Ezra 7:14 in Oriya

Oriya Oriya Bible Ezra Ezra 7 Ezra 7:14

Ezra 7:14
ଏଜ୍ରା, ମୁଁ ଏବଂ ମାରେ ସାତଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ୟିରୁଶାଲମକୁ ୟିବା ଉଚିତ୍। ପରମେଶ୍ବରଙ୍କର ବ୍ଯବସ୍ଥା ବିଷଯବସ୍ତୁଗୁଡିକରେ ଧ୍ଯାନ ଦବୋ ଉଚିତ୍, ଯେଉଁଥି ରେ ତୁମ୍ଭେ ଜଣେ ବିଜ୍ଞ ଅଟ।

Ezra 7:13Ezra 7Ezra 7:15

Ezra 7:14 in Other Translations

King James Version (KJV)
Forasmuch as thou art sent of the king, and of his seven counsellors, to enquire concerning Judah and Jerusalem, according to the law of thy God which is in thine hand;

American Standard Version (ASV)
Forasmuch as thou art sent of the king and his seven counsellors, to inquire concerning Judah and Jerusalem, according to the law of thy God which is in thy hand,

Bible in Basic English (BBE)
Because you are sent by the king and his seven wise men, to get knowledge about Judah and Jerusalem, as you are ordered by the law of your God which is in your hand;

Darby English Bible (DBY)
Because thou art sent by the king, and by his seven counsellors, to inquire concerning Judah and Jerusalem, according to the law of thy God which is in thy hand;

Webster's Bible (WBT)
Forasmuch as thou art sent by the king, and by his seven counselors, to inquire concerning Judah and Jerusalem, according to the law of thy God which is in thy hand;

World English Bible (WEB)
Because you are sent of the king and his seven counselors, to inquire concerning Judah and Jerusalem, according to the law of your God which is in your hand,

Young's Literal Translation (YLT)
because that from the king and his seven counsellors thou art sent, to inquire concerning Judah and concerning Jerusalem, with the law of God that `is' in thy hand,

is
כָּלkālkahl
as
קֳבֵ֗לqŏbēlkoh-VALE

דִּי֩diydee
Forasmuch
of

מִןminmeen
the
קֳדָ֨םqŏdāmkoh-DAHM
king,
מַלְכָּ֜אmalkāʾmahl-KA
seven
his
וְשִׁבְעַ֤תwĕšibʿatveh-sheev-AT
of
and
counsellers,
thou
יָֽעֲטֹ֙הִי֙yāʿăṭōhiyya-uh-TOH-HEE
sent
שְׁלִ֔יחַšĕlîaḥsheh-LEE-ak
art
inquire
לְבַקָּרָ֥אlĕbaqqārāʾleh-va-ka-RA
to
עַלʿalal
concerning
יְה֖וּדyĕhûdyeh-HOOD
Judah
and
וְלִֽירוּשְׁלֶ֑םwĕlîrûšĕlemveh-lee-roo-sheh-LEM
Jerusalem,
law
the
to
בְּדָ֥תbĕdātbeh-DAHT
according
God
thy
אֱלָהָ֖ךְʾĕlāhākay-la-HAHK
of
דִּ֥יdee
which
in
thine
hand;
בִידָֽךְ׃bîdākvee-DAHK

Cross Reference

Esther 1:14
ଏହି ସମୟରେ କର୍ଶନା, ଶେଥର, ଅଦ୍ମାଥା, ତର୍ଶାଶ, ମରେସ୍, ର୍ମସନୋ ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ଯ ଓ ମାଦିଯା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ଯକୁ ଶାସନ କରୁଥିଲେ।

Daniel 6:26
ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

Daniel 6:20
ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ବର ରେ ଡାକିଲା, ହେ ଜୀବିତ ପରମେଶ୍ବରଙ୍କ ସବେକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ବରଙ୍କୁ ସବୋ କରୁଅଛ, ସହେି ପରମେଶ୍ବର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?

Daniel 2:47
ତତ୍ପ ରେ ଦାନିୟେଲଙ୍କୁ ରାଜା କହିଲେ, ମୁଁ ଜାଣେ ତୁମ୍ଭର ପରମେଶ୍ବର ସମସ୍ତ ଈଶ୍ବରଗଣର ପରମେଶ୍ବର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷଯଗୁଡିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମାେତେ ଏହି ନିଗୂଢ କଥା ପ୍ରକାଶ କରିବାକୁ ସମର୍ଥ ଅଟ।

Isaiah 8:20
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

Ezra 8:25
ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇଶ୍ରାୟେଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ବରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସମାନଙ୍କେୁ ତୌଲି ଦଲେି।

Ezra 7:28
ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତ ରେ ମାେ ପ୍ରତି ଅଧିକ ଦୟା ପ୍ରକାଶ କରି ଅଛନ୍ତି। ମୁଁ ଶକ୍ତିଶାଳୀ ହଲିେ କାରଣ ସଦାପ୍ରଭୁ ପରମେଶ୍ବରଙ୍କର ହସ୍ତ ମାେ ଉପରେ ଥିଲା। ଏହି ପ୍ରକା ରେ ମୁଁ ଇଶ୍ରାୟେଲର ଲୋକମାନଙ୍କର ମୁଖ୍ଯମାନଙ୍କୁ ମାେ ସହିତ ୟିବା ପାଇଁ ଏକତ୍ରୀତ କଲି।

Ezra 7:25
ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।

Ezra 7:15
ମୁଁ ଏବଂ ମାରେ ଉପଦେଷ୍ଟାମାନେ ତୁମ୍ଭକୁ ଯେଉଁ ସୁନା ଓ ରୂପା ଇଶ୍ରାୟେଲର ପରମେଶ୍ବରଙ୍କୁ ଦଇେଅଛୁ। ପରମେଶ୍ବର ୟିରୁଶାଲମ ରେ ବାସ କରନ୍ତି। ତୁମ୍ଭେ ନିଶ୍ଚିତ ଏହି ସୁନା ଓ ରୂପା ତୁମ୍ଭମାନଙ୍କ ସହିତ ନବେ।

Ezra 6:12
ଆଉ ଯେଉଁ ରାଜାମାନେ ଓ ଗୋଷ୍ଠୀଯମାନେ ପରମେଶ୍ବରଙ୍କ ୟିରୁଶାଲମସ୍ଥ ଏହି ମନ୍ଦିର ବିନାଶ କରିବା ଅଭିପ୍ରାଯ ରେ ଉକ୍ତ ବାକ୍ଯକୁ ଅନ୍ୟଥା କରିବାକୁ ହସ୍ତକ୍ଷପେ କରିବେ, ସେ ସମସ୍ତଙ୍କୁ ୟିରୁଶାଲମ ରେ ସୁନାମ ସ୍ଥାପନକାରୀ ପରମେଶ୍ବର ଉଚ୍ଛିନ୍ନ କରିବେ।

Ezra 5:8
ଆମ୍ଭମାନେେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, ଆମ୍ଭମାନେେ ଯିହୁଦା ପ୍ରଦେଶ ରେ ମହାନ୍ ପରମେଶ୍ବରଙ୍କ ମନ୍ଦିରକୁ ୟାଇଥିଲୁ, ତାହା ବଡ ବଡ ପ୍ରସ୍ତର ରେ ନିର୍ମିତ ହେଉଅଛି ଓ କାନ୍ଥ ରେ କଡି ବସା ଯାଉଅଛି। ଆଉ ଏହି କାର୍ୟ୍ଯ ଯତ୍ନ ସହକା ରେ ଗ୍ଭଳୁଅଛି ଓ ସମାନଙ୍କେ ହସ୍ତ ରେ ଏହା ସଫଳ ହେଉ ଅଛି। ଏହା ମଧ୍ଯ ଶୀଘ୍ର ସରିବ।

Ezra 1:3
ତାଙ୍କ ସମସ୍ତ ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନଙ୍କ ଭିତରୁ ଯେ କହେି ହୁଅନା, ତାର ପରମେଶ୍ବର ତା ସହିତ ରୁହନ୍ତୁ। ଯିହୁଦାସ୍ଥିତ ୟିରୁଶାଲମ ପର୍ୟ୍ଯନ୍ତ ତାକୁ ୟିବାକୁ ଦିଅ ଏବଂ ତାକୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଦିଅ। ସେ ହିଁ ପରମେଶ୍ବର ୟିଏକି ୟିରୁଶାଲମ ରେ ଅଛନ୍ତି।

Deuteronomy 17:18
ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।