Hosea 11
8 ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
9 ଆମ୍ଭେ ଆପଣା ଭୟଙ୍କର କୋରଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରଯିମକୁ ପୁନର୍ବାର ଧ୍ବଂସ କରିବା ନାହିଁ। ଆମ୍ଭେ ପରମେଶ୍ବର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ଯବର୍ତ୍ତୀ ଧର୍ମସ୍ବରୂପ ଅଟୁ। ଆମ୍ଭର କୋର୍ଧ ଦଖାଇବୋ ନାହିଁ।
10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।
11 ସମାନେେ ମିଶରରୁ ପକ୍ଷୀ ସଦୃଶ ଥରିଥରି ଆସିବେ। ଅଶୂରୀଯରୁ କପୋତ ପରି ଥରିଥରି ଆସିବେ। ଏବଂ ଆମ୍ଭେ ସମାନଙ୍କେୁ ଗୃହକୁ ଫରୋଇ ନବୋ ବୋଲି ସଦାପ୍ରଭୁ କହିଲେ।
8 How shall I give thee up, Ephraim? how shall I deliver thee, Israel? how shall I make thee as Admah? how shall I set thee as Zeboim? mine heart is turned within me, my repentings are kindled together.
9 I will not execute the fierceness of mine anger, I will not return to destroy Ephraim: for I am God, and not man; the Holy One in the midst of thee: and I will not enter into the city.
10 They shall walk after the Lord: he shall roar like a lion: when he shall roar, then the children shall tremble from the west.
11 They shall tremble as a bird out of Egypt, and as a dove out of the land of Assyria: and I will place them in their houses, saith the Lord.
Hosea 11 in Tamil and English
8 ଇଫ୍ରଯିମ, ଆମ୍ଭେ ତୁମ୍ଭକୁ ପରିତ୍ଯାଗ କରିବାକୁ ଗ୍ଭହୁଁ ନାହୁଁ। ଇଶ୍ରାୟେଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋଯିମ୍ ପରି ତୁମ୍ଭକୁ ହବୋକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ ରମେ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।
How shall I give thee up, Ephraim? how shall I deliver thee, Israel? how shall I make thee as Admah? how shall I set thee as Zeboim? mine heart is turned within me, my repentings are kindled together.
9 ଆମ୍ଭେ ଆପଣା ଭୟଙ୍କର କୋରଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରଯିମକୁ ପୁନର୍ବାର ଧ୍ବଂସ କରିବା ନାହିଁ। ଆମ୍ଭେ ପରମେଶ୍ବର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ଯବର୍ତ୍ତୀ ଧର୍ମସ୍ବରୂପ ଅଟୁ। ଆମ୍ଭର କୋର୍ଧ ଦଖାଇବୋ ନାହିଁ।
I will not execute the fierceness of mine anger, I will not return to destroy Ephraim: for I am God, and not man; the Holy One in the midst of thee: and I will not enter into the city.
10 ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।
They shall walk after the Lord: he shall roar like a lion: when he shall roar, then the children shall tremble from the west.
11 ସମାନେେ ମିଶରରୁ ପକ୍ଷୀ ସଦୃଶ ଥରିଥରି ଆସିବେ। ଅଶୂରୀଯରୁ କପୋତ ପରି ଥରିଥରି ଆସିବେ। ଏବଂ ଆମ୍ଭେ ସମାନଙ୍କେୁ ଗୃହକୁ ଫରୋଇ ନବୋ ବୋଲି ସଦାପ୍ରଭୁ କହିଲେ।
They shall tremble as a bird out of Egypt, and as a dove out of the land of Assyria: and I will place them in their houses, saith the Lord.