Hebrews 9
1 ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।
2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।
3 ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।
4 ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।
5 ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।
6 ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
7 କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।
8 ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।
9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।
10 ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।
1 Then verily the first covenant had also ordinances of divine service, and a worldly sanctuary.
2 For there was a tabernacle made; the first, wherein was the candlestick, and the table, and the shewbread; which is called the sanctuary.
3 And after the second veil, the tabernacle which is called the Holiest of all;
4 Which had the golden censer, and the ark of the covenant overlaid round about with gold, wherein was the golden pot that had manna, and Aaron’s rod that budded, and the tables of the covenant;
5 And over it the cherubims of glory shadowing the mercyseat; of which we cannot now speak particularly.
6 Now when these things were thus ordained, the priests went always into the first tabernacle, accomplishing the service of God.
7 But into the second went the high priest alone once every year, not without blood, which he offered for himself, and for the errors of the people:
8 The Holy Ghost this signifying, that the way into the holiest of all was not yet made manifest, while as the first tabernacle was yet standing:
9 Which was a figure for the time then present, in which were offered both gifts and sacrifices, that could not make him that did the service perfect, as pertaining to the conscience;
10 Which stood only in meats and drinks, and divers washings, and carnal ordinances, imposed on them until the time of reformation.
Hebrews 9 in Tamil and English
1 ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।
Then verily the first covenant had also ordinances of divine service, and a worldly sanctuary.
2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।
For there was a tabernacle made; the first, wherein was the candlestick, and the table, and the shewbread; which is called the sanctuary.
3 ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।
And after the second veil, the tabernacle which is called the Holiest of all;
4 ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।
Which had the golden censer, and the ark of the covenant overlaid round about with gold, wherein was the golden pot that had manna, and Aaron’s rod that budded, and the tables of the covenant;
5 ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।
And over it the cherubims of glory shadowing the mercyseat; of which we cannot now speak particularly.
6 ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
Now when these things were thus ordained, the priests went always into the first tabernacle, accomplishing the service of God.
7 କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।
But into the second went the high priest alone once every year, not without blood, which he offered for himself, and for the errors of the people:
8 ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।
The Holy Ghost this signifying, that the way into the holiest of all was not yet made manifest, while as the first tabernacle was yet standing:
9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।
Which was a figure for the time then present, in which were offered both gifts and sacrifices, that could not make him that did the service perfect, as pertaining to the conscience;
10 ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।
Which stood only in meats and drinks, and divers washings, and carnal ordinances, imposed on them until the time of reformation.