Hebrews 9:19
ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।
Hebrews 9:19 in Other Translations
King James Version (KJV)
For when Moses had spoken every precept to all the people according to the law, he took the blood of calves and of goats, with water, and scarlet wool, and hyssop, and sprinkled both the book, and all the people,
American Standard Version (ASV)
For when every commandment had been spoken by Moses unto all the people according to the law, he took the blood of the calves and the goats, with water and scarlet wool and hyssop, and sprinkled both the book itself and all the people,
Bible in Basic English (BBE)
For when Moses had given all the rules of the law to the people, he took the blood of goats and young oxen, with water and red wool and hyssop, and put it on the book itself and on all the people,
Darby English Bible (DBY)
For every commandment having been spoken according to [the] law by Moses to all the people; having taken the blood of calves and goats, with water and scarlet wool and hyssop, he sprinkled both the book itself and all the people,
World English Bible (WEB)
For when every commandment had been spoken by Moses to all the people according to the law, he took the blood of the calves and the goats, with water and scarlet wool and hyssop, and sprinkled both the book itself and all the people,
Young's Literal Translation (YLT)
for every command having been spoken, according to law, by Moses, to all the people, having taken the blood of the calves and goats, with water, and scarlet wool, and hyssop, he both the book itself and all the people did sprinkle,
| For | λαληθείσης | lalētheisēs | la-lay-THEE-sase |
| when | γὰρ | gar | gahr |
| Moses | πάσης | pasēs | PA-sase |
| had spoken | ἐντολῆς | entolēs | ane-toh-LASE |
| every | κατὰ | kata | ka-TA |
| precept | νόμον | nomon | NOH-mone |
| to all | ὑπὸ | hypo | yoo-POH |
| the | Μωϋσέως | mōuseōs | moh-yoo-SAY-ose |
| people | παντὶ | panti | pahn-TEE |
| according to | τῷ | tō | toh |
| the law, | λαῷ | laō | la-OH |
| took he | λαβὼν | labōn | la-VONE |
| the | τὸ | to | toh |
| blood | αἷμα | haima | AY-ma |
| of | τῶν | tōn | tone |
| calves | μόσχων | moschōn | MOH-skone |
| and | καὶ | kai | kay |
| of goats, | τράγων | tragōn | TRA-gone |
| with | μετὰ | meta | may-TA |
| water, | ὕδατος | hydatos | YOO-tha-tose |
| and | καὶ | kai | kay |
| scarlet | ἐρίου | eriou | ay-REE-oo |
| wool, | κοκκίνου | kokkinou | koke-KEE-noo |
| and | καὶ | kai | kay |
| hyssop, | ὑσσώπου | hyssōpou | yoos-SOH-poo |
| sprinkled and | αὐτό | auto | af-TOH |
| both | τε | te | tay |
| the | τὸ | to | toh |
| book, | βιβλίον | biblion | vee-VLEE-one |
| καὶ | kai | kay | |
| and | πάντα | panta | PAHN-ta |
| all | τὸν | ton | tone |
| the | λαὸν | laon | la-ONE |
| people, | ἐῤῥάντισεν | errhantisen | are-RAHN-tee-sane |
Cross Reference
Hebrews 9:12
ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
Numbers 19:6
ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।
1 Peter 1:2
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।
Numbers 19:18
ତା'ପରେ ଜଣେ ଶୁଚିମନ୍ତ ବ୍ଯକ୍ତି ଏକ ଏସୋବ୍ ଶାଖା ନଇେ ସହେି ଜଳ ରେ ବୁଡାଇବା ଉଚିତ୍। ସେ ସହେି ତମ୍ବୁ ଉପରେ, ସମସ୍ତ ପାତ୍ର ଉପରେ, ସଠାେରେ ଥିବା ସମସ୍ତ ଲୋକ ଉପରେ ଓ ଅସ୍ଥି, କି ହାତ କି ମୃତ କବର ଛୁଇଁଥିବା ଲୋକ ଉପରେ ତାହା ଛିଞ୍ଚିବ।
Mark 15:17
ସୈନ୍ଯମାନେ ଯୀଶୁଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ। ସମାନେେ ଗୋଟିଏ କଣ୍ଟାର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ।
Mark 15:20
ଥଟ୍ଟା କରି ସାରିବା ପରେ ସମାନେେ ଯୀଶୁଙ୍କ ଦହରେୁ ବାଇଗଣୀ ପୋଷାକ କାଢିନଇେ ପୁଣି ତାହାଙ୍କୁ ତାହାଙ୍କର ପୂର୍ବ ବସ୍ତ୍ର ପିନ୍ଧାଇ ଦେଲେ। ତା'ପରେ ସମାନେେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିବା ପାଇଁ ପ୍ରାସାଦ ବାହାରକୁ ନଇଗେଲେ।
John 19:2
ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।
John 19:5
ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।
Hebrews 10:4
ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।
Hebrews 12:24
ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।
Matthew 27:28
ସୈନ୍ଯମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ।
Ezekiel 36:25
ମୁଁ ତୁମ୍ଭମାନଙ୍କ ଉପ ରେ ଶୁଚି ଜଳ ଛିଞ୍ଚିବି ଓ ତହିଁରେ ତୁମ୍ଭମାନେେ ପବିତ୍ର ହବେ। ଆଉ ତୁମ୍ଭମାନଙ୍କର ସବୁ ଅ େଶୗଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ମୁଁ ତୁମ୍ଭମାନଙ୍କୁ ଶୁଚି କରିବି।
Exodus 24:5
ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।
Leviticus 1:2
ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ଯରୁ କହେି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରେ, ତବେେ ସେ ନିଜ ପାଳିତ ଗୋରୁ, ମଷେ କିମ୍ବା ଛଳେି ଉତ୍ସର୍ଗ କରୁ।
Leviticus 1:10
ଯଦି ସେ ମଷେ କିମ୍ବା ଛାଗ ଆପଣା ପଲରୁ ହାମବେଳି ଉତ୍ସର୍ଗ କରେ, ତବେେ ତାହା ନିଖୁଣ ପୁଂପଶୁ ହାଇେଥିବ।
Leviticus 3:6
ଯବେେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ ମଷେ କିମ୍ବା ଛଳେି ମଧ୍ଯରୁ ମଙ୍ଗଳାର୍ଥକ ନବୈେଦ୍ଯ କରେ ତବେେ ସେ ନିଖୁଣ ଅଣ୍ଡିରା କିମ୍ବା ମାଈ ମଷେ ବା ଛଳେି ଉତ୍ସର୍ଗ କରିବ।
Leviticus 14:4
ଯଦି ଲୋକଟି ସୁସ୍ଥ ତବେେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ ( ଲୋମ) ଓ ବନସ୍ପତିର ପତ୍ର ନବୋ ପାଇଁ ଆଜ୍ଞା ଦବେ।
Leviticus 14:49
ପୁଣି ସହେି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନବୋ ଉଚିତ୍।
Leviticus 16:14
ତହୁଁ ସେ ଗୋବତ୍ସର କିଚି ରକ୍ତ ନଇେ ପାପାଚ୍ଛଦନର ପୂର୍ବଆଡେ ଅଙ୍ଗୁଳି ରେ ଛିଞ୍ଚିବ। ପୁଣି ପାପାଚ୍ଛଦନ ସମ୍ମୁଖ ରେ ଅଙ୍ଗୁଳି ଦ୍ବାରା ସାତଥର ସହେି ରକ୍ତ ଛିଞ୍ଚିବ।
Psalm 51:7
ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।
Isaiah 52:15
ତେଣୁ ସେ ଅନକେ ଦେଶୀଯମାନଙ୍କୁ ଚମକାଇ ଦବେେ। ରାଜାମାନେ ତାଙ୍କ ସମ୍ମୁଖ ରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସମାନଙ୍କେୁ କୁହାୟାଇ ନ ଥିଲା, ତାହା ସମାନେେ ଦେଖିବେ ଓ ଯାହା ସମାନେେ ଶୁଣି ନ ଥିଲେ ତାହା ସମାନେେ ବୁଝିବେ।'
Exodus 12:22
ବିଡାଏ ଏସୋବ୍ ନଇେ ପାତ୍ର ରେ ଥିବା ରକ୍ତ ରେ ବୁଡାଇ ଦ୍ବାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ୟାଏ ତୁମ୍ଭମାନଙ୍କର କହେିଗୃହ ଦ୍ବାର ରେ ବାହାରକୁ ନଯାଉ।