ֭טָּאִים | ḥaṭṭāʾîm | HA-ta-eem |
| in the way | לֹ֥א | lōʾ | loh |
| of sinners, | עָמָ֑ד | ʿāmād | ah-MAHD |
| nor | וּבְמוֹשַׁ֥ב | ûbĕmôšab | oo-veh-moh-SHAHV |
| sitteth | לֵ֝צִ֗ים | lēṣîm | LAY-TSEEM |
| in the seat | לֹ֣א | lōʾ | loh |
| of the scornful. | יָשָֽׁב׃ | yāšāb | ya-SHAHV |
Cross Reference
Psalm 26:4
ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ। କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
Proverbs 4:14
ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସମାନଙ୍କେ ପରି ବାସ କର ନାହିଁ। ସମାନଙ୍କେ ପରି ହବୋକୁ ଚେଷ୍ଟା କର ନାହିଁ।
Jeremiah 15:17
ମୁଁ ଆମାଦେ ପ୍ରମାଦେକାରୀମାନଙ୍କ ସଭା ରେ ବସିଲି ନାହିଁ କିଅବା ଆନନ୍ଦ କଲି ନାହିଁ। ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି, କାରଣ ତୁମ୍ଭେ ମାେତେ ମାରେ ଚତୁପାଶର୍ବସ୍ଥ ମନ୍ଦ ଯୋଗୁଁ କୋର୍ଧ ରେ ପୂର୍ଣ୍ଣ କରିଅଛ।
Proverbs 13:20
ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହବେ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।
Psalm 119:1
ଯେଉଁ ଲୋକମାନେ ପବିତ୍ର ଭାବରେ ଜୀବନୟାପନ କରନ୍ତି, ଓ ଯେଉଁମାନେ ସଦାପ୍ରଭୁଙ୍କର ନିଯମସବୁ ଅନୁସରଣ କରନ୍ତି, ସମାନେେ ଧନ୍ଯ !
Matthew 7:13
ସ୍ବର୍ଗ ପଥରେ କଢାଇ ନେଉଥିବା ଅଣଓସାରିଆ ଫାଟକ ଦଇେ ପ୍ରବେଶ କର। କାରଣ ଓସାରିଆ ଫାଟକ ଓ ପଶସ୍ତ ରାସ୍ତା ନର୍କ ଆଡକୁ ଯାଏ। ବହୁତ ଲୋକ ସହେି ରାସ୍ତା ରେ ଯାଆନ୍ତି।
Psalm 1:6
କାରଣ ସଦାପ୍ରଭୁ କବଳେ ଧାର୍ମିକ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି ଦୁଷ୍ଟ ଲୋକମାନଙ୍କର କାର୍ୟ୍ଯ ବିନଷ୍ଟ କରନ୍ତି।
Leviticus 26:27
ଏହା ହେଲାପରେ ଯଦି ତୁମ୍ଭମାନେେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।
Job 21:16
ଏହା ସତ୍ଯ ଦୁଷ୍ଟ ଲୋକମାନଙ୍କର ସୌଭାଗ୍ଯ ସମାନଙ୍କେ ହାତ ରେ ନାହିଁ। ମୁଁ ସମାନଙ୍କେ ଉପଦେଶ ଗ୍ରହଣ କରିପାରିବି ନାହିଁ।
Luke 11:28
କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।
Psalm 36:4
ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।
Proverbs 1:15
ହେ ମାରେ ପୁତ୍ର, ଏପରି ଲୋକମାନଙ୍କୁ ଅନୁସରଣ କର ନାହିଁ। ଏପରି ପଥରେ ତୁମ୍ଭେ ପାଦ ଦିଅ ନାହିଁ।
Genesis 49:6
ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।
Deuteronomy 28:2
ଏହି ସମସ୍ତ ଆଶୀର୍ବାଦ ତୁମ୍ଭମାନେେ ଗ୍ରହଣ କରିବ ଏବଂ ସଗେକ୍ସ୍ଟଡିକ ତକ୍ସ୍ଟମ୍ଭ ପାଖକକ୍ସ୍ଟ ଆସିବ। କାରଣ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କର ସ୍ବର ଶକ୍ସ୍ଟଣିଛ।
Psalm 34:8
ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।
Psalm 81:12
ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।
Psalm 26:12
ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସହେି ସଭାକକ୍ଷର ଲୋକମାନଙ୍କ ସହିତ ସ୍ବର ମିଳାଇ ତୁମ୍ଭର ପ୍ରଶଂସା କରିବି।
Proverbs 13:15
ଜଣେ ମନୁଷ୍ଯ ୟିଏ ଭଲ ଉପଦେଶ ଦିଏ, ଅନୁଗ୍ରହ ଲାଭ କରେ କିନ୍ତୁ ପ୍ରତାରକଗଣ ସମାନଙ୍କେୁ ବିପର୍ୟ୍ଯଯକୁ ଆଗଇେ ନିଅନ୍ତି।
Psalm 106:3
ଯେଉଁ ଲୋକେ ପରମେଶ୍ବରଙ୍କ ନିର୍ଦ୍ଦଶେ ମାନନ୍ତି ସମାନେେ ଖୁସି ରହନ୍ତି। ୟିଏ ସର୍ବଦା ସୁକାର୍ୟ୍ଯ କରିଥାନ୍ତି।
Psalm 112:1
ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
Psalm 119:115
ମନ୍ଦ ଲୋକମାନେ, ମାେ ନିକଟକୁ ଆସନ୍ତି ନାହିଁ, ୟପରେିକି ମୁଁ ମାରେ ପରମେଶ୍ବରଙ୍କର ଆଜ୍ଞାମାନ ପାଳନ କରିପାରିବି।
Proverbs 9:12
ଯଦି ତୁମ୍ଭେ ଜ୍ଞାନୀ ଅଟ, ତବେେ ନିଜକୁ ନିଜେ ତୁମ୍ଭେ ଲାଭବାନ ହବେ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।
1 Kings 16:31
ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।
Psalm 64:2
ମାେ ଶତ୍ରୁମାନଙ୍କର ଗୁପ୍ତମନ୍ତ୍ରଣାରୁ, ମାେତେ ରକ୍ଷା କର। ଦୁଷ୍ଟ ଲୋକମାନଙ୍କ ଦଳଠାରୁ ତୁମ୍ଭେ ମାେତେ ଲୁଚାଇ ରଖ।
Psalm 144:15
ସହେିପରି ଲୋକମାନେ ହେଉଛନ୍ତି ଧନ୍ଯ, ୟାହାର ଏହିଭଳି ଅଛି। ସହେି ଲୋକମାନେ ଧନ୍ଯ ହୁଅନ୍ତୁ, ୟାହାର ପରମେଶ୍ବର ହେଉଛନ୍ତି ସଦାପ୍ରଭୁ।
Proverbs 1:22
ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?
Proverbs 2:12
ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି।
Proverbs 3:34
ସଦାପ୍ରଭୁ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି। ଏବଂ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
Proverbs 4:19
କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
Proverbs 19:29
ନିନ୍ଦୁକମାନଙ୍କ ପାଇଁ ଦଣ୍ଡାଜ୍ଞା ଓ ମୂର୍ଖମାନଙ୍କ ପିଠି ପାଇଁ ପ୍ରହାର ପ୍ରସ୍ତୁତ କରେ।
Romans 5:2
ଏବେ ଆମ୍ଭେ ଏହି ଅନୁଗ୍ରହ ରେ ରହିଛୁ ଓ ଆମ୍ଭେ ପରମେଶ୍ବରଙ୍କ ଏହି ମହିମା ରେ ଭାଗୀଦର ହାଇେଥିବା ଆଶା ରେ ଆନନ୍ଦିତ।
Revelation 22:14
ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସମାନେେ ଧନ୍ଯ ହବେେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସମାନଙ୍କେର ଅଧିକାର ରହିଛି। ସମାନେେ ନଗରୀ ଭିତରକୁ ନଗରୀ ଦ୍ବାର ଦଇେ ପ୍ରବେଶ କରିପାରିବେ।
Genesis 5:24
ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।
Ephesians 6:13
ସେଥିପାଇଁ ପରମେଶ୍ବରଙ୍କର ସମ୍ପୂର୍ଣ୍ଣ ୟୁଦ୍ଧସାଜ ତୁମ୍ଭମାନେେ ପିନ୍ଧିବା ଆବଶ୍ଯକ ଅଟେ। ତବେେ ଯାଇ ମନ୍ଦଶକ୍ତିର ରାଜତ୍ବ ବଳେ ରେ ତୁମ୍ଭେ ଦୃଢ଼ତା ସହକା ରେ ପ୍ରତି ରୋଧ କରି ଅଟଳ ହାଇେ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ଯ ତୁମ୍ଭେ ଅଟଳ ହାଇେ ରହିବ।
John 20:29
ଯୀଶୁ ଥୋମାଙ୍କୁ କହିଲେ, ତୁମ୍ଭେ ମାେତେ ଦେଖିବାରୁ ବିଶ୍ବାସ କରୁଛ। ମାତ୍ର ଯେଉଁ ଲୋକମାନେ ମାେତେ ନ ଦେଖି ବିଶ୍ବାସ କରନ୍ତି, ସମାନେେ ପ୍ରକୃତ ରେ ଆଶୀର୍ବାଦର ଯୋଗ୍ଯ।
John 13:17
ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।
Ezekiel 20:18
ଏବଂ ମରୁଭୂମିରେ ସମାନଙ୍କେର ପୁତ୍ରଗଣଙ୍କୁ କହିଲି, ତୁମ୍ଭମାନେେ ନିଜ ପିତୃଗଣଙ୍କ ବିଧି ଅନୁସାରେ ଚାଲ ନାହିଁ। ସମାନଙ୍କେର ବ୍ଯବସ୍ଥା ସକଳ ମାନ ନାହିଁ, ସମାନଙ୍କେ ପ୍ରତିମାଗଣ ଦ୍ବାରା ନିଜକୁ ଅଶୁଚି କର ନାହିଁ।
Psalm 146:5
କିନ୍ତୁ ସହେିମାନେ ଭାଗ୍ଯବାନ୍ ଯେଉଁମାନଙ୍କର ୟାକୁବର ପରମେଶ୍ବର ଅଛନ୍ତି, ସହେିମାନଙ୍କୁ ସାହାୟ୍ଯ କରିବା ପାଇଁ, ସହେିମାନେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କ ଉପରେ ନିର୍ଭର କରନ୍ତି।
Psalm 84:12
ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।
Job 31:5
ମଁ କବେେ ମିଥ୍ଯା କହି ନାହିଁ କି ଲୋକଙ୍କୁ ଠକି ନାହିଁ।
Deuteronomy 33:29
ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।
Psalm 32:1
ୟାହାର ସବୁ ପାପ କ୍ଷମା କରାୟାଇଅଛି, ସେ ବ୍ଯକ୍ତି ଧନ୍ଯ। ସହେି ବ୍ଯକ୍ତି ଅଧିକ ଭାଗ୍ଯଶାଳୀ, ଯେତବେେଳେ ତା'ର ସମସ୍ତ ପାପ ଧୋଇ ଦିଆୟାଇଥାଏ।
Psalm 146:9
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ବଂସ କରନ୍ତି।
Psalm 115:12
ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି। ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ଇଶ୍ରାୟେଲକୁ ଆଶୀର୍ବାଦ କରିବେ। ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ଯ ଆଶୀର୍ବାଦ କରିବେ।
Matthew 16:17
ଉତ୍ତର ରେ ଯୀଶୁ କହିଲେ, ହେ ଶିମାନେ! ୟୂନସଙ୍କ ପୁତ୍ର! ତୁମ୍ଭେ ଧନ୍ଯ! ଏକଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମାେ ସ୍ବର୍ଗୀୟ ପିତା ତୁମ୍ଭକୁ ଏକଥା ଶିଖାଇଛନ୍ତି।
Jeremiah 17:7
ଯେଉଁ ଲୋକ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ଓ ସଦାପ୍ରଭୁ ଯାହାର ବିଶ୍ବାସଭୂମି, ସେ ଧନ୍ଯ।
Psalm 2:12
ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।
1 Peter 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
Luke 23:51
ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ଯା କରିବାକୁ ସ୍ଥିର କଲା ବେଳେ ସେ ସେଥି ରେ ରାଜି ହାଇନେଥିଲେ।
Job 10:3
ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।