Ephesians 2:9 in Oriya

Oriya Oriya Bible Ephesians Ephesians 2 Ephesians 2:9

Ephesians 2:9
ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।

Ephesians 2:8Ephesians 2Ephesians 2:10

Ephesians 2:9 in Other Translations

King James Version (KJV)
Not of works, lest any man should boast.

American Standard Version (ASV)
not of works, that no man should glory.

Bible in Basic English (BBE)
Not by works, so that no man may take glory to himself.

Darby English Bible (DBY)
not on the principle of works, that no one might boast.

World English Bible (WEB)
not of works, that no one would boast.

Young's Literal Translation (YLT)
not of works, that no one may boast;

Not
οὐκoukook
of
ἐξexayks
works,
ἔργωνergōnARE-gone

ἵναhinaEE-na
lest
μήmay
any
man
τιςtistees
should
boast.
καυχήσηταιkauchēsētaikaf-HAY-say-tay

Cross Reference

2 Timothy 1:9
ପରମେଶ୍ବର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳ ରେ ତାହା ହାଇେ ନାହିଁ। ବରଂ ପରମେଶ୍ବର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ବାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସହେି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ଆମ୍ଭକୁ ଅନାଦି କାଳରୁ ମିଳିଛି।

Romans 11:6
ଯଦି ପରମେଶ୍ବର ଅନୁଗ୍ରହ ହତେୁ ସମାନଙ୍କେୁ ମନୋନୀତ କରିଛନ୍ତି, ତା' ହେଲେ ଲୋକମାନେ ନିଜେ କରିଥିବା କାର୍ୟ୍ଯ ହତେୁ ପରମେଶ୍ବରଙ୍କ ଲୋକ ହଇେ ନାହାଁନ୍ତି। ଯଦି କାର୍ୟ୍ଯ ଦ୍ବାରା ତାହା ହଇେଥାନ୍ତା ତବେେ ଅନୁଗ୍ରହର କ'ଣ ବା ଅର୍ଥ ହବେ? ତା' ହେଲେ କଣ ହେଲା?

1 Corinthians 1:29
ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।

Titus 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

Romans 3:27
ତା' ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ବାସର ମାର୍ଗ ଦ୍ବାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରା ଯାଇଛି।

Romans 4:2
ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।

Romans 9:11
ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।

Romans 9:16
ଅତଏବ, ପରମେଶ୍ବରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ ।

Romans 3:20
ଏହାର କାରଣ ହେଲା, କୌଣସି ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ଯବସ୍ଥା କବଳେ ଆମ୍ଭର ପାପ ବିଷୟ ରେ ଆମ୍ଭକୁ ସାବଧାନ କରାଏ।