Matthew 1:20
କିନ୍ତୁ ଯୋଷଫେ ଯେତବେେଳେ ଏକଥା ଭାବୁଥିଲେ, ସେତବେେଳେ ସ୍ବପ୍ନ ରେ ଦର୍ଶନ ପାଇଲେ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କ ପାଖକୁ ଆସି କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷଫେ ତୁମ୍ଭେ ମରିୟମଙ୍କୁ ଆପଣା ସ୍ତ୍ରୀ ରୂପେ ଗ୍ରହଣ କରିବାକୁ ଭୟ କରନାହିଁ। କାରଣ ତାହାଙ୍କ ଗର୍ଭ ରେ ଥିବା ଶିଶୁଟି ପବିତ୍ର ଆତ୍ମାଙ୍କର।
Matthew 1:23
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
Matthew 2:2
ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
Matthew 3:3
ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର। ୟିଶାଇୟ 40:3
Matthew 3:11
ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।
Matthew 3:15
ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ। ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।
Matthew 3:17
ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।
Matthew 5:3
ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।
Matthew 5:10
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।
Matthew 5:34
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
Occurences : 925
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்