Genesis 41
9 ସେତବେେଳେ ମୂଖ୍ଯ ପାନପାତ୍ର ବାହକ ଫାରୋଙ୍କୁ ନିବଦନେ କଲା। ସେ କହିଲା, ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।
10 ଆପଣ ମାେ ପ୍ରତି କୋର୍ଧିତ ହାଇେ ଏବଂ ପ୍ରଧାନ ରୋଟୀବାଲା ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।
11 ଏହାପରେ ସହେି ରାତ୍ରି ରେ ଆମ୍ଭମାନେେ ପ୍ରେତ୍ୟକକ ଏକ ଏକ ସ୍ବପ୍ନ ଦେଖିଲୁ ଏବଂ ଦୁହିଁଙ୍କ ସ୍ବପ୍ନର ଅର୍ଥ ଥିଲା।
12 ସଠାେରେ ଜଣେ ଏବ୍ରୀଯ ଲୋକ ଯେ କି ଆମ୍ଭମାନଙ୍କ ସହିତ ବନ୍ଦୀଶାଳା ରେ ଥିଲେ। ସେ ହେଉଛନ୍ତି ରକ୍ଷକ ସୈନ୍ଯାଧିପତିର ଦାସ। ଆମ୍ଭେ ଆମ୍ଭମାନଙ୍କର ସ୍ବପ୍ନ ବିଷଯ ରେ ତାଙ୍କୁ କହିଲୁ। ଏବଂ ସେ ଆମ୍ଭକୁ ତାହା ସବୁ ବୁଝାଇ ଦେଲେ। ସେ ଆମ୍ଭ ଦୁଇଜଣଙ୍କର ସ୍ବପ୍ନର ଅର୍ଥ ବୁଝାଇ ଦେଲେ।
13 ସେ ଆମ୍ଭମାନଙ୍କୁ ଯାହା ସବୁ କହିଥିଲଲେ ତାହା ସତ୍ଯ ହେଲା। ସେ କହିଥିଲେ ମୁଁ ମୁକ୍ତ ହବେି ଏବଂ ମାରେ କର୍ମ ରେ ନିୟୁକ୍ତ ହବେି। ଏବଂ ସହେିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ଯ ମଲା।
9 Then spake the chief butler unto Pharaoh, saying, I do remember my faults this day:
10 Pharaoh was wroth with his servants, and put me in ward in the captain of the guard’s house, both me and the chief baker:
11 And we dreamed a dream in one night, I and he; we dreamed each man according to the interpretation of his dream.
12 And there was there with us a young man, an Hebrew, servant to the captain of the guard; and we told him, and he interpreted to us our dreams; to each man according to his dream he did interpret.
13 And it came to pass, as he interpreted to us, so it was; me he restored unto mine office, and him he hanged.
Genesis 41 in Tamil and English
9 ସେତବେେଳେ ମୂଖ୍ଯ ପାନପାତ୍ର ବାହକ ଫାରୋଙ୍କୁ ନିବଦନେ କଲା। ସେ କହିଲା, ମୁଁ ଆଜି ସ୍ମରଣ କରୁଛି ଏକ ଅପରାଧ ମୁଁ କରିଥିଲି।
Then spake the chief butler unto Pharaoh, saying, I do remember my faults this day:
10 ଆପଣ ମାେ ପ୍ରତି କୋର୍ଧିତ ହାଇେ ଏବଂ ପ୍ରଧାନ ରୋଟୀବାଲା ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।
Pharaoh was wroth with his servants, and put me in ward in the captain of the guard’s house, both me and the chief baker:
11 ଏହାପରେ ସହେି ରାତ୍ରି ରେ ଆମ୍ଭମାନେେ ପ୍ରେତ୍ୟକକ ଏକ ଏକ ସ୍ବପ୍ନ ଦେଖିଲୁ ଏବଂ ଦୁହିଁଙ୍କ ସ୍ବପ୍ନର ଅର୍ଥ ଥିଲା।
And we dreamed a dream in one night, I and he; we dreamed each man according to the interpretation of his dream.
12 ସଠାେରେ ଜଣେ ଏବ୍ରୀଯ ଲୋକ ଯେ କି ଆମ୍ଭମାନଙ୍କ ସହିତ ବନ୍ଦୀଶାଳା ରେ ଥିଲେ। ସେ ହେଉଛନ୍ତି ରକ୍ଷକ ସୈନ୍ଯାଧିପତିର ଦାସ। ଆମ୍ଭେ ଆମ୍ଭମାନଙ୍କର ସ୍ବପ୍ନ ବିଷଯ ରେ ତାଙ୍କୁ କହିଲୁ। ଏବଂ ସେ ଆମ୍ଭକୁ ତାହା ସବୁ ବୁଝାଇ ଦେଲେ। ସେ ଆମ୍ଭ ଦୁଇଜଣଙ୍କର ସ୍ବପ୍ନର ଅର୍ଥ ବୁଝାଇ ଦେଲେ।
And there was there with us a young man, an Hebrew, servant to the captain of the guard; and we told him, and he interpreted to us our dreams; to each man according to his dream he did interpret.
13 ସେ ଆମ୍ଭମାନଙ୍କୁ ଯାହା ସବୁ କହିଥିଲଲେ ତାହା ସତ୍ଯ ହେଲା। ସେ କହିଥିଲେ ମୁଁ ମୁକ୍ତ ହବେି ଏବଂ ମାରେ କର୍ମ ରେ ନିୟୁକ୍ତ ହବେି। ଏବଂ ସହେିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ଯ ମଲା।
And it came to pass, as he interpreted to us, so it was; me he restored unto mine office, and him he hanged.