No lexicon data found for Strong's number: 1949

Matthew 14:31
ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖ ରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦହେ କଲ?

Mark 8:23
ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢାଇ ନଇଗେଲେ। ସେ ଅନ୍ଧଟିର ଆଖି ରେ ଛପେ ପକାଇଲେ। ତା ଉପରେ ହାତ ରଖି ତାକୁ ପଚାରିଲେ, ତୁମ୍ଭେ କିଛି ଦେଖି ପାରୁଛ କି?

Luke 9:47
ଯୀଶୁ ସମାନଙ୍କେର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ େଛାଟ ପିଲାକୁ ନିଜ ପାଖ ରେ ଠିଆ କରାଇଲେ।

Luke 14:4
ସମାନେେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରି ଦେଲେ। ତା'ପରେ ସହେି ଲୋକଟି ଚାଲିଗଲା।

Luke 20:20
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।

Luke 20:26
ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କିଛି କହି ପାରିଲେ ନାହିଁ। ସମାନେେ ଯୀଶୁଙ୍କୁ ସମସ୍ତଙ୍କ ଆଗ ରେ ଫାନ୍ଦ ରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସମାନେେ ଯୀଶୁଙ୍କ ବିରୁଦ୍ଧ ରେ ବ୍ଯବହାର କରିପାରିବେ।

Luke 23:26
ସୈନ୍ଯମାନେ ଯୀଶୁଙ୍କୁ ମାରିଦବୋ ପାଇଁ ନଇଗେଲେ। ଠିକ୍ ସହେି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫରେି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମାନେ। ଶିମାନେ କୁରୀଣ ନଗରର ଲୋକ ଥିଲା। ସୈନ୍ଯମାନେ ଯୀଶୁଙ୍କ କୃଶ ବହନ କରି ଯୀଶୁଙ୍କ ପଛ ରେ ୟିବାକୁ ଶିମାନେକୁ ବାଧ୍ଯ କଲେ।

Acts 9:27
ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କ ପାଖକୁ ଗଲେ। ଦମ୍ମସକେକୁ ୟିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ ରରେିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମସକରେେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମ ରେ ପ୍ରଚ଼ାର କରିଥିଲେ, ଏହା ସବୁ ମଧ୍ଯ ସେ ସମାନଙ୍କେୁ ବୁଝାଇ ଦେଲେ।

Acts 16:19
ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

Acts 17:19
ସମାନେେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନଇଗେଲେ। ସମାନେେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ'ଣ, ତାହା ଆମ୍ଭେ ଜାଣି ପାରିବୁ କି?

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்