ଓଡ଼ିଆ
Hebrews 12:17 Image in Oriya
ତୁମ୍ଭମାନେେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏସେ ୗ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଚାହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ଯାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।