Psalm 120:6
ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି।
Psalm 120:6 in Other Translations
King James Version (KJV)
My soul hath long dwelt with him that hateth peace.
American Standard Version (ASV)
My soul hath long had her dwelling With him that hateth peace.
Bible in Basic English (BBE)
My soul has long been living with the haters of peace.
Darby English Bible (DBY)
My soul hath long dwelt with them that hate peace.
World English Bible (WEB)
My soul has had her dwelling too long With him who hates peace.
Young's Literal Translation (YLT)
Too much hath my soul dwelt with him who is hating peace.
| My soul | רַ֭בַּת | rabbat | RA-baht |
| hath long | שָֽׁכְנָה | šākĕnâ | SHA-heh-na |
| dwelt | לָּ֣הּ | lāh | la |
| with | נַפְשִׁ֑י | napšî | nahf-SHEE |
| him that hateth | עִ֝֗ם | ʿim | eem |
| peace. | שׂוֹנֵ֥א | śônēʾ | soh-NAY |
| שָׁלֽוֹם׃ | šālôm | sha-LOME |
Cross Reference
1 Samuel 20:30
ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କକ୍ସ୍ଟ କହିଲେ, ତକ୍ସ୍ଟ ହେଉଛକ୍ସ୍ଟ ଜଣେ ଦାସୀ ସ୍ତ୍ରୀ ଲୋକର ପକ୍ସ୍ଟତ୍ର। ୟିଏକି ମାନିବା ପାଇଁ ମନାକରେ। ତକ୍ସ୍ଟବି ଠିକ୍ ତା'ପରି, ମୁ ଜାଣେ ତକ୍ସ୍ଟ ଦାଉଦର ପକ୍ଷ ନଇେଛକ୍ସ୍ଟ। ତକ୍ସ୍ଟ ନିଜ ପାଇଁ ଓ ତୋର ମାଆ ପାଇଁ ଅପମାନ ଆଣକ୍ସ୍ଟଛକ୍ସ୍ଟ।
Psalm 57:4
ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।
Ezekiel 2:6
ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।
Matthew 10:16
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
Matthew 10:36
ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’
Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।