John 15:19 ତୁମ୍ଭମାନେେ ଯଦି ଏ ଜଗତର ହାଇେଥାଆନ୍ତ, ତବେେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥାଆନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।
John 15:19 in Other Translations
King James Version (KJV) If ye were of the world, the world would love his own: but because ye are not of the world, but I have chosen you out of the world, therefore the world hateth you.
American Standard Version (ASV) If ye were of the world, the world would love its own: but because ye are not of the world, but I chose you out of the world, therefore the world hateth you.
Bible in Basic English (BBE) If you were of the world, you would be loved by the world: but because you are not of the world, but I have taken you out of the world, you are hated by the world.
Darby English Bible (DBY) If ye were of the world, the world would love its own; but because ye are not of the world, but I have chosen you out of the world, on account of this the world hates you.
World English Bible (WEB) If you were of the world, the world would love its own. But because you are not of the world, since I chose you out of the world, therefore the world hates you.
Young's Literal Translation (YLT) if of the world ye were, the world its own would have been loving, and because of the world ye are not -- but I chose out of the world -- because of this the world hateth you.
If
εἰ
ei
ee
of
ἐκ
ek
ake
the
τοῦ
ho
oh
world,
κόσμου
kosmos
KOH-smose
ye were
ἦτε
ēn
ane
the
ὁ
ho
oh
world would
κόσμος
kosmos
KOH-smose
his
ἂν
an
an
τὸ
ho
oh
own:
ἴδιον
idios
EE-thee-ose
love
ἐφίλει·
phileō
feel-A-oh
because
ὅτι
hoti
OH-tee
but
δὲ
de
thay
of
ἐκ
ek
ake
the
τοῦ
ho
oh
world,
κόσμου
kosmos
KOH-smose
not
οὐκ
ou
oo
ye are
ἐστέ
este
ay-STAY
but
ἀλλ'
alla
al-LA
I
ἐγὼ
egō
ay-GOH
have chosen
ἐξελεξάμην
eklegomai
ake-LAY-goh-may
you
ὑμᾶς
hymas
yoo-MAHS
out of
ἐκ
ek
ake
the
τοῦ
ho
oh
world,
κόσμου
kosmos
KOH-smose
therefore
διὰ
dia
thee-AH
τοῦτο
touto
TOO-toh
hateth
μισεῖ
miseō
mee-SAY-oh
you.
ὑμᾶς
hymas
yoo-MAHS
the
ὁ
ho
oh
world
κόσμος
kosmos
KOH-smose
Read Full Chapter :
John 15
Cross Reference
ଯୋହନଲିଖିତ ସୁସମାଚାର 15:16
ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।
ଯୋହନଙ୍କ ପ୍ରଥମ ପତ୍ର 4:4
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
ଯୋହନଲିଖିତ ସୁସମାଚାର 17:14
ମୁଁ ସମାନଙ୍କେୁ ତୁମ୍ଭର ଉପଦେଶ ଦଇେଅଛି। ଆଉ ଏହି ଜଗତର ଲୋକମାନେ ସମାନଙ୍କେୁ ଘୃଣା କରନ୍ତି। କାରଣ ସମାନେେ ଜଗତର ନୁହଁନ୍ତି ଓ ଯେପରି ମୁଁ ମଧ୍ଯ ଏହି ଜଗତରୁ ଉତ୍ପନ୍ନ ନୁହେଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।
ପିତରଙ୍କ ପ୍ରଥମ ପତ୍ 2:9
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
ପିତରଙ୍କ ପ୍ରଥମ ପତ୍ 4:3
ଅତୀତ ରେ ଅବିଶ୍ବାସୀ ଲୋକଙ୍କ କଥା ରେ କାମ କରି ତୁମ୍ଭେ ଅନକେ ସମୟ ନଷ୍ଟ କରିସାରିଛ। ତୁମ୍ଭେ ୟୌନପାପ କରୁଥିଲ। ନିଜ ଇଚ୍ଛାନୁସା ରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ବଂସର କାର୍ୟ୍ଯ କରୁଥିଲ, ମଦ୍ଯପାନ ଦଳ ରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।
ଯୋହନଙ୍କ ପ୍ରଥମ ପତ୍ର 5:19
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:7
ଏକ ହଜାର ବର୍ଷ ଶଷେ ହବୋପରେ ଶୟତାନକୁ ତା'ର ଗଭୀରତମ ଗହ୍ବରର ବନ୍ଦୀଶାଳାରୁ ମୁକ୍ତି ମିଳିବ।
ଯୋହନଙ୍କ ପ୍ରଥମ ପତ୍ର 3:12
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।
ଲୂକଲିଖିତ ସୁସମାଚାର 6:32
ଯେଉଁମାନେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି, ତୁମ୍ଭମାନେେ ଯଦି କବଳେ ସହେି ଲୋକମାନଙ୍କୁ ପ୍ ରମେ କରୁଛ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମାଧ୍ଯ ସହେିମାନଙ୍କୁ ପ୍ ରମେ କରନ୍ତି, ଯେଉଁମାନେ ସମାନଙ୍କେୁ ପ୍ ରମେ କରନ୍ତି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:2
ଅତୀତ ରେ ତୁମ୍ଭେ ସହେି ପାପ କାର୍ୟ୍ଯ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀ ରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସହେି ମନ୍ଦ ଶକ୍ତି ଏବେ ମଧ୍ଯ ପରମେଶ୍ବରଙ୍କୁ ଅମାନ୍ଯ କରୁଥିବା ଲୋକଙ୍କ ଭିତ ରେ କାମ କରୁଛି।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:9
ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। ( ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:17
ତେଣୁ ସାପ ସହେି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା'ର ଅନ୍ୟ ପିଲାମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ବରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦିଅନ୍ତି ସହେିମାନେ ତାହାଙ୍କର ସନ୍ତାନ। [18] ସହେି ବିଶାଳ ସାପ ଯାଇ ସମୁଦ୍ର କୂଳ ରେ ଠିଆ ହେଲା।