Habakkuk 1:17
ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ସେ କ'ଣ ରାଜ୍ଯକୁ ଦୟା ନ ଦଖାଇେ ଧ୍ବଂସ ସାଧନ କରି ଗ୍ଭଲିଥିବ?
Habakkuk 1:17 in Other Translations
King James Version (KJV)
Shall they therefore empty their net, and not spare continually to slay the nations?
American Standard Version (ASV)
Shall he therefore empty his net, and spare not to slay the nations continually?
Bible in Basic English (BBE)
For this cause his net is ever open, and there is no end to his destruction of the nations.
Darby English Bible (DBY)
Shall he therefore empty his net, and not spare to slay the nations continually?
World English Bible (WEB)
Will he therefore continually empty his net, and kill the nations without mercy?
Young's Literal Translation (YLT)
Doth he therefore empty his net, And continually to slay nations spare not?
| Shall they therefore | הַ֥עַל | haʿal | HA-al |
| כֵּ֖ן | kēn | kane | |
| empty | יָרִ֣יק | yārîq | ya-REEK |
| their net, | חֶרְמ֑וֹ | ḥermô | her-MOH |
| not and | וְתָמִ֛יד | wĕtāmîd | veh-ta-MEED |
| spare | לַהֲרֹ֥ג | lahărōg | la-huh-ROɡE |
| continually | גּוֹיִ֖ם | gôyim | ɡoh-YEEM |
| to slay | לֹ֥א | lōʾ | loh |
| the nations? | יַחְמֽוֹל׃ | yaḥmôl | yahk-MOLE |
Cross Reference
Isaiah 14:6
ବାବିଲର ରାଜା କୋର୍ଧ ରେ ଲୋକମାନଙ୍କୁ ପ୍ରହାର କରୁଥିଲେ ଓ ସେଥିରୁ କବେେ ନିବୃତ୍ତ ହେଉ ନ ଥିଲେ। ଲୋକମାନଙ୍କୁ ଆଘାତ କରିବାରୁ ସେ ଦୁରାଚାରୀ ଶାସକ ଦୂ ରଇେ ଯାଉ ନ ଥିଲେ।
Habakkuk 2:5
ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
Habakkuk 1:9
ସମାନେେ କବଳେ ୟୁଦ୍ଧ କରିବାକୁ ଗ୍ଭହାଁନ୍ତି। ସମାନଙ୍କେର ସୈନ୍ଯମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।
Ezekiel 25:1
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Jeremiah 52:1
ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।
Jeremiah 46:1
ବିଭିନ୍ନ ଗୋଷ୍ଠୀଗଣ ବିଷଯ ରେ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Jeremiah 25:9
ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
Isaiah 19:8
ଯେଉଁ କବୈର୍ତ୍ତମାନେ ବନଶୀ ସାହାୟ୍ଯ ରେ ନୀଳନଦୀରୁ ମାଛ ଧରୁଥିଲେ, ସମାନେେ ଦୁଃଖିତ ହବେେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣି ରେ ଜାଲ ପକାଉଥିଲେ ହତାଶ ହବେ। ସମାନଙ୍କେର ଜୀବିକା ପାଇଁ ନୀଳନଦୀ ଉପ ରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିୟିବ।
Isaiah 14:16
ଲୋକମାନେ ତୁମ୍ଭକୁ ଚାହିଁବେ ଓ ତୁମ୍ଭ ବିଷଯ ରେ ଚିନ୍ତା କରିବେ। ସମାନେେ ଦେଖିବେ ତୁମ୍ଭମାନେେ ମୃତ ସଦୃଶ ପଡ଼ି ରହୁଛ। ଏବଂ କହିବେ, ଏହା କ'ଣ ? ସମାନେେ ସହେି ଲୋକ ଯେ କି ପୃଥିବୀର ସମସ୍ତ ରାଜ୍ଯର ଦୁଃଖର କାରଣ ହାଇେଥିଲେ।
Habakkuk 2:17
ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।