Psalm 68:13 in Oriya

Oriya Oriya Bible Psalm Psalm 68 Psalm 68:13

Psalm 68:13
ଘରେ ରହୁଥିବା ଲୋକମାନେ ମଧ୍ଯ ଧନ ଭାଗ ପାଇବେ। ସମାନେେ ରେ ୗପ୍ୟ ମଣ୍ଡିତ କପୋତର ଡ଼ଣୋ ପାଇବେ। ସମାନେେ ସୁବର୍ଣ୍ଣରେ ଝଲମଲ କରୁଥିବା ଡ଼ଣୋ ପାଇବେ।

Psalm 68:12Psalm 68Psalm 68:14

Psalm 68:13 in Other Translations

King James Version (KJV)
Though ye have lien among the pots, yet shall ye be as the wings of a dove covered with silver, and her feathers with yellow gold.

American Standard Version (ASV)
When ye lie among the sheepfolds, `It is as' the wings of a dove covered with silver, And her pinions with yellow gold.

Bible in Basic English (BBE)
Will you take your rest among the flocks? like the wings of a dove covered with silver, and its feathers with yellow gold.

Darby English Bible (DBY)
Though ye have lain among the sheepfolds, [ye shall be as] wings of a dove covered with silver, and her feathers with green gold.

Webster's Bible (WBT)
Kings of armies fled apace: and she that tarried at home divided the spoil.

World English Bible (WEB)
While you sleep among the campfires, The wings of a dove sheathed with silver, Her feathers with shining gold.

Young's Literal Translation (YLT)
Though ye do lie between two boundaries, Wings of a dove covered with silver, And her pinions with yellow gold.

Though
אִֽםʾimeem
ye
have
lien
תִּשְׁכְּבוּן֮tiškĕbûnteesh-keh-VOON
among
בֵּ֤יןbênbane
pots,
the
שְׁפַ֫תָּ֥יִםšĕpattāyimsheh-FA-TA-yeem
wings
the
as
be
ye
shall
yet
כַּנְפֵ֣יkanpêkahn-FAY
of
a
dove
י֭וֹנָהyônâYOH-na
covered
נֶחְפָּ֣הneḥpânek-PA
silver,
with
בַכֶּ֑סֶףbakkesepva-KEH-sef
and
her
feathers
וְ֝אֶבְרוֹתֶ֗יהָwĕʾebrôtêhāVEH-ev-roh-TAY-ha
with
yellow
בִּֽירַקְרַ֥קbîraqraqbee-rahk-RAHK
gold.
חָרֽוּץ׃ḥārûṣha-ROOTS

Cross Reference

Genesis 49:14
ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।

Revelation 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।

Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

Ephesians 5:26
ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।

Ephesians 2:1
ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।

1 Corinthians 12:2
ତୁମ୍ଭମାନେେ ମନେପକାଅ ଯେ ବିଶ୍ବାସୀ ହବୋ ପୂର୍ବରୁ ତୁମ୍ଭମାନେେ କିପରି ବିପଥଗାମୀ ହାଇେ ମୂର୍ତ୍ତିପୂଜା କରିବାକୁ ଯାଉଥିଲା।

1 Corinthians 6:9
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

Luke 15:22
କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।

Luke 15:16
ତାହାକୁ ଏତେ ଭୋକ ଲାଗୁଥିଲା ଯେ ସେ ଘୁଷୁରିମାନେ ଖାଉଥିବା ଖାଦ୍ୟରୁ କିଛି ଖାଇବାକୁ ଇଚ୍ଛା କଲା କିନ୍ତୁ ତାହା ମଧ୍ଯ କହେି ତାହାକୁ ଦେଲନୋହିଁ।

Ezekiel 16:6
ସେତବେେଳେ ମୁଁ (ପରମେଶ୍ବର) ତୁମ୍ଭ ପାଖ ଦଇେ ଗଲି। ମୁଁ ଲକ୍ଷ୍ଯ କଲି ତୁମ୍ଭେ ରକ୍ତ ରେ ଭିଜି ୟାଇଛ ତା'ପ ରେ ମୁଁ ତୁମ୍ଭକୁ କହିଲି, ଜୀବିତ ରୁହ ଯଦିଓ ତୁମ୍ଭେ ରକ୍ତରଞ୍ଜିତ ହାଇେଅଛ। ଯଦିଓ ତୁମ୍ଭେ ନିଜ ରକ୍ତରଞ୍ଜିତ ହାଇେଅଛ, ମୁଁ ତୁମ୍ଭକୁ କହିଲି, ବଞ୍ଚ।

Psalm 149:4
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।

Psalm 105:37
ପରମେଶ୍ବର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ। ସମାନଙ୍କେ ନିଜ ସହିତ ରୂପା ଓ ସୁନା ଆଣିଲେ। ଓ ତା'ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।

Psalm 81:6
ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦଲେୁ। ତାହାର ହସ୍ତ ଟୋକଇରେୁ ମୁକ୍ତ ହେଲା।

Psalm 74:19
ତୁମ୍ଭ କପୋତକୁ ବନ୍ଯ ପଶୁକୁ ସମର୍ପଣ କରି ନାହିଁ। ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲି ନାହିଁ।

1 Kings 4:20
ଇଶ୍ରାୟେଲ ଓ ଯିହୁଦା ରେ ବହୁ ଲୋକ ଥିଲେ। ସମାନେେ ସମୁଦ୍ର ତୀରସ୍ଥ ବାଲୁକା ସଦୃଶ ଅକଳନ ଥିଲେ। ମାତ୍ର ସମାନେେ ୟଥେଷ୍ଟ ଖାଦ୍ୟ ପାନୀଯ ସହିତ ସୁଖ ରେ କାଳାତିପାତ କରୁଥିଲେ।

Judges 5:16
ତୁମ୍ଭେ କାହିଁକି? ମଷେଶାଳା ମଧିଅରେ ବସିଲ। ମଷେପଲ ମଧ୍ଯେ ବଂଶୀନାଦ ଶୁଣିବାକୁ, କିଅବା ରୂବନ୍ରେ ସମକ୍ସ୍ଟହଁ ରେ ସୋର୍ତ ମନଭାବନା ହେଲା ଗକ୍ସ୍ଟରକ୍ସ୍ଟତର!

Exodus 1:14
ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସମାନେେ ସମାନଙ୍କେୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବଧ୍ଯ କଲେ। ସମାନଙ୍କେୁ ମଧ୍ଯ ବିଲ ରେ କଠିନ ପରିଶ୍ରମ କରାଇଲେ। ସମାନେେ ପ୍ରେତ୍ୟକକ କ୍ଷେତ୍ର ରେ ସମାନଙ୍କେୁ ଅଧିକ ପରିଶ୍ରମ କରିବାକୁ ବାଧ୍ଯ କଲେ।