Psalm 9:11 in Oriya

Oriya Oriya Bible Psalm Psalm 9 Psalm 9:11

Psalm 9:11
ହେ ସିଯୋନ୍ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ବରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ୟ୍ଯ ରାଜ୍ଯମାନଙ୍କ ଆଗରେ ପ୍ରକାଶ କର।

Psalm 9:10Psalm 9Psalm 9:12

Psalm 9:11 in Other Translations

King James Version (KJV)
Sing praises to the LORD, which dwelleth in Zion: declare among the people his doings.

American Standard Version (ASV)
Sing praises to Jehovah, who dwelleth in Zion: Declare among the people his doings.

Bible in Basic English (BBE)
Make songs of praise to the Lord, whose house is in Zion: make his doings clear to the people.

Darby English Bible (DBY)
Sing psalms to Jehovah who dwelleth in Zion; tell among the peoples his doings.

Webster's Bible (WBT)
And they that know thy name will put their trust in thee: for thou, LORD, hast not forsaken them that seek thee.

World English Bible (WEB)
Sing praises to Yahweh, who dwells in Zion, And declare among the people what he has done.

Young's Literal Translation (YLT)
Sing ye praise to Jehovah, inhabiting Zion, Declare ye among the peoples His acts,

Sing
praises
זַמְּר֗וּzammĕrûza-meh-ROO
to
the
Lord,
לַ֭יהוָהlayhwâLAI-va
which
dwelleth
יֹשֵׁ֣בyōšēbyoh-SHAVE
Zion:
in
צִיּ֑וֹןṣiyyônTSEE-yone
declare
הַגִּ֥ידוּhaggîdûha-ɡEE-doo
among
the
people
בָ֝עַמִּ֗יםbāʿammîmVA-ah-MEEM
his
doings.
עֲלִֽילוֹתָֽיו׃ʿălîlôtāywuh-LEE-loh-TAIV

Cross Reference

Psalm 107:22
ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

Psalm 76:2
ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।

Revelation 14:1
ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।

Hebrews 12:22
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।

John 17:26
ତୁମ୍ଭେ କିପରି ତାହା ମୁଁ ସମାନଙ୍କେଠା ରେ ପ୍ରକାଶ କରିଛି। ଏବଂ ପୁନର୍ବାର ସମାନଙ୍କେଠା ରେ ପ୍ରକାଶ କରିବି। ତାପରେ ମାେ ପ୍ରତି ତୁମ୍ଭର ଯେପରି ପ୍ ରମେ ରହିଛି, ସହେିପରି ପ୍ ରମେ ତାହାଙ୍କଠା ରେ ରହିବ ଓ ମୁଁ ସମାନଙ୍କେଠା ରେ ବାସ କରିବି।

Isaiah 14:32
ସହେି ସୈନ୍ଯବାହିନୀ ସମାନଙ୍କେର ଦେଶକୁ ଦୂତ ପ୍ ରରଣେ କରିବେ। ସହେି ଲୋକମନଙ୍କୁ ଦୂତ କି ବାର୍ତ୍ତା ଦବେେ ? ସମାନେେ ଘାଷେଣା କରିବେ, ପଲ୍ଷ୍ଟେୀଯ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସଠାେକୁ ଗଲେ।

Isaiah 12:4
ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'

Psalm 148:13
ସମାନେେ ସମସ୍ତେ ସଦାପ୍ରଭୁଙ୍କ ନାମକୁ ପ୍ରଶଂସା କରିବା ଉଚିତ୍। ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ। ତାଙ୍କର ଖ୍ଯାତି ସ୍ବର୍ଗ ଏବଂ ପୃଥିବୀରେ ମହାନ୍।

Psalm 148:1
ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !

Psalm 132:13
ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।

Psalm 118:17
ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।

Psalm 105:1
ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ତାଙ୍କର ନାମକୁ ଡ଼ାକ। ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ୟ୍ଯ କ୍ରିଯାସକଳ ବିଷଯରେ କୁହ।

Psalm 96:10
ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା !ପୃଥିବୀ ସୁସ୍ଥିର ରହିବ। ପରମେଶ୍ବର ନ୍ଯାଯ ବିଚାର କରିବେ।

Psalm 96:1
ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଗାଅ। ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଗୀତ ଗାନ କର।

Psalm 78:68
ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ।

Psalm 66:5
ଦେଖ, ଯେଉଁ ସବୁ କାର୍ୟ୍ଯ ପରମେଶ୍ବର କରିଛନ୍ତି। ସେ ସମସ୍ତ କାର୍ୟ୍ଯ ଆମ୍ଭମାନଙ୍କୁ ଆଶ୍ଚର୍ୟ୍ଯ କରେ।

Psalm 66:2
ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର।

Psalm 47:6
ପରମେଶ୍ବରଙ୍କ ଗୁଣ କୀର୍ତ୍ତନ କର। ତାଙ୍କର ପ୍ରଶଂସାରେ ଶତ ମୁଖର ହାଇେ ଉଠ। ଆମ୍ଭର ରାଜାଙ୍କୁ ପ୍ରଶଂସା କର। ତାଙ୍କର ମହିମା ଗାନ କର।

Psalm 33:1
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।