Psalm 135:13
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହବେ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
Psalm 135:13 in Other Translations
King James Version (KJV)
Thy name, O LORD, endureth for ever; and thy memorial, O LORD, throughout all generations.
American Standard Version (ASV)
Thy name, O Jehovah, `endureth' for ever; Thy memorial `name', O Jehovah, throughout all generations.
Bible in Basic English (BBE)
O Lord, your name is eternal; and the memory of you will have no end.
Darby English Bible (DBY)
Thy name, O Jehovah, is for ever; thy memorial, O Jehovah, from generation to generation.
World English Bible (WEB)
Your name, Yahweh, endures forever; Your renown, Yahweh, throughout all generations.
Young's Literal Translation (YLT)
O Jehovah, Thy name `is' to the age, O Jehovah, Thy memorial to all generations.
| Thy name, | יְ֭הוָה | yĕhwâ | YEH-va |
| O Lord, | שִׁמְךָ֣ | šimkā | sheem-HA |
| endureth for ever; | לְעוֹלָ֑ם | lĕʿôlām | leh-oh-LAHM |
| memorial, thy and | יְ֝הוָ֗ה | yĕhwâ | YEH-VA |
| O Lord, | זִכְרְךָ֥ | zikrĕkā | zeek-reh-HA |
| throughout all | לְדֹר | lĕdōr | leh-DORE |
| generations. | וָדֹֽר׃ | wādōr | va-DORE |
Cross Reference
Psalm 102:12
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସବୁଦିନ ଶାସନ କର। ତୁମ୍ଭର ନାମ ଚିରଦିନ ପାଇଁ ଚାଲୁ ରହିଥିବ।
Exodus 3:15
ପରମେଶ୍ବର ମାଶାଙ୍କେୁ ଆହୁରି କହିଲେ, ତୁମ୍ଭେ ଇଶ୍ରାୟେଲୀୟ ସନ୍ତାନଗଣଙ୍କୁ ଏହିକଥା କହିବ, 'ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ବର, ଅର୍ଥାତ୍ ଅବ୍ରହାମର ପରମେଶ୍ବର, ଇସ୍ହାକର ପରମେଶ୍ବର, ଯାକୁବର ପରମେଶ୍ବର ସଦାପ୍ରଭୁ (ସ୍ବଯମ୍ଭୁ)ଙ୍କର ଏହି ନାମ ଅନନ୍ତକାଳସ୍ଥାଯୀ, ପୁଣି ପୁରୁଷାନୁକ୍ରମେ ସ୍ମରଣୀଯ ଅଟେ।' ' ସେ ତୁମ୍ଭମାନଙ୍କ ନିକଟକୁ ମାେତେ ପଠାଇଛନ୍ତି।'
Matthew 6:9
ଏଣୁ ଏହି ଭଳି ପ୍ରାର୍ଥନା କର: ' ହେ ସ୍ବର୍ଗ ରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
Hosea 12:5
ହଁ, ସଦାପ୍ରଭୁ ସୈନ୍ଯବାହିନୀର ପରମେଶ୍ବର ଅଟନ୍ତି। ତାଙ୍କର ନାମ ସଦାପ୍ରଭୁ।
Psalm 102:21
ଏହାପରେ ସିୟୋନର ଲୋକମାନେ ସଦାପ୍ରଭୁଙ୍କ ବିଷଯରେ କହିବେ। ସମାନେେ ତାଙ୍କ ନାମ ୟିରୁଶାଲମରେ ପ୍ରଶଂସା କରିବେ।
Psalm 89:1
ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।
Psalm 72:17
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
Psalm 8:9
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ବିତ।
Psalm 8:1
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ।
Exodus 34:5
ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।
Matthew 6:13
ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'