Genesis 9:6 in Oriya

Oriya Oriya Bible Genesis Genesis 9 Genesis 9:6

Genesis 9:6
ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।

Genesis 9:5Genesis 9Genesis 9:7

Genesis 9:6 in Other Translations

King James Version (KJV)
Whoso sheddeth man's blood, by man shall his blood be shed: for in the image of God made he man.

American Standard Version (ASV)
Whoso sheddeth man's blood, by man shall his blood be shed: For in the image of God made he man.

Bible in Basic English (BBE)
Whoever takes a man's life, by man will his life be taken; because God made man in his image.

Darby English Bible (DBY)
Whoso sheddeth Man's blood, by Man shall his blood be shed; for in the image of God he hath made Man.

Webster's Bible (WBT)
Whoever sheddeth man's blood, by man shall his blood be shed: for in the image of God made he man.

World English Bible (WEB)
Whoever sheds man's blood, by man will his blood be shed, for in the image of God made he man.

Young's Literal Translation (YLT)
whoso sheddeth man's blood, by man is his blood shed: for in the image of God hath He made man.

Whoso
sheddeth
שֹׁפֵךְ֙šōpēkshoh-fake
man's
דַּ֣םdamdahm
blood,
הָֽאָדָ֔םhāʾādāmha-ah-DAHM
man
by
בָּֽאָדָ֖םbāʾādāmba-ah-DAHM
shall
his
blood
דָּמ֣וֹdāmôda-MOH
shed:
be
יִשָּׁפֵ֑ךְyiššāpēkyee-sha-FAKE
for
כִּ֚יkee
in
the
image
בְּצֶ֣לֶםbĕṣelembeh-TSEH-lem
God
of
אֱלֹהִ֔יםʾĕlōhîmay-loh-HEEM
made
עָשָׂ֖הʿāśâah-SA
he

אֶתʾetet
man.
הָֽאָדָֽם׃hāʾādāmHA-ah-DAHM

Cross Reference

Leviticus 24:17
ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ।

Revelation 13:10
ଯେଉଁ ବ୍ଯକ୍ତିର ବନ୍ଦୀ ହବୋର ଅଛି, ତବେେ ସେ ବନ୍ଦୀ ହବେ। ଯେଉଁ ବ୍ଯକ୍ତିର ମୃତ୍ଯୁ ଖଣ୍ଡା ଦ୍ବାରା ହବୋର ଅଛି, ତବେେ ସେ ଲୋକ ଖଣ୍ଡା ରେ ମୃତ୍ଯୁବରଣ କରିବ। ଏହି ସମୟରେ, ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ର୍ଧୈୟ୍ଯ ଓ ବିଶ୍ବାସ ରହିବା ଉଚିତ।

Matthew 26:52
ଯୀଶୁ ସହେି ଲୋକକୁ କହିଲେ, ତୁମ୍ଭ ଖଣ୍ଡାକୁ ଖୋଳ ଭିତ ରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ଯବହାର କରନ୍ତି. ସମାନଙ୍କେୁ ଖଣ୍ଡା ଦ୍ବାରା ହତ୍ଯା କରା ଯାଇଥାଏ।

Exodus 21:12
ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଆଘାତ କରେ ଓ ହତ୍ଯାକରେ, ତବେେ ଆଘାତ କରିଥିବା ବ୍ଯକ୍ତିକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।

Genesis 1:26
ଏହାପରେ ପରମେଶ୍ବର କହିଲେ, ଆମ୍ଭମାନେେ ଆପଣା ପ୍ରତିମୂର୍ତ୍ତୀ ରେ ଓ ଆପଣା ସାଦୃଶ୍ଯ ରେ ମନୁଷ୍ଯର ନିର୍ମାଣ କରୁ। ସମାନେେ ଜଳଚ଼ର ମତ୍ସ୍ଯଗଣ ଓ ଆକାଶର ପକ୍ଷୀଗଣ, ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କତ୍ତୁର୍ତ୍ବ କରିବେ। ଏବଂ ପ୍ରେତ୍ୟକକ ଭୂଚ଼ର ପ୍ରାଣୀ ପୃଥିବୀ ଉପରେ ଗମନ କରୁଥିଲା।

James 3:9
ଏହି ଜିହ୍ବା ଦ୍ବାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତାପରେ ପରମେଶ୍ବର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ଯ ରେ ତିଆରି କରିଛନ୍ତି, ସହେି ଲୋକମାନଙ୍କୁ ଅଭିଶାପ ଦେଉ।

Numbers 35:33
ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ଯାକାରୀର ମୃତ୍ଯୁ ବ୍ଯତୀତ କୌଣସି ପ୍ରକାର ପ୍ରାପ୍ଯ ଦେଶର ପାପକୁ ଧୋଇ ପାରିବ ନାହିଁ।

Genesis 5:1
ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।

Romans 13:4
ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।

Psalm 51:4
ହେ ପରମେଶ୍ବର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି ଓ ତୁମ୍ଭେ ନିଜେ ମୁଁ ତାହାହିଁ କରିଛି ୟାହା ତୁମ୍ଭ ଦୃଷ୍ଟିରେ ଭୁଲ୍। ତୁମ୍ଭେ ଠିକ୍ କୁହ, ଯେତବେେଳେ ମାରେ ବିଚାର ଓ ନ୍ଯାଯ ସେତବେେଳେ ମାେତେ ଦୋଷୀ ବୋଲି କୁହ।

1 Kings 2:28
ଯୋୟାବ ଯେତବେେଳେ ଏହା ଶୁଣିଲା, ସେ ଭୟଭୀତ ହାଇେ ପଡିଲା। କାରଣ ସେ ଅବଶା ଲୋମର ଅନୁଗାମୀ ନ ହାଇେ ଅଦୋନିଯର ଅନୁଗାମୀ ହାଇେଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା।

1 Kings 2:5
ଦାଉଦ ପୁଣି କହିଲେ, ସରୁଯାର ପୁତ୍ର ଯୋୟାବ ମାେ ବିରୁଦ୍ଧ ରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇଶ୍ରାୟେଲର ଦୁଇ ସନୋପତିଙ୍କୁ ହତ୍ଯା କରିଛି, ନରର ପୁତ୍ର ଅବନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଇର୍ଷାନ୍ବିତ ହାଇେ ହତ୍ଯା କଲା। ସହେି ରକ୍ତ ରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମାରେ ଦଣ୍ତ ଦବୋର ଉଚିତ୍ ଥିଲା।

Numbers 35:25
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସହେି ନରହତ୍ଯାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ୟାଇଥିଲା ସହେି ଆଶ୍ରଯ ନଗର ରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦବେେ; ଆଉ ଯେଉଁ ପର୍ୟ୍ଯନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାୟାଜକର ମୃତ୍ଯୁ ନହୁଏ, ସେ ପର୍ୟ୍ଯନ୍ତ ସେ ସହେି ସ୍ଥାନ ରେ ବାସ କରିବ।

Leviticus 17:4
ସହେି ଲୋକ ସହେି ପ୍ରାଣୀକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ ଓ ସହେି ପ୍ରାଣୀର ଏକ ଅଂଶ ଉପହାର ସ୍ବରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ। ସେ ଯଦି ତାହା ନକରେ ତବେେ ରକ୍ତପାତର ଅପରାଧ ରେ ଅପରାଧୀ ହବେ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

Exodus 22:2
ଯଦି ଏକ ଚୋର ଚୋରି କରିବା ସମୟରେ ରାତ୍ରି ରେ ମରିୟାଏ, ତବେେ ତା'ର ମୃତ୍ଯୁ ପାଇଁ କହେି ଦାଯୀ ହବେେ ନାହିଁ।

Genesis 4:14
ଆଜି ତୁମ୍ଭେ ମାେତେ ଭୂମିରୁ ତଡ଼ି ଦଲେ, ତହିଁରେ ମୁଁ ତୁମ୍ଭଠାରୁ ଲୁକାଯିତ ହବେି। ମୁଁ ଏକ ପଳାତକ ଓ ପୃଥିବୀ ରେ ଭ୍ରମଣକାରୀ ହବେି। ଏପରି ହବେ ଯେ କୌଣସି ଲୋକ ମାେତେ ପାଇଲେ ବଧ କରିବ।