Psalm 84

1 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।

2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ।

3 ହେ ସୈନ୍ଯାଧିପତି ସଦାପ୍ରଭୁ, ମାରେ ରାଜା, ମାରେ ପରମେଶ୍ବର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ୟଜ୍ଞବଦେୀ ପାଖରେ ଏକ ବସା ପାଇଛନ୍ତି।

4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସମାନେେ ଧନ୍ଯ, ସମାନେେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।

5 ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।

6 ସମାନେେ କ୍ରନ୍ଦନ ଉପତ୍ୟକା ଦଇେ ୟାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହାଇେଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।

7 ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।

8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ହେ ୟାକୁବର ପରମେଶ୍ବର, ମାରେ କଥା ଶ୍ରବଣ କର।

9 ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।

10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।

11 ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

12 ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।

1 To the chief Musician upon Gittith, A Psalm for the sons of Korah.

2 How amiable are thy tabernacles, O Lord of hosts!

3 My soul longeth, yea, even fainteth for the courts of the Lord: my heart and my flesh crieth out for the living God.

4 Yea, the sparrow hath found an house, and the swallow a nest for herself, where she may lay her young, even thine altars, O Lord of hosts, my King, and my God.

5 Blessed are they that dwell in thy house: they will be still praising thee. Selah.

6 Blessed is the man whose strength is in thee; in whose heart are the ways of them.

7 Who passing through the valley of Baca make it a well; the rain also filleth the pools.

8 They go from strength to strength, every one of them in Zion appeareth before God.

9 O Lord God of hosts, hear my prayer: give ear, O God of Jacob. Selah.

10 Behold, O God our shield, and look upon the face of thine anointed.

11 For a day in thy courts is better than a thousand. I had rather be a doorkeeper in the house of my God, than to dwell in the tents of wickedness.

12 For the Lord God is a sun and shield: the Lord will give grace and glory: no good thing will he withhold from them that walk uprightly.

13 O Lord of hosts, blessed is the man that trusteth in thee.

Psalm 84 in Tamil and English

0
To the chief Musician upon Gittith, A Psalm for the sons of Korah.

1 ହେ ସର୍ବଶକ୍ତିମାନ୍ ସଦାପ୍ରଭୁ ତୁମ୍ଭର ପବିତ୍ର ତମ୍ବୁ ବାସ୍ତବରେ ସୁନ୍ଦର ଅଟେ।
How amiable are thy tabernacles, O Lord of hosts!

2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଚା ହେଁ। ମୁଁ ମାରେ ହୃଦଯ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ବରଙ୍କ ଦର୍ଶନ ନିମନ୍ତେ ବ୍ଯାକୁଳ।
My soul longeth, yea, even fainteth for the courts of the Lord: my heart and my flesh crieth out for the living God.

3 ହେ ସୈନ୍ଯାଧିପତି ସଦାପ୍ରଭୁ, ମାରେ ରାଜା, ମାରେ ପରମେଶ୍ବର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ୟଜ୍ଞବଦେୀ ପାଖରେ ଏକ ବସା ପାଇଛନ୍ତି।
Yea, the sparrow hath found an house, and the swallow a nest for herself, where she may lay her young, even thine altars, O Lord of hosts, my King, and my God.

4 ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସମାନେେ ଧନ୍ଯ, ସମାନେେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।
Blessed are they that dwell in thy house: they will be still praising thee. Selah.

5 ସହେି ଲୋକମାନେ କେତେ ଭାଗ୍ଯବାନ୍ ଯେଉଁମାନଙ୍କର ଶକ୍ତି ତୁମ୍ଭଠାରୁ ଆସେ। ଏବଂ ଯେଉଁମାନେ ତୁମ୍ଭ ମନ୍ଦିରରେ ଭ୍ରମଣ ଚିନ୍ତା କରନ୍ତି।
Blessed is the man whose strength is in thee; in whose heart are the ways of them.

6 ସମାନେେ କ୍ରନ୍ଦନ ଉପତ୍ୟକା ଦଇେ ୟାଆନ୍ତି, ଯେଉଁଠି ଏକ ଝରଣା ସୃଷ୍ଟି ହାଇେଛି। ଶରତ ଋତୁରେ ବର୍ଷାପାଣି ପୁଷ୍କରିଣୀ ସୃଷ୍ଟି କରେ।
Who passing through the valley of Baca make it a well; the rain also filleth the pools.

7 ସମାନେେ ପ୍ରେତ୍ୟକକ ସିୟୋନ୍ରେ ପରମେଶ୍ବରଙ୍କ ଆଗରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି।
They go from strength to strength, every one of them in Zion appeareth before God.

8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର, ମାରେ ପ୍ରାର୍ଥନା ଗ୍ରହଣ କର। ହେ ୟାକୁବର ପରମେଶ୍ବର, ମାରେ କଥା ଶ୍ରବଣ କର।
O Lord God of hosts, hear my prayer: give ear, O God of Jacob. Selah.

9 ହେ ପରମେଶ୍ବର, ଆମ୍ଭର ଢ଼ାଲ ସ୍ବରୂପ ଦୃଷ୍ଟିପାତ କର ଓ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ଦୟାକର।
Behold, O God our shield, and look upon the face of thine anointed.

10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।
For a day in thy courts is better than a thousand. I had rather be a doorkeeper in the house of my God, than to dwell in the tents of wickedness.

11 ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।
For the Lord God is a sun and shield: the Lord will give grace and glory: no good thing will he withhold from them that walk uprightly.

12 ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ବାସ କରନ୍ତି ସମାନେେ କେତେ ଭାଗ୍ଯବାନ୍।
O Lord of hosts, blessed is the man that trusteth in thee.