No lexicon data found for Strong's number: 1135

Matthew 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।

Matthew 1:24
ଯୋଷଫେ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେଉଁଭଳି ଆଦସେ ଦେଲେ, ସପରେି କଲେ। ସେ ମରିୟମଙ୍କୁ ବିବାହ କଲେ।

Matthew 5:28
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଯଦି କହେି ଲୋକ କୌଣସି ସ୍ତ୍ରୀକୁ ଦେଖେ ଓ ତା ସହିତ ବ୍ଯଭିଗ୍ଭର କରିବା ପାଇଁ ଗ୍ଭ ହେଁ, ତବେେ ସେ ନିଜ ମନ ଭତ ରେ ସହେି ସ୍ତ୍ରୀ ସହିତ ବ୍ଯଭିଗ୍ଭର କରି ସାରିଲାଣି।

Matthew 5:31
ଏକଥା ମଧ୍ଯ କୁହାୟାଇଛି ଯେ, ' ଯେଉଁ ଲୋକ ତାର ପତ୍ନୀକୁ ଛାଡପତ୍ର ଦିଏ, ସେ ତା ପତ୍ନୀକୁ ଛାଡପତ୍ର ପାଇଁ ଲିଖିତ ରୁପରେ ଗୋଟିଏ ସୂଚନା ଦବେ।'

Matthew 5:32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।

Matthew 9:20
ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।

Matthew 9:22
ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।

Matthew 11:11
ମୁଁ ତୁମ୍ଭକୁ ସତ୍ଯ କହୁଛି। ବାପ୍ତିସ୍ମ ଦେଉଥିବା ୟୋହଲଙ୍କଠାରୁ ମହାନ୍ ବ୍ଯକ୍ତି ଆଉ କହେି ହେଲେ ଜନ୍ମ ହାଇେ ନାହାଁନ୍ତି। କିନ୍ତୁ ସ୍ବର୍ଗ ରାଜ୍ଯ ରେ ଯେ ସବୁଠାରୁ େଛାଟ. ସେ ଯୋହନଙ୍କ ଠାରୁ ମଧ୍ଯ ଶ୍ ରେଷ୍ଠ।

Matthew 13:33
ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: ସ୍ବର୍ଗରାଜ୍ଯ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ ପାତ୍ର ରେ ଥିବା ଅଟା ରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବା ରେ ଖମୀର କାମ ଦଲୋ।

Matthew 14:3
ଏହି ସମୟ ପୂର୍ବରୁ େ ହରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳି ରେ ବାନ୍ଧି କାରାଗାର ରେ ନିକ୍ଷପେ କରିଥିଲେ। ସେ େ ହରୋଦିଆଙ୍କ ଅନୁ ରୋଧକ୍ରମେ ଏକଥା କରିଥିଲେ। ହରେୋଦିଆ ହରେୋଦଙ୍କ ଭାଇ ଫିଲିପ୍ପଙ୍କ ସ୍ତ୍ରୀ ଥିଲେ।

Occurences : 221

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்