John 5:6 in Oriya

Oriya Oriya Bible John John 5 John 5:6

John 5:6
ଯୀଶୁ ସହେି ଲୋକକୁ ସଠାେରେ ପଡି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗ ରେ ପଡିଛି। ତେଣୁ ଯୀଶୁ ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହବୋକୁ ଚାହଁ?

John 5:5John 5John 5:7

John 5:6 in Other Translations

King James Version (KJV)
When Jesus saw him lie, and knew that he had been now a long time in that case, he saith unto him, Wilt thou be made whole?

American Standard Version (ASV)
When Jesus saw him lying, and knew that he had been now a long time `in that case', he saith unto him, Wouldest thou be made whole?

Bible in Basic English (BBE)
When Jesus saw him there on the floor it was clear to him that he had been now a long time in that condition, and so he said to the man, Is it your desire to get well?

Darby English Bible (DBY)
Jesus seeing this [man] lying [there], and knowing that he was [in that state] now a great length of time, says to him, Wouldest thou become well?

World English Bible (WEB)
When Jesus saw him lying there, and knew that he had been sick for a long time, he asked him, "Do you want to be made well?"

Young's Literal Translation (YLT)
him Jesus having seen lying, and having known that he is already a long time, he saith to him, `Dost thou wish to become whole?'

in
that
τοῦτονtoutonTOO-tone
case,
ἰδὼνidōnee-THONE
him
hooh
When
Ἰησοῦςiēsousee-ay-SOOS
saw
κατακείμενονkatakeimenonka-ta-KEE-may-none

καὶkaikay
Jesus
γνοὺςgnousgnoos
lie,
ὅτιhotiOH-tee
and
knew
that
πολὺνpolynpoh-LYOON
long
ἤδηēdēA-thay
a
now
χρόνονchrononHROH-none
time
ἔχειecheiA-hee
been
had
he
he
saith
λέγειlegeiLAY-gee
him,
unto
αὐτῷautōaf-TOH
Wilt
thou
ΘέλειςtheleisTHAY-lees
whole?
be
ὑγιὴςhygiēsyoo-gee-ASE
made
γενέσθαιgenesthaigay-NAY-sthay

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 4:13
ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:15
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।

ଗୀତସଂହିତା 142:3
ଆଶା ଛାଡ଼ିଦବୋ ପାଇଁ ମୁଁ ପ୍ରସ୍ତୁତ ଅଟେ। କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି, ମାରେ ଶତ୍ରୁଗଣ ମାେ ପାଇଁ ଫାନ୍ଦ ବସାଇଅଛନ୍ତି।

ଯିଶାଇୟ 65:1
ସଦାପ୍ରଭୁ କହିଲେ, ଯେଉଁମାନେ ଆମ୍ଭ ବିଷଯ ରେ ପଚାରିଲେ ନାହିଁ, ସମାନଙ୍କେ ଦ୍ବାରା ଆମ୍ଭେ ଅନ୍ବଷେିତ ହେଲୁ, ଯେଉଁମାନେ ଆମ୍ଭକୁ ଖାଜେିଲେ ନାହିଁ, ଆମ୍ଭେ ସମାନଙ୍କେୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀଯମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସମାନଙ୍କେୁ 'ଆମ୍ଭକୁ ଦେଖ, ଆମ୍ଭକୁ ଦେଖ' ବୋଲି କହିଲୁ।

ଯିରିମିୟ 13:27
ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ ?

ଲୂକଲିଖିତ ସୁସମାଚାର 18:41
ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?

ଯୋହନଲିଖିତ ସୁସମାଚାର 21:17
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?