Acts 26:5
ସମାନେେ ମାେତେ ବହୁତ ଦିନରୁ ଜାଣନ୍ତି। ସମାନେେ ଯଦି ଚ଼ାହାଁନ୍ତି ତବେେ ସାକ୍ଷ୍ଯ ଦଇେ ପାରନ୍ତି ଯେ, ମୁଁ ଜଣେ ଉତ୍ତମ ଫାରୁଶୀ ଥିଲି। ଯିହୂଦୀୟ ଧର୍ମ ବ୍ଯବସ୍ଥାକୁ ଫାରୁଶୀମାନେ ଅନ୍ୟ କୌଣସି ଯିହୂଦୀୟ ଦଳର ଲୋକଙ୍କ ଅପେକ୍ଷା ଅଧିକ ଦୃଢ଼ ଭାବରେ ମାନନ୍ତି।
Romans 8:29
ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।
Romans 11:2
ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?
1 Peter 1:20
ଜଗତ ଆରମ୍ଭ ହବୋ ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହାଇେଥିଲେ। କିନ୍ତୁ ଏହି ଶଷେ ସମୟରେ ତୁମ୍ଭ ନିମନ୍ତେ ସେ ଜଗତ ରେ ପ୍ରକାଶିତ ହେଲେ।
2 Peter 3:17
ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟ ରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସହେି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ୟ୍ଯ ଦ୍ବାରା ତୁମ୍ଭେ ନିଜକୁ ପ୍ରଭାବିତ ହବୋକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ବାସରୁ ବିଚଳିତ ନ ହବୋ ପାଇଁ ସାବଧାନ ରୁହ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்