Ephesians 6
21 ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।
22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ଯ ରେ ମୁଁ ତାହାଙ୍କୁ ପଠାଉଛି।
23 ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।
24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।
21 But that ye also may know my affairs, and how I do, Tychicus, a beloved brother and faithful minister in the Lord, shall make known to you all things:
22 Whom I have sent unto you for the same purpose, that ye might know our affairs, and that he might comfort your hearts.
23 Peace be to the brethren, and love with faith, from God the Father and the Lord Jesus Christ.
24 Grace be with all them that love our Lord Jesus Christ in sincerity. Amen.
Ephesians 6 in Tamil and English
21 ମୁଁ ତୁମ୍ଭ ପାଖକୁ ଆମ୍ଭର ପ୍ରିୟ ଭାଇ ତୁଖିକଙ୍କୁ ପଠାଉଛି। ସେ ପ୍ରଭୁଙ୍କ କାମ ରେ ଜଣେ ବିଶ୍ବସ୍ତ ସବେକ। ମାେ ସହିତ ଯାହା ଘଟୁଛି, ସେ ସମସ୍ତ ବିଷୟ ସେ ତୁମ୍ଭକୁ କହିବେ। ତା ହେଲେ ତୁମ୍ଭେ ଜାଣି ପାରିବ ଯେ ମୁଁ କିପରି ଅଛି ଓ କ'ଣ କରୁଛି।
But that ye also may know my affairs, and how I do, Tychicus, a beloved brother and faithful minister in the Lord, shall make known to you all things:
22 ସେଥିପାଇଁ ମୁଁ ତାଙ୍କୁ ତୁମ୍ଭ ପାଖକୁ ପଠାଉଛି। ଆମ୍ଭେ କିପରି ଅଛୁ, ତାହା ତୁମ୍ଭମାନେେ ଜାଣିବା କଥା। ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିବା ଉଦ୍ଦେଶ୍ଯ ରେ ମୁଁ ତାହାଙ୍କୁ ପଠାଉଛି।
Whom I have sent unto you for the same purpose, that ye might know our affairs, and that he might comfort your hearts.
23 ପ୍ରଭୁ ଯୀଶୁ ଖ୍ରୀଷ୍ଟ ଓ ପିତା ପରମେଶ୍ବରଙ୍କ ଦ୍ବାରା ଭାଇ ଓ ଭଉଣୀମାନଙ୍କୁ ଶାନ୍ତି, ପ୍ ରମେ ଓ ବିଶ୍ବାସ ପ୍ରାପ୍ତ ହେଉ।
Peace be to the brethren, and love with faith, from God the Father and the Lord Jesus Christ.
24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠା ରେ ଅଶଷେ ପ୍ ରମେ ଭାବ ରଖିଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ଅନୁଗ୍ରହ ହେଉ।
Grace be with all them that love our Lord Jesus Christ in sincerity. Amen.