Acts 2:24 କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।
Acts 2:24 in Other Translations
King James Version (KJV) Whom God hath raised up, having loosed the pains of death: because it was not possible that he should be holden of it.
American Standard Version (ASV) whom God raised up, having loosed the pangs of death: because it was not possible that he should be holden of it.
Bible in Basic English (BBE) But God gave him back to life, having made him free from the pains of death because it was not possible for him to be overcome by it.
Darby English Bible (DBY) Whom God has raised up, having loosed the pains of death, inasmuch as it was not possible that he should be held by its power;
World English Bible (WEB) whom God raised up, having freed him from the agony of death, because it was not possible that he should be held by it.
Young's Literal Translation (YLT) whom God did raise up, having loosed the pains of the death, because it was not possible for him to be held by it,
Whom
ὃν
hos
ose
ὁ
ho
oh
God
θεὸς
theos
thay-OSE
hath raised up,
ἀνέστησεν
anistēmi
ah-NEE-stay-mee
having loosed
λύσας
lyō
LYOO-oh
the
τὰς
ho
oh
pains
ὠδῖνας
ōdin
oh-THEEN
τοῦ
ho
oh
of death:
θανάτου
thanatos
THA-na-tose
because
καθότι
kathoti
ka-THOH-tee
not
οὐκ
ou
oo
it was
ἦν
ēn
ane
possible
δυνατὸν
dynatos
thyoo-na-TOSE
that should be holden
κρατεῖσθαι
krateō
kra-TAY-oh
he
αὐτὸν
autos
af-TOSE
of
ὑπ'
hypo
yoo-POH
it.
αὐτοῦ·
autos
af-TOSE
Read Full Chapter :
Acts 2
Cross Reference
ପିତରଙ୍କ ପ୍ରଥମ ପତ୍ 1:21
ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ବିଶ୍ବାସ କର। ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ। ତା'ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ବାସ ଓ ଭରସା ପରମେଶ୍ବରଙ୍କ ଠା ରେ ଅଛି।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:20
ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:12
ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:20
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:14
କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ପୁନରୁତ୍ଥିତ କଲେ, ସେ ଆମ୍ଭକୁ ମଧ୍ଯ ଯୀଶୁଙ୍କ ସହ ପୁନରୁତ୍ଥିତ କରିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:14
ପରମେଶ୍ବର କବଳେ ପ୍ରଭୁଙ୍କୁ ମୃତ୍ଯୁରୁ ପୂର୍ନରୁଥିତ କରି ନାହାଁନ୍ତି, ବରଂ ନିଜର ଶକ୍ତି ଦ୍ବାରା ସେ ଆମ୍ଭମାନଙ୍କୁ ମଧ୍ଯ ମୃତ୍ଯୁରୁ ପୂର୍ନରୁଥିତ କରିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2:32
ଏହି ଯୀଶୁଙ୍କୁ ଇଶ୍ବର ଯେ ମୃତ୍ଯୁରୁ ଉଠାଇଛନ୍ତି, ଆମ୍ଭମାନେେ ସେଥି ରେ ନିଜେ ସାକ୍ଷୀ ଅଟୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:15
ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:30
କିନ୍ତୁ ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କଲେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:10
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:1
ପ୍ ରରେିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ ରରେିତ ହବୋ ପାଇଁ ମନୁଷ୍ଯ ଦ୍ବାରା ବଛା ଯାଇ ନାହିଁ କି ମନୁଷ୍ଯ ଦ୍ବାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁଖ୍ରୀଷ୍ଟ ଓ ପରମପିତା ପରମେଶ୍ବରଙ୍କ ଦ୍ବାରା ପ୍ ରରେିତ ଭାବେ ନିୟୁକ୍ତି ପାଇଛି। ସହେି ପରମପିତା ହିଁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କରିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:11
ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁରୁ ପର୍ନଜୀବିତ କରିଛନ୍ତି।ଓ ଯଦି ପରମେଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ଯ ସେ ତାହାଙ୍କର ଆତ୍ମାଙ୍କ ଦ୍ବରା ଜୀବନ ପ୍ରଦାନ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:4
ଅତଏବ ଆମ୍ଭେ ଯେତବେେଳେ ବାପ୍ତିଜିତ ହେଲୁ, ଆମ୍ଭେ ଯୀଶୁଖ୍ରୀଷ୍ଟଙ୍କ ଭିତ ରେ ସମାଧି ପ୍ରପ୍ତ ହାଇଗେଲୁ ଓ ତାହାଙ୍କ ମୃତ୍ଯୁର ଭାଗୀଦାର ହେଲୁ। ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହବୋ ଦ୍ବାରା ଆମ୍ଭେ ପୁନରୁତ୍ଥିତ ହାଇେ ନୂତନ ଜୀବନ ଯାପନ କରିବା। ପରମପିତାଙ୍କର ଆଶ୍ଚର୍ୟ୍ଯ ଶକ୍ତି ଦ୍ବାରା ଯେପରି ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସହେିଭଳି ଏହା ଘଟିଲା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:24
ଏହି ବାକ୍ଯଗୁଡ଼ିକ ଆମ୍ଭ ପାଇଁ ମଧ୍ଯ ଲଖାେ ଯାଇଥିଲା। ଆମ୍ଭେ ବିଶ୍ବାସ କରୁଥିବା ୟୋଗୁ ପରମେଶ୍ବର ଆମ୍ଭକୁ ମଧ୍ଯ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ବାସ କରୁ ୟିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:31
ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।
ଯୋହନଲିଖିତ ସୁସମାଚାର 10:18
ମାେ'ଠାରୁ କହେି ମାେ ଜୀବନ ନଇେ ପାରିବ ନାହିଁ। ମୁଁ ସ୍ବେଚ୍ଛା ରେ ମାେ ଜୀବନ ଦିଏ। ମାରଜେୀବନ ଦବୋର ଅଧିକାର ଅଛି। ଏବଂ ମାରେ ପୁନର୍ବାର ଜୀବନ ଫରେି ପାଇବାର ମଧ୍ଯ ଅଧିକାର ରହିଛି। ଏହି କଥା ମାେତେ ପରମପିତା କହିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:26
ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:9
ଯଦି ତୁମ୍ଭେ ନିଜ ମୁହଁ ରେ କୁହ, ଯୀଶୁ ପ୍ରଭୁ ଅଟନ୍ତି, ଓ ତୁମ୍ଭର ମନ ବିଶ୍ବାସ କରେ ଯେ, ପରମେଶ୍ବର ଯୀଶୁଙ୍କୁ ମୃତ୍ଯୁର ଉଠାଇ ଆଣି ଥିଲେ; ତବେେ ତୁମ୍ଭେ ଉଦ୍ଧାର ପାଇୟିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:9
ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:14
ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।
ଯିଶାଇୟ 53:10
ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।
ଯିଶାଇୟ 26:19
ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'
ଯିଶାଇୟ 25:8
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
ଗୀତସଂହିତା 116:16
ମୁଁ ତୁମ୍ଭର ଦାସ। ମୁଁ ତୁମ୍ଭର ଜଣେ ଦାସୀର ସନ୍ତାନ ଅଟେ। ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁର ଶିଙ୍କୁଳିରୁ ମୁକ୍ତ କର।
ଗୀତସଂହିତା 116:3
ମୃତ୍ଯୁର ରଜ୍ଜୁ ଚତୁଃପାଶର୍ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:33
ପରମେଶ୍ବର ସହେି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୁର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତା ରେ ଲଖାେଅଛି:
ରେରିତମାନଙ୍କ କାର୍ଯ୍ୟର ବିବରଣ 10:40
କିନ୍ତୁ ତାହାଙ୍କ ମୃତ୍ଯୁର ତିନିଦିନ ପରେ ପରମେଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ଯରୁ ପୁନର୍ଜିବୀତ କରି ଉଠାଇଲେ ଓ ଲୋକଙ୍କ ନିକଟରେ ତାହାଙ୍କୁ ଦଖାଇେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:10
ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 1:16
ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।
ଯୋହନଲିଖିତ ସୁସମାଚାର 20:9
ଧର୍ମଶାସ୍ତ୍ର ଅନୁସାରେ 'ଯୀଶୁ ମୃତ୍ଯୁରୁ ଅବଶ୍ଯ ପୁନର୍ଜୀବିତ ହବେେ', ଏହାର ଅର୍ଥ ସହେି ଶିଷ୍ଯମାନେ ଏପର୍ୟ୍ଯନ୍ତ ବୁଝି ପାରି ନଥିଲେ।
ଯୋହନଲିଖିତ ସୁସମାଚାର 12:39
ସମାନେେ ବିଶ୍ବାସ କରି ପାରି ନଥିଲେ, କାରଣ ୟିଶାଇୟ ଆହୁରି ମଧ୍ଯ କହିଥିଲେ:
ଯୋହନଲିଖିତ ସୁସମାଚାର 10:35
ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।
ଯୋହନଲିଖିତ ସୁସମାଚାର 2:19
ଯୀଶୁ ଉତ୍ତର ଦେଲେ, ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧିଅରେ ପୁନର୍ବାର ନିର୍ମାଣ କରି ଦବେି।
ଲୂକଲିଖିତ ସୁସମାଚାର 24:1
ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।
ମାଥିଉଲିଖିତ ସୁସମାଚାର 27:63
ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'
ରେରିତମାନଙ୍କ କାର୍ଯ୍ୟର ବିବରଣ 13:37
କିନ୍ତୁ ପରମେଶ୍ବର ଯାହାଙ୍କୁ ମୃତ୍ଯୁରୁ ଉେଠଇଲେ ସେ କ୍ଷୟପ୍ରାପ୍ତ ହାଇେ ନଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:34
କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:12
ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ଉତ୍ଥିତ ହାଇେଥିଲେ, ଏହା ପ୍ରଚାରିତ ହାଇେଛି, ତା' ହେଲେ ତୁମ୍ଭମାନଙ୍କ ମଧ୍ଯରୁ କେତଜେଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ଯୁରୁ ଉତ୍ଥିତ ହାଇପୋରିବେ ନାହିଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:15
ଆମ୍ଭେ ମଧ୍ଯ ପରମେଶ୍ବରଙ୍କ ବିଷୟ ରେ ମିଛ କହିଥିବା ଅପରାଧ ରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ବରଙ୍କ ବିଷୟ ରେ ପ୍ରଚାର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ଯଦି ମୃତମାନେ ଉଥିତ ନ ହୁଅନ୍ତି, ତା' ହେଲେ ପରମେଶ୍ବର ମଧ୍ଯ ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଠାଇ ନାହାଁନ୍ତି।
ହୋଶେୟ 13:14
ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।