Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Ezekiel 39 KJV ASV BBE DBY WBT WEB YLT

Ezekiel 39 in Oriya WBT Compare Webster's Bible

Ezekiel 39

1 ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ରୋଶ, ମେଶକ ଓ ତୁବଲର ମୁଖ୍ଯ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧ ରେ ଅଛି।

2 ମୁଁ ତୁମ୍ଭକୁ ବନ୍ଦୀ କରିବି ଓ ତୁମ୍ଭକୁ ଫରୋଇ ଆଣିବି। ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବି। ପୁଣି ଇଶ୍ରାୟେଲର ପର୍ବତସମୂହର ବିରୁଦ୍ଧ ରେ ତୁମ୍ଭକୁ ଆଣିବି।

3 ମୁଁ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବି।

4 ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।

5 ତୁମ୍ଭେ ଖାେଲା ପଡ଼ିଆ ରେ ପତିତ ହବେ।' ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।

6 ପରମେଶ୍ବର କହିଲେ, ପୁଣି ନିରାପଦ ରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ବୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ ରରଣେ କରିବି। ତହିଁରେ ଏହା ସମାନେେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।

7 ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ମୁଁ ମାରେପବିତ୍ର ନାମକୁ ଜ୍ଞାତ କରାଇବି। ମାରେ ପବିତ୍ର ନାମକୁ ଆଉ ଅପବିତ୍ର ହବୋକୁ ଦବେି ନାହିଁ। ତାହା ହେଲେ ମୁଁ ଯେ ଇଶ୍ରାୟେଲ ମଧିଅରେ ଧର୍ମମଯ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀଯମାନେ ଜାଣିବେ।

8 ଆଉ ଦେଖ, ସହେିଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ। ଏହା ସଦାପ୍ରଭୁ କହନ୍ତି। ପୁଣି ଯେଉଁ ଦିନର ବିଷଯ ମୁଁ କହିଅଛି, ଏହା ସହେି ଦିନ।

9 ସହେି ସମୟରେ ଇଶ୍ରାୟେଲର ନଗରବାସୀ ପ୍ରାନ୍ତରକୁ ଆସି ଢ଼ାଲ, ଫଳକ, ଧନୁ, ତୀର ଆଶାବାଡ଼ି ଓ ବର୍ଚ୍ଛା ଆଦି ଅସ୍ତ୍ର ଶସ୍ତ୍ର ନଇେ ନିଆଁ ଲଗାଇ ଜାଳି ଦବେେ। ସମାନେେ ସାତବର୍ଷ ପର୍ୟ୍ଯନ୍ତ ସେ ସବୁକୁ ନଇେ ଜାଳଣେି କରିବେ।

10 ଆଉ ସମାନେେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସମାନେେ ସହେି ଅସ୍ତ୍ରଶସ୍ତ୍ରକୁ ଜାଳଣେି ରୂପେ ବ୍ଯବହାର କରିବେ। ଆଉ ସମାନେେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସମାନଙ୍କେର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ। ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି।

11 ପରମେଶ୍ବର କହନ୍ତି ମୁଁ ସହେିଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇଶ୍ରାୟେଲ ମଧିଅରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନ ରୋଧ କରିବ। ସହେି ସ୍ଥାନ ରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦବେେ। ଏବଂ ସହେି ସ୍ଥାନକୁ ସମାନେେ 'ଗୋଗର ସୈନ୍ଯମାନଙ୍କର ଉପତ୍ୟକା' ବୋଲି ନାମ ଦବେେ।

12 ପୁଣି ଦେଶକୁ ଶୁଚି କରିବା ନିମନ୍ତେ ସମାନଙ୍କେୁ କବର ଦବୋପାଇଁ ଇଶ୍ରାୟେଲୀୟମାନଙ୍କୁ ସାତ ମାସ ଲାଗିବ।

13 ଦେଶର ସମସ୍ତ ଜନସାଧାରଣ ସମାନଙ୍କେୁ କବର ଦବେେ। ସଦାପ୍ରଭୁ, ମାରେ ପ୍ରଭୁ କହିଲେ, ମୁଁ ଗୌରବାନ୍ବିତ ହବେି ଏବଂ ସହେି ଦିନଟି ସମାନଙ୍କେ ପାଇଁ ସ୍ମରଣୀଯ ହାଇେ ରହିବ।

14 ପରମେଶ୍ବର କହିଲେ, ଦେଶକୁ ଶୁଚି କରିବା ପାଇଁ ମୃତ ସୈନିକମାନଙ୍କୁ କବର ଦବୋ ନିମନ୍ତେ ଲୋକମାନଙ୍କୁ ପୁରା ସମୟ କାର୍ୟ୍ଯ ରେ ନିୟୁକ୍ତ ଦିଆୟିବ। ସମାନେେ ସାତମାସ ଧରି ମୃତ ଶବଗୁଡ଼ିକର ଅନୁସନ୍ଧାନ ରେ ଦେଶ ମଧ୍ଯ ଦଇେ ଗମନ କରିବେ ଓ କବର ଦବେେ।

15 ପୁଣି ସହେି ଗମନକାରୀମାନେ ଦେଶ ମଧିଅରେ ଗଲା ବେଳେ କୌଣସି ସ୍ଥାନ ରେ ଅସ୍ଥି ଦେଖିଲେ, ସଠାେ ରେ ସମାନେେ ଏକ ଚିହ୍ନ ରଖିବେ। ତା'ପ ରେ କବର ଦବୋ ଲୋକମାନେ ହାମାନେ-ଗୋଗ ଉପତ୍ୟକା ରେ ତାକୁ କବର ଦବେେ।

16 ଆଉ ସହେି 'ମୃତମାନଙ୍କର ନଗରର' ନାମ ହାମାନୋ ନାମ ରେ ପରିଚିତ ହବେ। ଏହିରୂପେ ସମାନେେ ଦେଶ ଶୁଚି କରିବେ।

17 ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ମନୁଷ୍ଯ ସନ୍ତାନ ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରେତ୍ୟକକ ବନ୍ଯପଶୁକୁ କୁହ, 'ତୁମ୍ଭମାନେେ ଏକତ୍ର ହାଇେ ଆସ। ଆଉ ତୁମ୍ଭମାନେେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ୟଜ୍ଞର ଚାରିଆଡ଼େ ରୁଣ୍ଡ ହୁଅ। ମୁଁ ଇଶ୍ରାୟେଲ ପର୍ବତଗୁଡ଼ିକ ଉପ ରେ ତୁମ୍ଭମାନଙ୍କ ନିମନ୍ତେ ଏକ ମହାୟଜ୍ଞର ବନ୍ଦୋବସ୍ତ କରୁଅଛି।

18 ତୁମ୍ଭମାନେେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସମାନେେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମଷେ, ମଷେବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି।

19 ମୁଁ ତୁମ୍ଭମାନଙ୍କ ପାଇଁ ଯେଉଁ ବଳିର ଆଯୋଜନ କଲି, ତୁମ୍ଭମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଉତ୍ତମ ମାଂସ ଖାଇବ ଓ ମତ୍ତ ହବୋ ପର୍ୟ୍ଯନ୍ତ ରକ୍ତ ପିଇବ।

20 ତୁମ୍ଭମାନେେ ଆମ୍ଭ ମଜେ ରେ ଅଶ୍ବ, ରଥ, ବୀର ଓ ସବୁ ୟୋଦ୍ଧାମାନଙ୍କୁ ଖାଇ ତୃପ୍ତ ହବେ।' ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।

21 ପରମେଶ୍ବର କହିଲେ, ଜାତିମାନଙ୍କ ମଧିଅରେ ମାରେ ମହିମା ସ୍ଥାପନ କରିବି। ସମାନେେ ସହେି ଦଣ୍ଡ ଦେଖିବେ ଯାହା ମୁଁ ମାରହେସ୍ତ ଉଠାଇ ପ୍ରଯୋଗ କରିଅଛି।

22 ସହେି ଦିନଠାରୁ ଇଶ୍ରାୟେଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସମାନଙ୍କେର ପରମେଶ୍ବର ଅଟୁ।

23 ଆଉ ଗୋଷ୍ଠୀଗଣ ଜାଣିବେ ଯେ, ଇଶ୍ରାୟେଲ ବଂଶ ନିଜ ପାପପୂର୍ଣ୍ଣ କାର୍ୟ୍ଯ ଯୋଗୁଁ ବନ୍ଦୀ ହାଇେ ଅନ୍ୟ ଦେଶକୁ ୟାଇଥିଲେ। କାରଣ ସମାନେେ ମାେ ପ୍ରତି ଅବିଶ୍ବସ୍ତ ଥିଲେ ଏବଂ ମୁଁ ସମାନଙ୍କେଠାରୁ ମାରେ ମୁହଁ ବୁଲଇେ ନଲେି ଓ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କୁ ହସ୍ତାନ୍ତର କଲି ଏବଂ ସମାନେେ ଶତ୍ରୁଗଣର ଖଡ୍ଗ ରେ ପତିତ ହେଲେ।

24 ସମାନଙ୍କେର ପାପ ଓ ଅପରାଧ ଅନୁସାରେ ମୁଁ ସମାନଙ୍କେୁ ବ୍ଯବହାର କଲି। ମୁଁ ସମାନଙ୍କେଠାରୁ ମାରେମୁହଁ ଲୁଚାଇଲି।

25 ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଏବେ ମୁଁ ଯାକୁବକୁ ବନ୍ଦୀତ୍ବରୁ ମୁକ୍ତ କରି ଆଣିବି ଓ ସମୁଦାଯ ଇଶ୍ରାୟେଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାେଶ ଇର୍ଷାପରାଯଣ ହବେି।

26 ସମାନେେ ସର୍ବଦା ମାେ ବିରୁଦ୍ଧ ରେ ୟାଇଥିଲେ ବୋଲି ତାହା ଭୁଲିଯିବେ। ଆଉ ସମାନେେ ନିରାପଦ ରେ ଆପଣା ଦେଶ ରେ ବାସ କରିବେ ଓ କହେି ସମାନଙ୍କେୁ ଭୟଭୀତ କରାଇବେ ନାହିଁ।

27 ମୁଁ ସମାନଙ୍କେୁ ଯେଉଁଦିନ ନାନା ଜାତି ମଧ୍ଯରୁ ପୁନର୍ବାର ଆଣିବି ଏବଂ ସମାନଙ୍କେୁ ଶତ୍ରୁଗଣ ଦେଶରୁ ସଂଗ୍ରହ କରିବି, ଅନକେ ଦେଶମାନଙ୍କ ଦୃଷ୍ଟି ରେ ମୁଁ ମାରେ ପବିତ୍ରତା ସମାନଙ୍କେ ମଧିଅରେ ଦଖାଇବେି।

28 ପୁଣି ମୁଁ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଅଟେ। ତାହା ସମାନେେ ଜାଣିବେ। ମୁଁ ନାନା ଜାତିମାନଙ୍କ ମଧିଅରେ ସମାନଙ୍କେୁ ନିର୍ବାସିତ କରାଇଲି ଓ ପୁନର୍ବାର ସମାନଙ୍କେ ନିଜ ଦେଶ ରେ ସମାନଙ୍କେୁ ସଂଗ୍ରହ କରିଅଛି। ମୁଁ ସମାନଙ୍କେର କାହାକୁ ଆଉ ସଠାେ ରେ ରଖିବି ନାହିଁ।

29 ଏବଂ ମୁଁ ଇଶ୍ରାୟେଲ ପରିବାର ଉପ ରେ ନିଜର ଆତ୍ମା ଜାଳି ଅଛି। ତାହାପ ରେ ମୁଁ ଆପଣା ମୁଖ ସମାନଙ୍କେଠାରୁ ଲୁଚାଇବି ନାହିଁ। ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close