Esther 5

fullscreen9 ସଦେିନ ହାମନ୍ ଆନନ୍ଦିତ ହାଇେ ଗ୍ଭଲିଗଲା। ମାତ୍ର ହାମନ, ରାଜଦ୍ବାର ରେ ନିଜ ସମ୍ମୁଖ ରେ ମର୍ଦ୍ଦଖଯଙ୍କୁ ଉଠି ଠିଆ ନ ହବୋର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖଯ ବିରୁଦ୍ଧ ରେ କୋରଧ ରେ ପରିପୂର୍ଣ୍ଣ ହେଲା।

fullscreen10 ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।

fullscreen11 ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।

fullscreen12 ହାମନ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମାେ ଛଡା ଆଉ କାହାକୁ ରାଜାଙ୍କ ସଙ୍ଗେ ୟିବାକୁ ଦଇେ ନାହାଁନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ବାରା ନିମନ୍ତ୍ରିତ ହାଇେଅଛି।

fullscreen13 କିନ୍ତୁ ମୁଁ ପ୍ରେତ୍ୟକକଥର ୟିହୁଦୀ ମର୍ଦ୍ଦଖଯକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମାରେକିଛି ଭଲ କରେ ନାହିଁ।

9 Then went Haman forth that day joyful and with a glad heart: but when Haman saw Mordecai in the king’s gate, that he stood not up, nor moved for him, he was full of indignation against Mordecai.

10 Nevertheless Haman refrained himself: and when he came home, he sent and called for his friends, and Zeresh his wife.

11 And Haman told them of the glory of his riches, and the multitude of his children, and all the things wherein the king had promoted him, and how he had advanced him above the princes and servants of the king.

12 Haman said moreover, Yea, Esther the queen did let no man come in with the king unto the banquet that she had prepared but myself; and to morrow am I invited unto her also with the king.

13 Yet all this availeth me nothing, so long as I see Mordecai the Jew sitting at the king’s gate.

Esther 5 in Tamil and English

9 ସଦେିନ ହାମନ୍ ଆନନ୍ଦିତ ହାଇେ ଗ୍ଭଲିଗଲା। ମାତ୍ର ହାମନ, ରାଜଦ୍ବାର ରେ ନିଜ ସମ୍ମୁଖ ରେ ମର୍ଦ୍ଦଖଯଙ୍କୁ ଉଠି ଠିଆ ନ ହବୋର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖଯ ବିରୁଦ୍ଧ ରେ କୋରଧ ରେ ପରିପୂର୍ଣ୍ଣ ହେଲା।
Then went Haman forth that day joyful and with a glad heart: but when Haman saw Mordecai in the king’s gate, that he stood not up, nor moved for him, he was full of indignation against Mordecai.

10 ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।
Nevertheless Haman refrained himself: and when he came home, he sent and called for his friends, and Zeresh his wife.

11 ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।
And Haman told them of the glory of his riches, and the multitude of his children, and all the things wherein the king had promoted him, and how he had advanced him above the princes and servants of the king.

12 ହାମନ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମାେ ଛଡା ଆଉ କାହାକୁ ରାଜାଙ୍କ ସଙ୍ଗେ ୟିବାକୁ ଦଇେ ନାହାଁନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ବାରା ନିମନ୍ତ୍ରିତ ହାଇେଅଛି।
Haman said moreover, Yea, Esther the queen did let no man come in with the king unto the banquet that she had prepared but myself; and to morrow am I invited unto her also with the king.

13 କିନ୍ତୁ ମୁଁ ପ୍ରେତ୍ୟକକଥର ୟିହୁଦୀ ମର୍ଦ୍ଦଖଯକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମାରେକିଛି ଭଲ କରେ ନାହିଁ।
Yet all this availeth me nothing, so long as I see Mordecai the Jew sitting at the king’s gate.