Psalm 132:10
ତୁମ୍ଭ ଦାସ ଦାଉଦଙ୍କ ସକାଶୁ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ଯାଗ କର ନାହିଁ।
Psalm 132:10 in Other Translations
King James Version (KJV)
For thy servant David's sake turn not away the face of thine anointed.
American Standard Version (ASV)
For thy servant David's sake Turn not away the face of thine anointed.
Bible in Basic English (BBE)
Because of your servant David, do not give up your king.
Darby English Bible (DBY)
For thy servant David's sake, turn not away the face of thine anointed.
World English Bible (WEB)
For your servant David's sake, Don't turn away the face of your anointed one.
Young's Literal Translation (YLT)
For the sake of David Thy servant, Turn not back the face of Thine anointed.
| For thy servant | בַּ֭עֲבוּר | baʿăbûr | BA-uh-voor |
| David's | דָּוִ֣ד | dāwid | da-VEED |
| sake | עַבְדֶּ֑ךָ | ʿabdekā | av-DEH-ha |
| away not turn | אַל | ʾal | al |
| תָּ֝שֵׁ֗ב | tāšēb | TA-SHAVE | |
| the face | פְּנֵ֣י | pĕnê | peh-NAY |
| of thine anointed. | מְשִׁיחֶֽךָ׃ | mĕšîḥekā | meh-shee-HEH-ha |
Cross Reference
1 Kings 11:12
ଯେ ହତେୁ ଆମ୍ଭେ ତୁମ୍ଭର ପିତା ଦାଉଦଙ୍କୁ ଭଲ ପାଉଥିଲୁ। ତୁମ୍ଭ ଜୀବିତାବସ୍ଥା ରେ ତୁମ୍ଭଠାରୁ ରାଜ୍ଯ ନବୋ ନାହିଁ। ମାତ୍ର ତୁମ୍ଭର ପୁତ୍ର ରାଜା ହେଲାପରେ ତାଙ୍କଠାରୁ ରାଜ୍ଯ ଛଡଇେ ନବୋ।
1 Kings 11:34
ମୁଁ ଶଲୋମନର ପରିବାରରୁ ରାଜ୍ଯ ଛଡଇେ ନବେି। କିନ୍ତୁ ମାରେ ସବେକ ଦାଉଦ ନିମନ୍ତେ ୟିଏକି ମାରେ ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା'ର ମୃତ୍ଯୁ ପର୍ୟ୍ଯନ୍ତ ଶାସନ କରିବାକୁ ନବେି।
1 Kings 15:4
ଯେ ହତେୁ ସଦାପ୍ରଭୁ ଦାଉଦଙ୍କୁ ପ୍ ରମେ କରିଥିବାରୁ ସେ ଅବିଯାମକୁ ୟିରୁଶାଲମ ଦଇେଥିଲେ। କବଳେ ଦାଉଦଙ୍କ ସକାେଶ ସେ ୟିରୁଶାଲମକୁ ସୁରକ୍ଷିତ ରଖିଥିଲେ ଓ ତାଙ୍କୁ ଉତ୍ତରାଧିକାରୀ ରୂପେ ଏକ ପୁତ୍ର ଦଇେଥିଲେ।
2 Kings 19:34
ମୁଁ ଏହି ନଗରକୁ ରକ୍ଷା କରିବି। ମାେ ନିଜ ସକାେଶ ଓ ମାରେ ଦାସ ଦାଉଦ ନିମନ୍ତେ ମୁଁ ଏ ନଗରକୁ ସୁରକ୍ଷା ଦବେି।
2 Chronicles 6:42
ସଦାପ୍ରଭୁ ପରମେଶ୍ବର, ତୁମ୍ଭର ଅଭିଷିକ୍ତ ରାଜାକୁ ଗ୍ରହଣ କର। ତୁମ୍ଭର ଅନୁଗ୍ରହ ଦାସ ଦାଉଦକୁ ସ୍ମରଣ କର !
Psalm 84:9
ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
Psalm 89:38
କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ।
Hosea 3:5
ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।