Hebrews 4:16 in Oriya

Oriya Oriya Bible Hebrews Hebrews 4 Hebrews 4:16

Hebrews 4:16
ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।

Hebrews 4:15Hebrews 4

Hebrews 4:16 in Other Translations

King James Version (KJV)
Let us therefore come boldly unto the throne of grace, that we may obtain mercy, and find grace to help in time of need.

American Standard Version (ASV)
Let us therefore draw near with boldness unto the throne of grace, that we may receive mercy, and may find grace to help `us' in time of need.

Bible in Basic English (BBE)
Then let us come near to the seat of grace without fear, so that mercy may be given to us, and we may get grace for our help in time of need.

Darby English Bible (DBY)
Let us approach therefore with boldness to the throne of grace, that we may receive mercy, and find grace for seasonable help.

World English Bible (WEB)
Let us therefore draw near with boldness to the throne of grace, that we may receive mercy, and may find grace for help in time of need.

Young's Literal Translation (YLT)
we may come near, then, with freedom, to the throne of the grace, that we may receive kindness, and find grace -- for seasonable help.

Let
us
therefore
προσερχώμεθαproserchōmethaprose-are-HOH-may-tha
come
οὖνounoon
boldly
μετὰmetamay-TA

παῤῥησίαςparrhēsiaspahr-ray-SEE-as
the
unto
τῷtoh
throne
θρόνῳthronōTHROH-noh
of

τῆςtēstase
grace,
χάριτοςcharitosHA-ree-tose
that
ἵναhinaEE-na
obtain
may
we
λάβωμενlabōmenLA-voh-mane
mercy,
ἔλεον,eleonA-lay-one
and
καὶkaikay
find
χάρινcharinHA-reen
grace
εὕρωμενheurōmenAVE-roh-mane
to
εἰςeisees
help
εὔκαιρονeukaironAFE-kay-rone
in
time
of
need.
βοήθειανboētheianvoh-A-thee-an

Cross Reference

Ephesians 3:12
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଦ୍ବାରା, ନିର୍ଭୟ ରେ ପରମେଶ୍ବରଙ୍କ ସମ୍ମୁଖକୁ ୟିବା ପାଇଁ ଆମର ସ୍ବାଧୀନତା ଅଛି।

Hebrews 7:25
ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

Hebrews 13:6
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :

Hebrews 10:19
ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

Isaiah 55:6
ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

Philippians 4:6
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।

Romans 8:15
ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'

1 Peter 2:10
ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

Hebrews 7:19
ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।

Ephesians 2:18
କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

Matthew 7:7
ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

Leviticus 16:2
ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।

Hebrews 9:5
ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

2 Corinthians 12:8
ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।

Isaiah 27:11
ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।

Exodus 25:17
ଏହାପରେ ତୁମ୍ଭମାନେେ ଶୁଦ୍ଧ ସୁବର୍ଣ୍ଣ ରେ ଅଢଇେ ହାତ ଲମ୍ବା ଦେଢ ହାତ ପ୍ରସ୍ଥ ଓ ଏକ ପାପାଚ୍ଛାଦନ ନିର୍ମାଣ କରିବ।

1 Chronicles 28:11
ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।