Hebrews 10

fullscreen32 ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।

fullscreen33 ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।

fullscreen34 ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

fullscreen35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।

fullscreen36 ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

fullscreen37 ଆଜି ଅଳ୍ପ ସମୟରେ,

fullscreen38 ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4

32 But call to remembrance the former days, in which, after ye were illuminated, ye endured a great fight of afflictions;

33 Partly, whilst ye were made a gazingstock both by reproaches and afflictions; and partly, whilst ye became companions of them that were so used.

34 For ye had compassion of me in my bonds, and took joyfully the spoiling of your goods, knowing in yourselves that ye have in heaven a better and an enduring substance.

35 Cast not away therefore your confidence, which hath great recompence of reward.

36 For ye have need of patience, that, after ye have done the will of God, ye might receive the promise.

37 For yet a little while, and he that shall come will come, and will not tarry.

38 Now the just shall live by faith: but if any man draw back, my soul shall have no pleasure in him.

Hebrews 10 in Tamil and English

32 ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।
But call to remembrance the former days, in which, after ye were illuminated, ye endured a great fight of afflictions;

33 ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।
Partly, whilst ye were made a gazingstock both by reproaches and afflictions; and partly, whilst ye became companions of them that were so used.

34 ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
For ye had compassion of me in my bonds, and took joyfully the spoiling of your goods, knowing in yourselves that ye have in heaven a better and an enduring substance.

35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।
Cast not away therefore your confidence, which hath great recompence of reward.

36 ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
For ye have need of patience, that, after ye have done the will of God, ye might receive the promise.

37 ଆଜି ଅଳ୍ପ ସମୟରେ,
For yet a little while, and he that shall come will come, and will not tarry.

38 ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4
Now the just shall live by faith: but if any man draw back, my soul shall have no pleasure in him.