Psalm 66:9
ପରମେଶ୍ବର ଆମ୍ଭମାନଙ୍କୁ ଜୀବନ ଦେଲେ ଏବଂ ଆମ୍ଭକୁ ଖସିୟିବାକୁ ଅନୁମତି ଦଇେ ନାହାନ୍ତି।
Psalm 66:9 in Other Translations
King James Version (KJV)
Which holdeth our soul in life, and suffereth not our feet to be moved.
American Standard Version (ASV)
Who holdeth our soul in life, And suffereth not our feet to be moved.
Bible in Basic English (BBE)
Because he gives us life, and has not let our feet be moved.
Darby English Bible (DBY)
Who hath set our soul in life, and suffereth not our feet to be moved.
Webster's Bible (WBT)
Who holdeth our soul in life, and suffereth not our feet to be moved.
World English Bible (WEB)
Who preserves our life among the living, And doesn't allow our feet to be moved.
Young's Literal Translation (YLT)
Who hath placed our soul in life, And suffered not our feet to be moved.
| Which holdeth | הַשָּׂ֣ם | haśśām | ha-SAHM |
| our soul | נַ֭פְשֵׁנוּ | napšēnû | NAHF-shay-noo |
| in life, | בַּֽחַיִּ֑ים | baḥayyîm | ba-ha-YEEM |
| suffereth and | וְלֹֽא | wĕlōʾ | veh-LOH |
| not | נָתַ֖ן | nātan | na-TAHN |
| our feet | לַמּ֣וֹט | lammôṭ | LA-mote |
| to be moved. | רַגְלֵֽנוּ׃ | raglēnû | rahɡ-lay-NOO |
Cross Reference
Psalm 121:3
ସେ ତୁମ୍ଭର ପାଦକୁ ଟଳମଳ ହବୋକୁ ଦବେେ ନାହିଁ। ତୁମ୍ଭର ରକ୍ଷାକର୍ତ୍ତା କବେେ ହେଲେ ନିଦ୍ରିତ ହବେେ ନାହିଁ।
Colossians 3:3
ତୁମ୍ଭମାନଙ୍କର ପୁରାତନ ପାପପୂର୍ଣ୍ଣ ସ୍ବଭାବର ମୃତ୍ଯୁ ହାଇଯୋଇଛି ଓ ପରମେଶ୍ବରଙ୍କଠା ରେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କର ନୂତନ ଜୀବନ ସୁରକ୍ଷିତ ଅଛି।
Acts 17:28
'କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠା ରେ ଆମ୍ଭର ଅସ୍ତିତ୍ବ ଅଛି।'
Psalm 125:3
ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିଯନ୍ତ୍ରଣରେ ରଖିପାରିବେ ନାହିଁ। ୟଦି ଏପରି ଘଟିଲା, ତବେେ ଧାର୍ମିକ ଲୋକମାନେ ଅଧର୍ମ କାର୍ୟ୍ଯ କରିବାକୁ ଆରମ୍ଭ କରିଦବେେ।
Psalm 112:6
ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
Psalm 94:18
ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରମେ, ମାେତେ ସକ୍ଷମ ହେଲା।
Psalm 62:6
ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
Psalm 62:2
ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।
Psalm 22:29
ବଳଶାଳୀ, ସ୍ବାସ୍ଥ୍ଯବାନ୍ ଲୋକମାନେ ଭୋଜନ କରି ପରମେଶ୍ବରଙ୍କ ସମ୍ମୁଖରେ ପ୍ରଣାମ ହବେେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ଯୁବରଣ କରିବେ ଓ ଯେଉଁମାନେ ମୃତ୍ଯୁବରଣ କରିଛନ୍ତି ପରମେଶ୍ବରଙ୍କ ସମ୍ମୁଖରେ ନତ ମସ୍ତକ ହବେେ।
1 Samuel 25:29
ଯଦି ଜଣେ ବ୍ଯକ୍ତି ତୁମ୍ଭକୁ ତାଡନା କରିବାକୁ ଓ ତୁମ୍ଭକୁ ହତ୍ଯା କରିବାକୁ ଗ୍ଭ ହେଁ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭର ଜୀବନ ରକ୍ଷା କରିବେ। କିନ୍ତୁ ସେ ତୁମ୍ଭର ଶତୃମାନଙ୍କ ପ୍ରାଣକକ୍ସ୍ଟ ଛାଟିଣି ଖୋଲରକ୍ସ୍ଟ ପଥର ଫିଙ୍ଗି ଦଲୋପରି ଫିଙ୍ଗି ଦବେ।
1 Samuel 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
Psalm 37:23
ସଦାପ୍ରଭୁ ଧାର୍ମିକ ବ୍ଯକ୍ତିକୁ ସତ୍ ମାର୍ଗରେ ଜୀବନ ଧାରଣ କରିବା ପାଇଁ ସାହାୟ୍ଯ କରନ୍ତି। ଯେତବେେଳେ ସେ ତାହା କରେ, ସଦାପ୍ରଭୁ ଖୁସି ହୁଅନ୍ତି।