Exodus 19:15
ଏହାପରେ ମାଶାେ ଲୋକମାନଙ୍କୁ କହିଲେ, ତୃତୀୟ ଦିନ ରେ ପ୍ରସ୍ତୁତ ହୁଅ। ତୁମ୍ଭମାନେେ ସ୍ତ୍ରୀ ଲୋକଙ୍କ ସଂସ୍ପର୍ଶ ରେ ଆସିବ ନାହିଁ।
Exodus 19:15 in Other Translations
King James Version (KJV)
And he said unto the people, Be ready against the third day: come not at your wives.
American Standard Version (ASV)
And he said unto the people, Be ready against the third day: come not near a woman.
Bible in Basic English (BBE)
And he said to the people, Be ready by the third day: do not come near a woman.
Darby English Bible (DBY)
And he said to the people, Be ready for the third day; do not come near [your] wives.
Webster's Bible (WBT)
And he said to the people, Be ready against the third day: come not at your wives.
World English Bible (WEB)
He said to the people, "Be ready by the third day. Don't have sexual relations with a woman."
Young's Literal Translation (YLT)
and he saith unto the people, `Be ye prepared for the third day, come not nigh unto a woman.'
| And he said | וַיֹּ֙אמֶר֙ | wayyōʾmer | va-YOH-MER |
| unto | אֶל | ʾel | el |
| the people, | הָעָ֔ם | hāʿām | ha-AM |
| Be | הֱי֥וּ | hĕyû | hay-YOO |
| ready | נְכֹנִ֖ים | nĕkōnîm | neh-hoh-NEEM |
| third the against | לִשְׁלֹ֣שֶׁת | lišlōšet | leesh-LOH-shet |
| day: | יָמִ֑ים | yāmîm | ya-MEEM |
| come | אַֽל | ʾal | al |
| not | תִּגְּשׁ֖וּ | tiggĕšû | tee-ɡeh-SHOO |
| at | אֶל | ʾel | el |
| your wives. | אִשָּֽׁה׃ | ʾiššâ | ee-SHA |
Cross Reference
1 Corinthians 7:5
ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁ ହେଁ ପ୍ରାର୍ଥନା ରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହାଇେ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା' ପରେ ପୁନର୍ବାର ଏକାଠି ହୁଅ, ଯା'ଦ୍ବାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନଇେ ତୁମ୍ଭମାନଙ୍କୁ ପ୍ରଲୋଭିତ କରିପାରିବ ନାହିଁ।
1 Samuel 21:4
ତକ୍ସ୍ଟମ୍ଭ ପାଖ ରେ ବର୍ତ୍ତମାନ କି ଖାଦ୍ୟ ଅଛି? ମାେତେ ବର୍ତ୍ତମାନ ପାଞ୍ଚପଟ ରୋଟୀ ଦିଅ କିମ୍ବା ଯାହାକିଛି ଅଛି ମାେତେ ଖାଇବାକକ୍ସ୍ଟ ଦିଅ।
Exodus 19:11
ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହାଇେ ରହିବେ କାରଣ ଏହି ଦିନ ଆମ୍ଭେ ସୀନଯ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମାେତେ ଦେଖି ପାରିବେ।
2 Peter 3:11
ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
Matthew 24:44
ଠିକ୍ ସହେିଭଳି ତୁମ୍ଭେ ଜାଗ୍ରତ ରୁହ। କାରଣ ତୁମ୍ଭେ ଯେତବେେଳେ ଆଶା କରୁ ନଥିବ, ଠିକ୍ େସତକେି ବେଳେ ମନୁଷ୍ଯପୁତ୍ର ଆସିଯିବେ।
Matthew 3:10
ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।
Malachi 3:2
ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।
Zechariah 12:12
ସମଗ୍ର ଦେଶ ଶାେକ କରିବ, ପ୍ରେତ୍ୟକକ ପରିବାର ନିଜେ ନିଜେ ଶାେକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସମାନଙ୍କେର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।
Zechariah 7:3
ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଯାଜକମାନଙ୍କୁ ଓ ଭବିଷ୍ଯଦ୍ବକ୍ତାମାନଙ୍କୁ ପଗ୍ଭରିବାକୁ ସମାନେେ ପଠାଇଲେ, ଆମ୍ଭେ କ'ଣ ପଞ୍ଚମ ମାସ ରେ ବିଳାପ ଓ ଉପବାସ ଗ୍ଭଲୁ ରଖିବା, ଯେପରିକି ଅନକେ ବର୍ଷ ଧରି କରିଆସିଅଛ? ପଞ୍ଚମ ମାସ ରେ ଆମ୍ଭମାନେେ ବିଶଷେ ବିଳାପ ଓ ଉପବାସ ପାଳନ କରୁ। ଆମ୍ଭେ ଏହି ପାଳନ କରିବା କାର୍ୟ୍ଯ ଗ୍ଭଲୁ ରଖିବା ଉଚିତ୍ କି?
Zechariah 6:3
ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।
Amos 4:12
ତେଣୁ ହେ ଇଶ୍ରାୟେଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡିକ କହିବା। ହେ ଇଶ୍ରାୟେଲୀୟ! ତୁମ୍ଭେ ପରମେଶ୍ବରଙ୍କ ସମ୍ମୁଖୀନ ହବୋ ପାଇଁ ପ୍ରସ୍ତୁତ ହୁଅ।
Joel 2:16
ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।
Exodus 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।