Hebrews 10
1 ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
2 ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।
3 ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।
4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।
5 ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :
6 ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।
7 ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8
8 ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ। ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।
9 ତା'ପରେ ସେ କହିଲେ ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି। ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।
10 ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
11 ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।
12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।
13 ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।
14 ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।
15 ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :
16 ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33
17 ଏହା ମଧ୍ଯ କୁହନ୍ତି :
18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।
1 For the law having a shadow of good things to come, and not the very image of the things, can never with those sacrifices which they offered year by year continually make the comers thereunto perfect.
2 For then would they not have ceased to be offered? because that the worshippers once purged should have had no more conscience of sins.
3 But in those sacrifices there is a remembrance again made of sins every year.
4 For it is not possible that the blood of bulls and of goats should take away sins.
5 Wherefore when he cometh into the world, he saith, Sacrifice and offering thou wouldest not, but a body hast thou prepared me:
6 In burnt offerings and sacrifices for sin thou hast had no pleasure.
7 Then said I, Lo, I come (in the volume of the book it is written of me,) to do thy will, O God.
8 Above when he said, Sacrifice and offering and burnt offerings and offering for sin thou wouldest not, neither hadst pleasure therein; which are offered by the law;
9 Then said he, Lo, I come to do thy will, O God. He taketh away the first, that he may establish the second.
10 By the which will we are sanctified through the offering of the body of Jesus Christ once for all.
11 And every priest standeth daily ministering and offering oftentimes the same sacrifices, which can never take away sins:
12 But this man, after he had offered one sacrifice for sins for ever, sat down on the right hand of God;
13 From henceforth expecting till his enemies be made his footstool.
14 For by one offering he hath perfected for ever them that are sanctified.
15 Whereof the Holy Ghost also is a witness to us: for after that he had said before,
16 This is the covenant that I will make with them after those days, saith the Lord, I will put my laws into their hearts, and in their minds will I write them;
17 And their sins and iniquities will I remember no more.
18 Now where remission of these is, there is no more offering for sin.
Hebrews 10 in Tamil and English
1 ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
For the law having a shadow of good things to come, and not the very image of the things, can never with those sacrifices which they offered year by year continually make the comers thereunto perfect.
2 ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।
For then would they not have ceased to be offered? because that the worshippers once purged should have had no more conscience of sins.
3 ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।
But in those sacrifices there is a remembrance again made of sins every year.
4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।
For it is not possible that the blood of bulls and of goats should take away sins.
5 ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :
Wherefore when he cometh into the world, he saith, Sacrifice and offering thou wouldest not, but a body hast thou prepared me:
6 ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।
In burnt offerings and sacrifices for sin thou hast had no pleasure.
7 ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8
Then said I, Lo, I come (in the volume of the book it is written of me,) to do thy will, O God.
8 ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ। ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।
Above when he said, Sacrifice and offering and burnt offerings and offering for sin thou wouldest not, neither hadst pleasure therein; which are offered by the law;
9 ତା'ପରେ ସେ କହିଲେ ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି। ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।
Then said he, Lo, I come to do thy will, O God. He taketh away the first, that he may establish the second.
10 ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
By the which will we are sanctified through the offering of the body of Jesus Christ once for all.
11 ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।
And every priest standeth daily ministering and offering oftentimes the same sacrifices, which can never take away sins:
12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।
But this man, after he had offered one sacrifice for sins for ever, sat down on the right hand of God;
13 ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।
From henceforth expecting till his enemies be made his footstool.
14 ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।
For by one offering he hath perfected for ever them that are sanctified.
15 ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :
Whereof the Holy Ghost also is a witness to us: for after that he had said before,
16 ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33
This is the covenant that I will make with them after those days, saith the Lord, I will put my laws into their hearts, and in their minds will I write them;
17 ଏହା ମଧ୍ଯ କୁହନ୍ତି :
And their sins and iniquities will I remember no more.
18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।
Now where remission of these is, there is no more offering for sin.