Psalm 76

1 ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।

2 ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।

3 ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।

4 ପରମେଶ୍ବର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମଯ ଓ ମହିମାନ୍ବିତ ଭାବେ ଫରେିଆସ।

5 ସହେି ସୈନିକମାନେ ଭାବୁଥିଲେ, ସମାନେେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସମାନେେ ବର୍ତ୍ତମାନ ୟୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସମାନଙ୍କେର ଶରୀର କ୍ଷତବିକ୍ଷତ ହାଇେଅଛି। ସହେି ଯୋଦ୍ଧା ସୈନିକମାନଙ୍କ ମଧ୍ଯରୁ କହେି ହସ୍ତ ଉଠାଇ ପାରି ନ ଥିଲେ।

6 ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।

7 ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।

8 ସଦାପ୍ରଭୁ, ବିଚାରକ ପରି ଠିଆ ହାଇେଛନ୍ତି, ତୁମ୍ଭେ ନ୍ଯାଯ ବିଚାର କଲ, ପରମେଶ୍ବର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,

9 ସ୍ବର୍ଗରୁ ତାଙ୍କର ବିଚାର ଶୁଣାଇଛନ୍ତି। ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହାଇେଛନ୍ତି।

10 ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

11 ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।

12 ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।

1 To the chief Musician on Neginoth, A Psalm or Song of Asaph.

2 In Judah is God known: his name is great in Israel.

3 In Salem also is his tabernacle, and his dwelling place in Zion.

4 There brake he the arrows of the bow, the shield, and the sword, and the battle. Selah.

5 Thou art more glorious and excellent than the mountains of prey.

6 The stouthearted are spoiled, they have slept their sleep: and none of the men of might have found their hands.

7 At thy rebuke, O God of Jacob, both the chariot and horse are cast into a dead sleep.

8 Thou, even thou, art to be feared: and who may stand in thy sight when once thou art angry?

9 Thou didst cause judgment to be heard from heaven; the earth feared, and was still,

10 When God arose to judgment, to save all the meek of the earth. Selah.

11 Surely the wrath of man shall praise thee: the remainder of wrath shalt thou restrain.

12 Vow, and pay unto the Lord your God: let all that be round about him bring presents unto him that ought to be feared.

13 He shall cut off the spirit of princes: he is terrible to the kings of the earth.

Psalm 76 in Tamil and English

0
To the chief Musician on Neginoth, A Psalm or Song of Asaph.

1 ପରମେଶ୍ବର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି। ଇଶ୍ରାୟେଲ ମଧ୍ୟରେ ତାଙ୍କ ନାମ ମହତ୍।
In Judah is God known: his name is great in Israel.

2 ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।
In Salem also is his tabernacle, and his dwelling place in Zion.

3 ସହେି ସ୍ଥାନରେ ପରମେଶ୍ବର ଧନୁର୍ବାଣ, ଢ଼ାଲ, ଖଡ୍ଗ ଏବଂ ସମସ୍ତ ୟୁଦ୍ଧାସ୍ତ୍ର ଭଙ୍ଗ କଲେ।
There brake he the arrows of the bow, the shield, and the sword, and the battle. Selah.

4 ପରମେଶ୍ବର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି ତେଜ୍ଜୋମଯ ଓ ମହିମାନ୍ବିତ ଭାବେ ଫରେିଆସ।
Thou art more glorious and excellent than the mountains of prey.

5 ସହେି ସୈନିକମାନେ ଭାବୁଥିଲେ, ସମାନେେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି। କିନ୍ତୁ ସମାନେେ ବର୍ତ୍ତମାନ ୟୁଦ୍ଧ ଭୂମିରେ ମରିପଡ଼ିଛନ୍ତି। ସମାନଙ୍କେର ଶରୀର କ୍ଷତବିକ୍ଷତ ହାଇେଅଛି। ସହେି ଯୋଦ୍ଧା ସୈନିକମାନଙ୍କ ମଧ୍ଯରୁ କହେି ହସ୍ତ ଉଠାଇ ପାରି ନ ଥିଲେ।
The stouthearted are spoiled, they have slept their sleep: and none of the men of might have found their hands.

6 ୟାକୁବର ପରମେଶ୍ବର, ଯେତବେେଳେ ତୁମ୍ଭେ ଆପଣାର ୟୁଦ୍ଧରବ କଲ, ସମାନଙ୍କେର ଅଶ୍ବଗଣ ଏବଂ ରଥା ରୋହୀଗଣ ପଡ଼ି ମୃତ୍ଯୁବରଣ କଲେ।
At thy rebuke, O God of Jacob, both the chariot and horse are cast into a dead sleep.

7 ହେ ପରମେଶ୍ବର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ବାରା ଭୟର ପାତ୍ର। ତୁମ୍ଭେ ଥରେ କୋର୍ଧ କଲେ, କହେି ତୁମ୍ଭ ସାକ୍ଷାତରେ ଠିଆ ହାଇେ ପାରିବେ ନାହିଁ।
Thou, even thou, art to be feared: and who may stand in thy sight when once thou art angry?

8 ସଦାପ୍ରଭୁ, ବିଚାରକ ପରି ଠିଆ ହାଇେଛନ୍ତି, ତୁମ୍ଭେ ନ୍ଯାଯ ବିଚାର କଲ, ପରମେଶ୍ବର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
Thou didst cause judgment to be heard from heaven; the earth feared, and was still,

9 ସ୍ବର୍ଗରୁ ତାଙ୍କର ବିଚାର ଶୁଣାଇଛନ୍ତି। ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହାଇେଛନ୍ତି।
When God arose to judgment, to save all the meek of the earth. Selah.

10 ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
Surely the wrath of man shall praise thee: the remainder of wrath shalt thou restrain.

11 ଲୋକମାନେ ପରମେଶ୍ବରଙ୍କଠାରେ ମାନସିକ କରନ୍ତି, ଏବଂ ସସବେୁକୁ ପରମେଶ୍ବରଙ୍କଠାରେ ଅର୍ପଣ କରନ୍ତି। ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ବରଙ୍କ ନିକଟକୁ ଉପହାର ଆଣିବା ଉଚିତ୍, ଯେଉଁମାନେ କି ସମ୍ମାନ ପାଇଁ ଉପୟୁକ୍ତ ଅଟନ୍ତି।
Vow, and pay unto the Lord your God: let all that be round about him bring presents unto him that ought to be feared.

12 ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
He shall cut off the spirit of princes: he is terrible to the kings of the earth.