Genesis 1:14 ଏହାପରେ ପରମେଶ୍ବର କହିଲେ, ଆକାଶର ତାରଣେ ରେ ଜ୍ଯୋତିଗଣ ଉତ୍ପନ୍ନ ହୁଅନ୍ତୁ। ସହେି ଜ୍ଯୋତିଗଣ ରାତ୍ରରୁ ଦିନକୁ ପୃଥକ୍ କରିବେ। ସହେି ଜାତିଗେଣ ଋତୁ, ଦିନ ଓ ବର୍ଷଗୁଡ଼ିକର ସମୟକାଳ ଦଖାଇବୋ ପାଇଁ ଚ଼ିହ୍ନ ରୂପେ ବ୍ଯବହୃତ ହବେ।
Genesis 1:14 in Other Translations
King James Version (KJV) And God said, Let there be lights in the firmament of the heaven to divide the day from the night; and let them be for signs, and for seasons, and for days, and years:
American Standard Version (ASV) And God said, Let there be lights in the firmament of heaven to divide the day from the night; and let them be for signs, and for seasons, and for days and years:
Bible in Basic English (BBE) And God said, Let there be lights in the arch of heaven, for a division between the day and the night, and let them be for signs, and for marking the changes of the year, and for days and for years:
Darby English Bible (DBY) And God said, Let there be lights in the expanse of the heavens, to divide between the day and the night; and let them be for signs, and for seasons, and for days and years;
Webster's Bible (WBT) And God said, Let there be lights in the firmament of the heaven, to divide the day from the night: and let them be for signs, and for seasons, and for days, and years.
World English Bible (WEB) God said, "Let there be lights in the expanse of sky to divide the day from the night; and let them be for signs, and for seasons, and for days and years;
Young's Literal Translation (YLT) And God saith, `Let luminaries be in the expanse of the heavens, to make a separation between the day and the night, then they have been for signs, and for seasons, and for days and years,
Read Full Chapter :
Genesis 1
Cross Reference
ଗୀତସଂହିତା 136:7
ପରମେଶ୍ବର ମହାନ୍ ଜ୍ଯୋତିର୍ଗଣ ନିର୍ମାଣ କଲେ। ତାହାଙ୍କ ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଯିରିମିୟ 31:35
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
ଦିତୀୟ ବିବରଣ 4:19
ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।
ଗୀତସଂହିତା 104:19
ପରମେଶ୍ବର ଋତୁ ନିରୂପଣ ନିମନ୍ତେ ଚନ୍ଦ୍ର ସୃଷ୍ଟି କରିଛନ୍ତି। ସୂର୍ୟ୍ଯ ଆପଣା ଅସ୍ତଗମନ ଜାଣେ।
ଗୀତସଂହିତା 74:16
ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।
ଗୀତସଂହିତା 8:3
ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।
ଯିଶାଇୟ 40:26
ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'
ଗୀତସଂହିତା 148:3
ହେ ସୂର୍ୟ୍ଯ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର ! ହେ ଆକାଶର ଦୀପ୍ତିମଯ ତାରାଗଣ ତାଙ୍କର ପ୍ରଶଂସା କର।
ଗୀତସଂହିତା 148:6
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ଯବସ୍ଥା ଦେଲେ ୟାହା କବେେ ହେଲେ ପରିବର୍ତ୍ତନ ହବେ ନାହିଁ।
ଆମୋଷ 5:8
ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି।
ଯିରିମିୟ 10:2
ସଦାପ୍ରଭୁ ଏହିକଥା କହନ୍ତି,
ଆୟୁବ ପୁସ୍ତକ 38:31
ଆୟୁବ, ତୁମ୍ଭେ ସପ୍ତର୍ଷି ନକ୍ଷତ୍ରକୁ ବାନ୍ଧି ପାରିବ କି ? ତୁମ୍ଭେ ମୃଗଶିରା ନକ୍ଷତ୍ରର ବନ୍ଧନ ଫିଟାଇ ପାରିବ କି ?
ମାଥିଉଲିଖିତ ସୁସମାଚାର 24:29
ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:
ଯୋୟେଲ 3:15
ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହବେେ ଏବଂ ତାରକାଗଣ କିରଣ ଦବୋ ବନ୍ଦ କରି ଦବେେ।
ଯୋୟେଲ 2:30
ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।
ଯିହିଜିକଲ 32:7
ଯେତବେେଳେ ମୁଁ ତୁମ୍ଭକୁ ନିର୍ବାପିତ କରେ ମୁଁ ଆକାଶକୁ ଆଚ୍ଛନ୍ନ କରିବି ଓ ତଦ୍ଦ୍ବାରା ନକ୍ଷତ୍ରଗୁଡ଼ିକୁ ଅନ୍ଧକାରମଯ କରିବି। ଆଉ ସୂର୍ୟ୍ଯକୁ ମଘାେଚ୍ଛନ୍ନ କରିବି ଓ ଚନ୍ଦ୍ରକିରଣ ଦବେି ନାହିଁ।
ଯିରିମିୟ 33:20
ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
ଲୂକଲିଖିତ ସୁସମାଚାର 21:25
ସୂର୍ୟ୍ଯ, ଚନ୍ଦ୍ର ଓ ତାରାମାନଙ୍କ ରେ ସଙ୍କତେ ରୂପକ ଅନକେ ଅଦ୍ଭୁତ ବିଷୟ ଘଟିବ। ପୃଥିବୀ ରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ'ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।
ଆୟୁବ ପୁସ୍ତକ 38:12
ଆୟୁବ, ତୁମ୍ଭେ କବେେ ତୁମ୍ଭର ଜୀବନକାଳ ମଧିଅରେ ସକାଳକୁ ଆଜ୍ଞା କରିଛ ଆରମ୍ଭ ହବୋ ପାଇଁ କି ଦିନ ଆରମ୍ଭ ହବୋ ପାଇଁ ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:12
ଯେ ତବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀଯାଂଶ ସୂର୍ୟ୍ଯ, ଏକତୃତୀଯାଂଶ ଚନ୍ଦ୍ର ଓ ଏକତୃତୀଯାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସମାନଙ୍କେ ମଧ୍ଯରୁ ଏକ ତୃତୀଯାଂଶ ଅନ୍ଧକାରମୟ ହାଇଗେଲା। ଦିନ ଓ ରାତ୍ରିର ଏକ ତୃତୀଯାଂଶ ଆଲୋକବିହୀନ ହେଲା।
ଆଦି ପୁସ୍ତକ 8:22
ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:2
ସହେି ତାରା ପାତାଳର ପ୍ରବେଶ ଦ୍ବାର ଖାଲିେଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲାଭଳି ସହେି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସହେି ଧୂଆଁ ଦ୍ବାରା ସୂର୍ୟ୍ଯ ଓ ଆକାଶ ଅନ୍ଧକାରମୟ ହାଇଗେଲା ଓ
ଆଦି ପୁସ୍ତକ 9:13
ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।
ଆୟୁବ ପୁସ୍ତକ 3:9
ସହେିଦିନର ପ୍ରାତଃକାଳୀନ ନକ୍ଷତ୍ର କାଳିମାମଯ ହାଇେ ଅନ୍ଧକାର ରେ ଲୁଚି ଯାଉ। ରାତ୍ରିଟି ପ୍ରଭାତର ପ୍ରତୀକ୍ଷା ରେ ରହୁ ଏବଂ ସୂର୍ୟ୍ଯର ପ୍ରଥମ କିରଣ ନ ଦେଖୁ।
ଆୟୁବ ପୁସ୍ତକ 25:3
କହେି ବ୍ଯକ୍ତି ତାଙ୍କର ତାରାଗଣର ସଂଖ୍ଯା ଗଣନା କରିପାରିବେ ନାହିଁ। ସେ ସମସ୍ତଙ୍କୁ ସମାନ ଭାବରେ ସୂର୍ୟ୍ଯକିରଣ ପ୍ରଦାନ କରନ୍ତି।
ଆୟୁବ ପୁସ୍ତକ 25:5
ପରମେଶ୍ବରଙ୍କ ଦୃଷ୍ଟି ରେ ଚନ୍ଦ୍ର ମଧ୍ଯ ପବିତ୍ର ଓ ଦୀପ୍ତିମାନ ନୁହେଁ। ଏପରିକି ନକ୍ଷତ୍ର ସମୂହ ମଧ୍ଯ ନିର୍ମଳ ନୁହଁନ୍ତି।
ଗୀତସଂହିତା 19:1
ଆକାଶ ପରମେଶ୍ବରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ। ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ଗୀତସଂହିତା 81:3
ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
ଗୀତସଂହିତା 119:91
ତୁମ୍ଭର ବ୍ଯବସ୍ଥା ଯୋଗୁଁ ସ୍ବର୍ଗ ଓ ପୃଥିବୀ ଆଜି ପର୍ୟ୍ଯନ୍ତ ଚାଲୁ ରହିଛି। କାରଣ ସବୁକିଛି ତୁମ୍ଭର ଦାସମାନେ।
ଯିରିମିୟ 33:25
ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।
ଯିହିଜିକଲ 46:1
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଭିତର ପ୍ରାଙ୍ଗଣର ପୂର୍ବଦ୍ବାର କାର୍ୟ୍ଯକାରୀ ଛଅଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ଯା ଦିନ ଖାେଲା ରହିବ।
ଯିହିଜିକଲ 46:6
ଅମାବାସ୍ଯା ଦିନ ହାମବେଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମଷେ ଶାବକ ଓ ଏକ ମଷେ ହବେ। ଆଉ ଏଗୁଡ଼ିକ ସବୁ ନିଖୁଣ ହବେେ।
ଯୋୟେଲ 2:10
ସମାନଙ୍କେ ସମ୍ମୁଖ ରେ ପୃଥିବୀ ଓ ଆକାଶ ଥରିଉେଠ। ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହୁଅନ୍ତି। ତାରକାଗଣ ନିଜର ତଜେ ହରାନ୍ତି।
ଆମୋଷ 8:9
ସଦାପ୍ରଭୁ ଏହା କହିଥିଲେ: ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।
ମାଥିଉଲିଖିତ ସୁସମାଚାର 2:2
ସମାନେେ ପଚାରିଲେ ଯିହୂଦୀମାନଙ୍କର ରାଜା ସହେି ନବଜାତ ଶିଶୁ କେଉଁଠା ରେ? କାରଣ ଆମ୍ଭେ ପୂର୍ବ ଦେଶ ରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସହେି ତାରୀ ପ୍ରକାଶ କରେ ଯେ, ସେ ଜନ୍ମ ହାଇେଛନ୍ତି। ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।
ମାଥିଉଲିଖିତ ସୁସମାଚାର 16:2
ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ସୂର୍ୟ୍ଯାସ୍ତ ସମୟରେ ଆକାଶକୁ ଲାଲରଙ୍ଗ ହାଇେଥିବାର ଦେଖିଲେ କୁହ ଯେ ପାଗ ଭଲ ରହିବ।
ମାର୍କଲିଖିତ ସୁସମାଚାର 13:24
ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ
ଲୂକଲିଖିତ ସୁସମାଚାର 23:45
ସୂର୍ୟ୍ଯ ଦଖାଯାେଉ ନଥିଲେ। ମନ୍ଦିରର ପରଦା ଦୁଇଖଣ୍ଡ ହାଇେ ଚିରିଗଲା।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:19
ମୁଁ ଉପରିସ୍ଥ ଆକାଶ ରେ ବିସ୍ମୟଜନକ କାର୍ୟ୍ଯ ଓ ନୀଚ୍ଚସ୍ଥ ପୃଥିବୀ ରେ ରକ୍ତ ନିଆଁ ମେଘ, ଧୂଆଁର ଚିହ୍ନମାନ ଦଖାଇବେି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:12
ତା'ପରେ ମୁଁ ମଷେଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତବେେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ୟ୍ଯ ଲୋମ ରେ ତିଆରି ହାଇେଥିବା କଳାକମ୍ବଳ ପରି କଳାବର୍ଣ୍ଣ ହାଇଗେଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହାଇଗେଲା।