Psalm 78:15
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
Psalm 78:15 in Other Translations
King James Version (KJV)
He clave the rocks in the wilderness, and gave them drink as out of the great depths.
American Standard Version (ASV)
He clave rocks in the wilderness, And gave them drink abundantly as out of the depths.
Bible in Basic English (BBE)
The rocks of the waste land were broken by his power, and he gave them drink as out of the deep waters.
Darby English Bible (DBY)
He clave rocks in the wilderness, and gave [them] drink as out of the depths, abundantly;
Webster's Bible (WBT)
He cleaved the rocks in the wilderness, and gave them drink as out of the great depths.
World English Bible (WEB)
He split rocks in the wilderness, And gave them drink abundantly as out of the depths.
Young's Literal Translation (YLT)
He cleaveth rocks in a wilderness, And giveth drink -- as the great deep.
| He clave | יְבַקַּ֣ע | yĕbaqqaʿ | yeh-va-KA |
| the rocks | צֻ֭רִים | ṣurîm | TSOO-reem |
| in the wilderness, | בַּמִּדְבָּ֑ר | bammidbār | ba-meed-BAHR |
| drink them gave and | וַ֝יַּ֗שְׁקְ | wayyašĕq | VA-YA-shek |
| as out of the great | כִּתְהֹמ֥וֹת | kithōmôt | keet-hoh-MOTE |
| depths. | רַבָּֽה׃ | rabbâ | ra-BA |
Cross Reference
1 Corinthians 10:4
ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସମାନେେ ସହେି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସହେି ପଥର ଖ୍ରୀଷ୍ଟ ଥିଲେ।
Psalm 114:8
ପରମେଶ୍ବର ହେଉଛନ୍ତି ସହେି ୟାହାଙ୍କ ୟୋଗୁ ପର୍ବତରୁ ଝରଣା ବୁହାଇଲେ ଓ ପରମେଶ୍ବର ଚକ୍ମକି ପଥରକୁ ନିର୍ଝର ବୁହାଇଲେ।
Psalm 105:41
ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।
Numbers 20:11
ଏହାପରେ ମାଶାେ ହସ୍ତ ଉତ୍ତୋଳନ କରି ଆପଣା ଆଶାବାଡି ରେ ସହେି ଶୈଳକୁ ଦୁଇଥର ଆଘାତ କଲେ। ଶୈଳରୁ ପ୍ରଚୁର ଜଳ ବାହାରିଲା। ତହୁଁ ମଣ୍ତଳୀ ଓ ସମାନଙ୍କେର ପଶୁଗଣ ଜଳପାନ କଲେ।
Exodus 17:6
ମୁଁ ତୁମ୍ଭ ସମ୍ମୁଖ ରେ ହୋ ରେବ୍ ରେ ସହେି ଶୈଳ ଉପରେ ଠିଆ ହବେି। ସହେି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରିପାରିବେ।
Revelation 22:17
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
Revelation 22:1
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
John 7:37
ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।
Isaiah 48:21
ସଦାପ୍ରଭୁ ଯଦିଓ ମରୁଭୂମିରୁ ସମାନଙ୍କେୁ ନେଲେ, ସମାନେେ ତୃଷାର୍ତ୍ତ ହେଲେ ନାହିଁ। ସେ ସମାନଙ୍କେ ପାଇଁ ଶୈଳରୁ ଜଳଷୋର୍ତ ବୁହାଇଲେ ; ଆଉ ମଧ୍ଯ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।
Isaiah 43:20
ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସମାନେେ ଆମ୍ଭର ଗୌରବ କରିବେ।
Isaiah 41:18
ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।