Psalm 47:6
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।
Psalm 47:6 in Other Translations
King James Version (KJV)
Sing praises to God, sing praises: sing praises unto our King, sing praises.
American Standard Version (ASV)
Sing praise to God, sing praises: Sing praises unto our King, sing praises.
Bible in Basic English (BBE)
Give praises to God, make songs of praise; give praises to our King, make songs of praise.
Darby English Bible (DBY)
Sing psalms of God, sing psalms; sing psalms unto our King, sing psalms!
Webster's Bible (WBT)
God is gone up with a shout, the LORD with the sound of a trumpet.
World English Bible (WEB)
Sing praise to God, sing praises. Sing praises to our King, sing praises.
Young's Literal Translation (YLT)
Praise God -- praise -- give praise to our king, praise.
| Sing praises | זַמְּר֣וּ | zammĕrû | za-meh-ROO |
| to God, | אֱלֹהִ֣ים | ʾĕlōhîm | ay-loh-HEEM |
| sing praises: | זַמֵּ֑רוּ | zammērû | za-MAY-roo |
| praises sing | זַמְּר֖וּ | zammĕrû | za-meh-ROO |
| unto our King, | לְמַלְכֵּ֣נוּ | lĕmalkēnû | leh-mahl-KAY-noo |
| sing praises. | זַמֵּֽרוּ׃ | zammērû | za-may-ROO |
Cross Reference
Matthew 25:34
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
Ephesians 5:18
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।
Matthew 27:37
ସୈନ୍ଯମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥି ରେ ଲଖାେ ଥିଲା, ଏ ଯିହୂଦୀମାନଙ୍କର ରାଜା ଯୀଶୁ।
Zechariah 9:9
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
Isaiah 12:4
ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
Psalm 149:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାନ କର। ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
Psalm 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।
Psalm 117:1
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 96:1
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।
Psalm 89:18
ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇଶ୍ରାୟେଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ବରଙ୍କ ଦ୍ବାରା ମନୋନୀତ।
Psalm 68:4
ପରମେଶ୍ବରଙ୍କ ନିମନ୍ତେ ସଂଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର। ପରମେଶ୍ବରଙ୍କର ପ୍ରଶଂସା ହେଉ। ୟିଏ ମେଘ ଉପରେ ଆରୋହଣ କରନ୍ତି, ତାଙ୍କ ଆଗରେ ଆନନ୍ଦିତ ହୁଅ।
1 Chronicles 29:20
ଏହାପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରୀତ କରି କହିଲେ, ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କର ଧନ୍ଯବାଦ କର। ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ବରଙ୍କର ପ୍ରଶଂସାଗାନ କଲେ, ଯେଉଁ ପରମେଶ୍ବରଙ୍କ ଉପାସନା ସମାନଙ୍କେର ପୂର୍ବପୁରୁଷମାନେ ମଧ୍ଯ କରୁଥିଲେ। ସମାନେେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।
1 Chronicles 16:9
ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।
Exodus 15:21
ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।
Isaiah 33:22
ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।