Hebrews 10:34 ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
Hebrews 10:34 in Other Translations
King James Version (KJV) For ye had compassion of me in my bonds, and took joyfully the spoiling of your goods, knowing in yourselves that ye have in heaven a better and an enduring substance.
American Standard Version (ASV) For ye both had compassion on them that were in bonds, and took joyfully the spoiling of you possessions, knowing that ye have for yourselves a better possession and an abiding one.
Bible in Basic English (BBE) For you had pity on those who were in prison, and had joy in the loss of your property, in the knowledge that you still had a better property and one which you would keep for ever.
Darby English Bible (DBY) For ye both sympathised with prisoners and accepted with joy the plunder of your goods, knowing that ye have for yourselves a better substance, and an abiding one.
World English Bible (WEB) For you both had compassion on me in my chains, and joyfully accepted the plundering of your possessions, knowing that you have for yourselves a better possession and an enduring one in the heavens.
Young's Literal Translation (YLT) for also with my bonds ye sympathised, and the robbery of your goods with joy ye did receive, knowing that ye have in yourselves a better substance in the heavens, and an enduring one.
Read Full Chapter :
Hebrews 10
Cross Reference
ପିତରଙ୍କ ପ୍ରଥମ ପତ୍ 1:4
ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:16
ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:3
ବନ୍ଦୀଘ ରେ ଥିବା ସହେି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭମାନେେ ନିଜେ ମଧ୍ଯ ବନ୍ଦୀଘ ରେ ଥିବା ଭଳି ସମାନଙ୍କେୁ ମନେ ରଖ। ଯେଉଁମାନେ ଯାତନା ପାଉଛନ୍ତି, ସମାନଙ୍କେୁ ମଧ୍ଯ ଭୁଲ ନାହିଁ। ମନେ ରଖ ଯେ, ତୁମ୍ଭମାନେେ ମଧ୍ଯ ସମାନଙ୍କେ ସ୍ଥାନ ରେ ଭବିଷ୍ଯତ ରେ ରହିପାର।
ଲୂକଲିଖିତ ସୁସମାଚାର 10:42
କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ସହତ୍ତ୍ବପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛ ଏବଂ ଏହା ତା'ଠାରୁ ଛଡଇେ ନିଆୟିବନାହିଁ।
ଲୂକଲିଖିତ ସୁସମାଚାର 12:33
ତେଣୁ ତୁମ୍ଭମାନେେ ନିଜର ସମସ୍ତ ସମ୍ପତ୍ତି ବିକି ଦଇେ ସହେି ଟଙ୍କା ଗରିବ ଲୋକଙ୍କ ମଧ୍ଯ ବାଣ୍ଟି ଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବନାହିଁ। ତେଣୁ ସବୁଦିନ ରହୁ ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ବର୍ଗ ରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ବର୍ଗ ରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କହେି ଚୋ ରଇେ ନଇେ ପାରିବନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।
ରେରିତମାନଙ୍କ କାର୍ଯ୍ୟର ବିବରଣ 21:33
ତା'ପରେ ସନୋପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳି ରେ ବାନ୍ଧି ଦବୋ ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ପାଉଲ କିଏ ଓ ସେ କ'ଣ କରିଛନ୍ତି ବୋଲି ସନୋପତି ପଚ଼ାରିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 28:20
ଏଇଥିପାଇଁ ମୁଁ ତୁମ୍ଭମାନଙ୍କ ସଙ୍ଗେ ସାକ୍ଷାତ କରିବା ଓ କଥା ହବୋ ପାଇଁ ଚ଼ାହିଁଲି। ଇଶ୍ରାୟେଲର ଭରସା ରେ ବିଶ୍ବାସ କରୁଥିବା ହତେୁ ମୁଁ ଆଜି ଏହି ଶିକୁଳି ରେ ବନ୍ଧା ହାଇେଛି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:1
ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥି ରେ ଆମ୍ଭେ ରହିଛୁ, ତାହା ନଷ୍ଟ ହବେ। ଏପରି ଘଟିଲା ପରେ ପରମେଶ୍ବରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦବେେ। ଏହା ମଣିଷ ଦ୍ବାରା ନିର୍ମିତ ନୁହେଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:1
ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:1
ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:20
ମାରେକାମ ହେଉଛି, ସୁସମାଚାର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘ ରେ ମଧ୍ଯ କରୁଅଛି। ମାେ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତବେେଳେ ସୁସମାଚାର ପ୍ରଚାର କରେ, ସେତବେେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପା ରେ।
ମାଥିଉଲିଖିତ ସୁସମାଚାର 5:11
ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:2
ସବୁବେଳେ ସହେି ସ୍ବର୍ଗର ବିଷୟଗୁଡ଼ିକ ଅନ୍ବଷେଣ କର, ମର୍ତ୍ତ୍ଯର ବିଷୟଗୁଡ଼ିକ ପାଇଁ ନୁହେଁ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:19
ସପରେି କରି ସମାନେେ ସ୍ବର୍ଗ ରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସହେି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସମାନଙ୍କେର ଭବିଷ୍ଯତ୍ ଜୀବନ ଠିଆ ହାଇପୋରିବ। ତା' ହେଲେ ସମାନେେ ପ୍ରକୃତ ଜୀବନର ଅଧିକାରୀ ହାଇେ ପାରିବେ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:9
ଏହି ସୁସମାଚାର ମୁଁ ଲୋକଙ୍କୁ ଶୁଣାଏ। ସହେି ସୁସମାଚାର କହିଥିବାରୁ ମୁଁ ଯାତନା ଭୋଗ କରୁଛି। ଏପରିକି ଜଣେ ଅପରାଧୀ ଭଳି ମୁଁ ଶିକୁଳି ରେ ବନ୍ଧା ମଧ୍ଯ ହାଇେଛି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:8
ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ299 ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:16
କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।
ଯାକୁବଙ୍କ ପତ୍ 1:2
ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍।
ଯୋହନଙ୍କ ପ୍ରଥମ ପତ୍ର 3:2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:7
ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।
ମାଥିଉଲିଖିତ ସୁସମାଚାର 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।
ମାଥିଉଲିଖିତ ସୁସମାଚାର 19:21
ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।