Genesis 29:1
ଏହାପରେ ଯାକୁବ ତାଙ୍କର ୟାତ୍ରା ଚାଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ।
Genesis 29:1 in Other Translations
King James Version (KJV)
Then Jacob went on his journey, and came into the land of the people of the east.
American Standard Version (ASV)
Then Jacob went on his journey, and came to the land of the children of the east.
Bible in Basic English (BBE)
Then Jacob went on his journey till he came to the land of the children of the East.
Darby English Bible (DBY)
And Jacob continued his journey, and went into the land of the children of the east.
Webster's Bible (WBT)
Then Jacob went on his journey, and came into the land of the people of the east.
World English Bible (WEB)
Then Jacob went on his journey, and came to the land of the children of the east.
Young's Literal Translation (YLT)
And Jacob lifteth up his feet, and goeth towards the land of the sons of the east;
| Then Jacob | וַיִּשָּׂ֥א | wayyiśśāʾ | va-yee-SA |
| went on | יַֽעֲקֹ֖ב | yaʿăqōb | ya-uh-KOVE |
| his journey, | רַגְלָ֑יו | raglāyw | rahɡ-LAV |
| and came | וַיֵּ֖לֶךְ | wayyēlek | va-YAY-lek |
| land the into | אַ֥רְצָה | ʾarṣâ | AR-tsa |
| of the people | בְנֵי | bĕnê | veh-NAY |
| of the east. | קֶֽדֶם׃ | qedem | KEH-dem |
Cross Reference
Judges 6:3
ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।
Judges 6:33
ମିଦିଯନୀଯ, ଅମାଲକେୀଯ ଓ ପୂର୍ବ ଦେଶୀଯ ଲୋକମାନେ ନିଜକକ୍ସ୍ଟ ଏକତ୍ରୀତ କରାଇଲେ। ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବା ପାଇଁ ସହେି ଲୋକମାନେ ୟର୍ଦ୍ଦନ ନଦୀ ପାର ହାଇେ ୟିଷ୍ରିଯଲରେ ତଳ ଭୂମିରେ ଛାଉଣୀ ସ୍ଥାପନ କଲା।
Numbers 23:7
ତହୁଁ ବିଲିଯମ କହିଲେ,
Hosea 12:12
ଯାକୁବ ଅରାମ ରାଜ୍ଯକୁ ପଳାଇଲେ। ସହେି ସ୍ଥାନ ରେ ଇଶ୍ରାୟେଲ ଗୋଟିଏ ସ୍ତ୍ରୀ ପାଇଁ କାର୍ୟ୍ଯ କରୁଥିଲେ। ସେ ଅନ୍ୟ ସ୍ତ୍ରୀ ପାଇବାକୁ ମଷେ ରଖିଲେ।
Ecclesiastes 9:7
ତୁମ୍ଭେ ଆପଣା ମାର୍ଗ ରେ ୟାଅ। ଆନନ୍ଦ ରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତ ରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ବର ତୁମ୍ଭର କାର୍ୟ୍ଯ ଗ୍ରହଣ କରି ସାରିଲଣେି।
Psalm 119:60
ମୁଁ ତୁମ୍ଭର ଆଜ୍ଞାସବୁ ପାଳନ କରିବାରେ, ବିଳମ୍ବ କରି ନାହିଁ।
Psalm 119:32
ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତବେେଳେ ତୁମ୍ଭେ ମାରେ ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।
1 Kings 4:30
ପୂର୍ବ ଦେଶୀଯ ଓ ମିଶରୀଯ ଲୋକମାନଙ୍କ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ଥିଲା।
Judges 8:10
ସହେି ସମୟରେ ସବହେ ଓ ସଲ୍ମକ୍ସ୍ଟନ୍ନ କର୍କୋର ନଗର ରେ ଥିଲେ। ସମାନଙ୍କେ ସହିତ 15,000 ସୈନ୍ଯ ଥିଲେ। ଏହି ସୈନ୍ଯମାନେ, ଯେଉଁମାନେ ପୂର୍ବ ଦେଶୀଯ ଲୋକମାନଙ୍କର ସୈନ୍ଯବାହୀନି ରେ ରହିଥିଲେ। 1,20,000 ଜଣ ଶକ୍ତିଶାଳୀ ସୈନ୍ଯ ପୁରାପୁରି ମୃତକ୍ସ୍ଟ୍ଯବରଣ କରିଥିଲେ।
Judges 7:12
ମିଦିଯକୀଯ, ଅମାଲକେୀଯ ଓ ପୂର୍ବ ଦେଶୀଯ ଲୋକମାନେ ଯେଉଁମାନେ ସଠାେରେ ଛାଇଣୀ କରିଥିଲେ ବହକ୍ସ୍ଟ ସଂଖ୍ଯକ ହତେକ୍ସ୍ଟ ପଙ୍ଗପାଳର ଦଳପରି ଦଖାଗେଲେ। ସମାନଙ୍କେର ଏତଗେକ୍ସ୍ଟଡିକ ଓଟ ଥିଲେ ଯେ, ସଗେକ୍ସ୍ଟଡିକ ସମକ୍ସ୍ଟଦ୍ର କୂଳର ବାଲିକଣା ତକ୍ସ୍ଟଲ୍ଯ ଦଖାଗେଲେ।
Genesis 28:5
ଏହାପରେ ଇସ୍ହାକ ଯାକୁବକୁ ବିଦାଯ କରନ୍ତେ ସେ ପଦ୍ଦନ ଅରାମ ରେ ଲାବନକୁ ବଥୁଯଲରେ ପୁତ୍ର ଅରାମୀଯ ଅର୍ଥାତ୍ ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ୟାତ୍ରା କଲେ। ରିରିକା ଯାକୁବ ଏବଂ ଏଷୌର ମାତା ଥିଲେ।
Genesis 25:20
ଯେତବେେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେ ଚାଳିଶ ବର୍ଷ ଥିଲେ। ୟିଏକି ବଥୁଯଲରେ କନ୍ଯା, ଅରାମୀଯ ପଦ୍ଦନ-ଅରାମୀଯ ଏବଂ ଅରାମୀଯ ଲାବନର ଭୁଗିନୀ।
Genesis 24:10
ସହେି ଦାସ ଅବ୍ରହାମଙ୍କର ଦଶଟା ଓଟ ନଇେ ସହେି ସ୍ଥାନ ପିରତ୍ଯାଗ କଲା। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସହେି ଦାସ ନାହାରେ ଅରାମନହରଯିମର ନଗରକୁ ୟାତ୍ରା କଲା।
Genesis 22:20
ଏହିସବୁ ଘଟଣା ଘଟିୟିବା ପରେ , ଅବ୍ରହାମକୁ ଏକ ବାର୍ତ୍ତା ପଠାଗଲା। ବର୍ତ୍ତାଟି ଏହିପରି ଥିଲା, ତୁମ୍ଭର ଭାଇ ନା ହରେ ଏବଂ ତାଙ୍କର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି।