No lexicon data found for Strong's number: 3754

Matthew 2:16
ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନଇେ ଦଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କ ଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇବର୍ଷ ତଳର କଥା ହାଇେଥିବାରୁ ସେ ବେଥ୍ଲହେିମ ଓ ତା' ଆଖପାଖ ଅଞ୍ଚଳର ଦୁଇବର୍ଷ ବା ତାଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ଯା କରିବାକୁ ଆଦେଶ ଦେଲେ।

Matthew 2:18
ରାମା ରେ ଏକ ଦୁଃଖଭରା ସ୍ବର ଶୁଣାଗଲା। ତାହା ରୋଦନ ଓ ଅତିଶୟ ବିଳାପର ସ୍ବର ଥିଲା। ରାହେଲ ତା ପିଲାମାନଙ୍କ ପାଇଁ କାନ୍ଦୁଥିଲା। କହେି ହେଲେ ତାକୁ ସାନ୍ତ୍ବନା ଦଇେ ପାରିବନେି। କାରଣ ତା'ର ପିଲାମାନେ ମରିଯାଇଥିଲେ। ୟିରିମିୟ 31:15

Matthew 2:22
କିନ୍ତୁ ୟୋ ସଫେ ଶୁଣିଲେ ଯେ, େ ହରୋଦଙ୍କ ମୃତ୍ଯୁ ପରେ ତାହାଙ୍କ ପୁଅ ଆର୍ଖିଲାୟ ୟିହୂଦା ରେ ରାଜା ହାଇେଛନ୍ତି। ତେଣୁ ସେ ସଠାେକୁ ୟିବାକୁ ଭୟ କଲେ। କିନ୍ତୁ ପରମେଶ୍ବରଙ୍କ ଠାରୁ ସ୍ବପ୍ନ ରେ ଆଦେଶ ପାଇ ୟୋ ସଫେ ଗାଲିଲୀ ପ୍ରଦେଶକୁ ଗଲେ।

Matthew 2:23
ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।

Matthew 3:9
ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

Matthew 4:6
ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

Matthew 4:12
ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।

Matthew 5:3
ଆତ୍ମି ରେ ଦିନହୀନ ଲୋକମାନେ ଧନ୍ଯ, କାରଣ ସ୍ବର୍ରାଜ୍ଯ ସହେିମାନଙ୍କର।

Matthew 5:4
ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ଯ; କାରଣ ପରମେଶ୍ବର ସମାନଙ୍କେୁ ସାନ୍ତ୍ବନା ଦବେେ।

Matthew 5:5
ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।

Occurences : 1292

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்