Genesis 12

fullscreen4 ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।

fullscreen5 ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।

fullscreen6 ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।

fullscreen7 ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।

fullscreen8 ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।

fullscreen9 ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ।

4 So Abram departed, as the Lord had spoken unto him; and Lot went with him: and Abram was seventy and five years old when he departed out of Haran.

5 And Abram took Sarai his wife, and Lot his brother’s son, and all their substance that they had gathered, and the souls that they had gotten in Haran; and they went forth to go into the land of Canaan; and into the land of Canaan they came.

6 And Abram passed through the land unto the place of Sichem, unto the plain of Moreh. And the Canaanite was then in the land.

7 And the Lord appeared unto Abram, and said, Unto thy seed will I give this land: and there builded he an altar unto the Lord, who appeared unto him.

8 And he removed from thence unto a mountain on the east of Beth-el, and pitched his tent, having Beth-el on the west, and Hai on the east: and there he builded an altar unto the Lord, and called upon the name of the Lord.

9 And Abram journeyed, going on still toward the south.

Genesis 12 in Tamil and English

4 ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।
So Abram departed, as the Lord had spoken unto him; and Lot went with him: and Abram was seventy and five years old when he departed out of Haran.

5 ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।
And Abram took Sarai his wife, and Lot his brother’s son, and all their substance that they had gathered, and the souls that they had gotten in Haran; and they went forth to go into the land of Canaan; and into the land of Canaan they came.

6 ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।
And Abram passed through the land unto the place of Sichem, unto the plain of Moreh. And the Canaanite was then in the land.

7 ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।
And the Lord appeared unto Abram, and said, Unto thy seed will I give this land: and there builded he an altar unto the Lord, who appeared unto him.

8 ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।
And he removed from thence unto a mountain on the east of Beth-el, and pitched his tent, having Beth-el on the west, and Hai on the east: and there he builded an altar unto the Lord, and called upon the name of the Lord.

9 ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ।
And Abram journeyed, going on still toward the south.