Hosea 4:6 ଜ୍ଞାନ ଅଭାବ ୟୋଗୁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭମାନେେ ଜ୍ଞାନରୁ ବିମୁଖ ହାଇେଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହବୋକୁ ବାରଣ କରିବା। ତୁମ୍ଭମାନେେ ତୁମ୍ଭ ପରମେଶ୍ବରଙ୍କ ନିଯମକୁ ଭୁଲିୟାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିୟିବା।
Hosea 4:6 in Other Translations
King James Version (KJV) My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I will also forget thy children.
American Standard Version (ASV) My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I also will forget thy children.
Bible in Basic English (BBE) Destruction has overtaken my people because they have no knowledge; because you have given up knowledge, I will give you up, so that you will be no priest to me, because you have not kept in mind the law of your God, I will not keep your children in my memory.
Darby English Bible (DBY) My people are destroyed for lack of knowledge; for thou hast rejected knowledge, and I will reject thee, that thou shalt be no priest to me; seeing thou hast forgotten the law of thy God, I also will forget thy children.
World English Bible (WEB) My people are destroyed for lack of knowledge. Because you have rejected knowledge, I will also reject you, That you may be no priest to me. Because you have your God's law, I will also forget your children.
Young's Literal Translation (YLT) Cut off have been My people for lack of knowledge, Because thou knowledge hast rejected, I reject thee from being priest to Me, And thou forgettest the law of thy God, I forget thy sons, I also!
Read Full Chapter :
Hosea 4
Cross Reference
ଯିଶାଇୟ 5:13
ସଦାପ୍ରଭୁ କୁହନ୍ତି, "ସମାରସଲାକମାଲନ ନିର୍ବାସିତ ହୁଅନ୍ତି। କାରଣସସମାଲନସମାଲତ ଜାଣୁନାହାନ୍ତି। ଇଶ୍ରାଲୟଲରସକଲତକ ବ୍ଯକ୍ତି ବର୍ତ୍ତମାନ ସମ୍ଭ୍ରାନ୍ତସବାଲି ବିବଲଚିତ ହୁଅନ୍ତି। ମାତ୍ର,ସସହି ସମ୍ଭ୍ରାନ୍ତ ବ୍ଯକ୍ତିମାଲନସଭାକିଲା ଥିଲବ ଏବଂସଯଉଁମାଲନ ସାଧାରଣ ଜୀବନସର ବସବାସ କରନ୍ତି, ଅତ୍ଯନ୍ତ ତୃଷାର୍ତ୍ତସହଲବ।
ହିତୋପଦେଶ 19:2
ଜ୍ଞାନହୀନ ଜୀଜ୍ଞାଷୁ ହବୋର ଭଲ ନୁହେଁ। ଯେଉଁମାନେ ହଠାତ୍ ପ୍ରବେଶ କରନ୍ତି ଭୁଲ କରିବସନ୍ତି।
ଯିଶାଇୟ 17:10
ଏହା ଘଟିବ କାରଣ ତୁମ୍ଭମାନେେ ଆପଣା ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ଭୁଲି ୟାଇଛ। ପରମେଶ୍ବର ତୁମ୍ଭମାନଙ୍କର ସୁରକ୍ଷାର ସ୍ଥଳ। ଏହା ତୁମ୍ଭେ ମନେ ପକାଉ ନାହିଁ।
ହୋଶେୟ 8:14
ଇଶ୍ରାୟେଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସହେି ସୁଦୃଢ ଦୁର୍ଗକୁ ପୋଡି଼ ଧ୍ବଂସ କରିବା।
ଦିତୀୟ ବଂଶାବଳୀ 15:3
ପ୍ରକୃତ ରେ ଇଶ୍ରାୟେଲ ଦୀର୍ଘକାଳ ପର୍ୟ୍ଯନ୍ତ ପରମେଶ୍ବରଙ୍କ ବିନା ରହିଥିଲା। ଆଉ ସମାନେେ ଜଣେ ଶିକ୍ଷାଗୁରୁ ଯାଜକ ଓ ନିଯମ ବିନା ରହୁଥିଲେ।
ଯିଶାଇୟ 1:3
ଗାଈ ତା'ର ମୁନିବକୁ ଜାଣେ, ଗଧ ନିଜର ମୁନିବର ସଂଚାଳକଙ୍କୁ ଜାଣେ, ମାତ୍ର ଇଶ୍ରାୟେଲ ଲୋକମାନେ ମାେତେ ଚିହ୍ନିପାରିଲେ ନାହିଁ। ମାରେଲୋକମାନେ ମାେତେ ବୁଝୁ ନାହାଁନ୍ତି।'
ହୋଶେୟ 4:1
ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।
ହୋଶେୟ 13:6
ସହେି ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଖାଦ୍ୟ ଦଲେୁ। ସମାନେେ ସହେି ଖାଦ୍ୟ ଖାଇଲେ। ସମାନେେ ସମ୍ପୂର୍ଣ୍ଣ ସୁସ୍ଥ ଓ ସନ୍ତୁଷ୍ଟ ହେଲେ। ସମାନେେ ଗର୍ବୀ ହାଇଗେଲେ ଏବଂ ମାେତେ ଭୁଲିଗଲେ।
ଯିଖରିୟ 11:15
ତା'ପ ରେ ସଦାପ୍ରଭୁ ମାେତେ କହିଲେ, ପୁନର୍ବାର ସହେି ନିର୍ ବୋଧ ମଷେପାଳକର ସାଜ ଦିଅ।
ମାଥିଉଲିଖିତ ସୁସମାଚାର 15:14
ସମାନଙ୍କେୁ ଛାଡି ଦିଅ। ସମାନେେ ତ ଅନ୍ଧମାନଙ୍କର ଅନ୍ଧ ନେତା। ଯଦି ଜଣେ ଅନ୍ଧ ଆଉ ଗୋଟିଏ ଅନ୍ଧକୁ ରାସ୍ତା ଦଖାେଏ, ତବେେ ଉଭୟ ଖାତ ଭିତ ରେ ଖସି ପଡିବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:3
ସୁସମାଚାର ଯଦି ଆଚ୍ଛାଦିତ ହାଇେଥାଏ, ତବେେ ସହେି ଆଚ୍ଛାଦନ କବଳେ ସହେିମାନଙ୍କ ପାଇଁ ଯେଉଁମାନେ ବିନାଶ ମାର୍ଗ ରେ ରହିଛନ୍ତି।
ଗୀତସଂହିତା 119:61
ଦୁଷ୍ଟଲୋକମାନେ ମାେ ଚାରିପାଖରେ ଫାନ୍ଦ ବସାଇଛନ୍ତି, କିନ୍ତୁ ମୁଁ ତୁମ୍ଭର ଶିକ୍ଷାସବୁ ଭୁଲି ନାହିଁ।
ଗୀତସଂହିତା 119:139
ମାରେ ଦୃଢ଼ ଅନୁଭବ ମାେତେ ଗ୍ରାସ କରିଅଛି। ମୁଁ ବହୁତ ମାନସିକ ଅଶାନ୍ତିରେ ଅଛି। କାରଣ ମାରେ ଶତ୍ରୁଗଣ ତୁମ୍ଭର ବାକ୍ଯସବୁ ପାଶୋରି ୟାଇଛନ୍ତି।
ଯିରିମିୟ 2:8
ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।
ହୋଶେୟ 2:13
ସେ ବାଲ୍ଙ୍କୁ ସବୋ କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦବୋ। ସେ ବାଲଙ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସହେି ମିଥ୍ଯା ପ୍ ରମେିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିୟାଇଥିଲା। ସଦାପ୍ରଭୁ ଏହା କହିଲେ।
ହୋଶେୟ 4:12
ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସମାନେେ ଭାବନ୍ତି ସହେି କାଠଖଣ୍ତଗୁଡିକ ସମାନଙ୍କେୁ ଉତ୍ତର ଦବେ। କାରଣ, ସମାନେେ ଗଣିକାମାନଙ୍କପରି ମିଥ୍ଯାପ୍ରତିମାଙ୍କ ପଛ ରେ ଅନୁଧାବନ କରିଛନ୍ତି। ସମାନେେ ପରମେଶ୍ବରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହାଇୟୋଇଥିଲେ।
ହୋଶେୟ 6:6
କାହିଁକି? କାରଣ ଆମ୍ଭେ ବିଶ୍ବସ୍ତ ପ୍ ରମେ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହାମବେଳି ଆଣନ୍ତୁ ବୋଲି ନୁହେଁ।
ହୋଶେୟ 8:1
ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପ ରେ ବାଜପକ୍ଷୀ ପରି ଜଗି ରୁହ। ଇଶ୍ରାୟେଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସମାନେେ ଆମ୍ଭ ବ୍ଯବସ୍ଥା ବିଷଯକୁ ଅମାନ୍ଯ କରିଛନ୍ତି।
ହୋଶେୟ 8:12
ଏପରିକି ଆମ୍ଭେ ଇଫ୍ରଯିମ ପାଇଁ 10,000 ନିଯମ ଲେଖିଲେ ମଧ୍ଯ ସେ ସଗେୁଡିକ ଅଜଣା ଦ୍ରବ୍ଯ ପରି ବିବଚେନା କରିବ।
ଯିଖରିୟ 11:8
ଆମ୍ଭେ ଏକମାସ ମଧିଅରେ ତିନିଜଣ ମଷେପାଳକଙ୍କୁ ଧ୍ବଂସ କଲୁ। ଆମ୍ଭେ ସମାନଙ୍କେ ଉପ ରେ ଅର୍ଧୈୟ୍ଯ ଥିଲୁ ଏବଂ ସମାନେେ ଆମ୍ଭକୁ ଘୃଣା କଲେ।
ମଲାଖୀ 2:1
ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ।
ମଲାଖୀ 2:7
ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।
ମାଥିଉଲିଖିତ ସୁସମାଚାର 1:6
ଓବଦେ ୟିଶୟଙ୍କ ବାପା।
ମାଥିଉଲିଖିତ ସୁସମାଚାର 15:3
ଯୀଶୁ କହିଲେ, ତୁମ୍ଭେ ନିଜର ପରମ୍ପରାଗତ ରୀତି ନୀତି ପାଳିବାକୁ ଯାଇ ପରମେଶ୍ବରଙ୍କ ଆଦେଶ କାହିଁକି ଲଙ୍ଘନ କରୁଛି?
ମାଥିଉଲିଖିତ ସୁସମାଚାର 15:8
ଏମାନେ କବଳେ ମୁହଁ ରେ ମାରେ ଆଦର କରନ୍ତି। କିନ୍ତୁ ସମାନଙ୍କେ ମନକଥା ମାଠାରୁେ ବହୁତ ଦୂର ରେ ରହିଥାଏ।
ମାଥିଉଲିଖିତ ସୁସମାଚାର 23:16
ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କହେି ଲୋକ ଉପାସନା ମନ୍ଦିର ନାମ ରେ ରାଣ ପକାଇ ଶପଥ କରିଥାଏ ତବେେ ତାକୁ ସହେି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମ ରେ ରାଣ ପକାଇ ଶପଥ କରେ, ତବେେ ସେ ନିଶ୍ଚୟ ସହେି ଶପଥ ରକ୍ଷା କରିବ।
ମାର୍କଲିଖିତ ସୁସମାଚାର 12:8
ତେଣୁ କୃଷକମାନେ ମାଲିକର ପୁଅକୁ ଧରି ନଇେ ଜୀବନ ରେ ମାରି ଦେଲେ ଓ ଦ୍ରାକ୍ଷାକ୍ଷେତ୍ର ବାହାରକୁ ଫିଙ୍ଗି ଦେଲେ।
ଲୂକଲିଖିତ ସୁସମାଚାର 20:16
ସେ ଆସି ସହେି କୃଷକମାନଙ୍କୁ ଜୀବନ ରେ ମାରିଦବେ। ତା'ପରେ ସହେି ଜମିଟିକୁ ଆଉ କେତକେ କୃଷକଙ୍କୁ ଭାଗ ଦଇେ ଦବେେ।
ମାଥିଉଲିଖିତ ସୁସମାଚାର 21:41
ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ କହିଲେ, ସେ ନିଶ୍ଚୟ ସହେି ନିର୍ଦ୍ଦୟ ଲୋକଙ୍କୁ ହତ୍ଯା କରିବେ ଓ ତା'ପରେ ସେ ଦ୍ରାକ୍ଷା ବଗିଚ଼ାଟିକୁ ଅନ୍ୟ କୃଷକମାନଙ୍କୁ ଭାଗ ରେ ଦଇେ ଦବେେ, ଯେଉଁମାନେ ଅମଳ ସମୟରେ ତାର ଭାଗ ତାହାଙ୍କୁ ଦବେେ।
ପ୍ରଥମ ଶାମୁୟେଲ 2:12
ଏଲିଙ୍କର ପକ୍ସ୍ଟତ୍ରମାନେ ପାପୀ ଥିଲେ ଏବଂ ସମାନେେ ସଦାପ୍ରଭଙ୍କକ୍ସ୍ଟ ଜାଣନ୍ତି ନାହିଁ
ପ୍ରଥମ ଶାମୁୟେଲ 2:28
ଇଶ୍ରାୟେଲର ଗୋଷ୍ଠୀମାନଙ୍କ ମଧ୍ଯରକ୍ସ୍ଟ ତୁମ୍ଭର ପରିବାରବର୍ଗକକ୍ସ୍ଟ ମାରେ ଯାଜକ ହାଇେ ସବୋ କରିବାକୁ, ଏଫୋଦ ପରିଧାନ କରିବାକୁ ଓ ୟଜ୍ଞବଦେୀ ରେ ଧୂପ ଜଳାଇବାକକ୍ସ୍ଟ ମୁ ମନୋନୀତ କରିଅଛି। ଆହକ୍ସ୍ଟରି ମଧ୍ଯ ମୁ ତୁମ୍ଭକୁ ଏକ ନିଯମ ଦଲେି ଯେ, ମାେ ପାଇଁ ଇଶ୍ରାୟେଲର ଲୋକମାନେ ଉତ୍ସର୍ଗ କରୁଥିବା ମାଂସ ଓ ଅନ୍ୟ ସାମଗ୍ରି ତକ୍ସ୍ଟମ୍ଭ ପରିବାରବର୍ଗକକ୍ସ୍ଟ ଦିଆୟିବ।
ପ୍ରଥମ ଶାମୁୟେଲ 3:12
ମୁ ଏଲିର ପରିବାରକକ୍ସ୍ଟ ଯାହା ଯାହା କହକ୍ସ୍ଟଅଛି ସେ ସମସ୍ତ ପ୍ରଥମରକ୍ସ୍ଟ ଶଷେ ପର୍ୟ୍ଯନ୍ତ ପକ୍ସ୍ଟରଣ କରିବ।
ଦିତୀୟ ରାଜାବଳୀ 17:16
ପୁଣି ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ତ୍ଯାଗ କଲେ। ସମାନେେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶରୋ ମୂର୍ତ୍ତି ନିର୍ମାଣ କଲେ। ସମାନେେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବାଲ୍ର ସବୋ କଲେ।
ହିତୋପଦେଶ 1:30
ତୁମ୍ଭମାନେେ ତୁମ୍ଭର ନିଜ ଇଚ୍ଛା ରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ଯବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚଯ ଗ୍ରହଣ କରିବ।
ଯିଶାଇୟ 3:12
ବାଳକମାନେ ମାରେ ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମାରେ ଲୋକମାନଙ୍କୁ ଶାସନ କରିବେ। ହେ ମାରେ ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସମାନେେ ତୁମ୍ଭମାନଙ୍କୁ ନ୍ଯାଯପଥରୁ ଦୂ ରଇେ ନିଅନ୍ତି।
ଯିଶାଇୟ 27:11
ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।
ଯିଶାଇୟ 28:7
ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।
ଯିଶାଇୟ 45:20
ହେ ନାନା ଦେଶୀଯ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭମାନେେ ଏକତ୍ରୀତ ହାଇେ ଆସ। ଏକ ସଙ୍ଗେ ନିକଟକୁ ଆସ। ଯେଉଁମାନେ ନିଜର ଖାଦେିତ ପ୍ରତିମାର କାଠ ବହନ କରି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦବେତା ନିକଟରେ ପ୍ରାର୍ଥନା କରନ୍ତି, ସମାନଙ୍କେର କିଛି ଜ୍ଞାନ ନାହିଁ।
ଯିଶାଇୟ 56:10
ତାହାର ପ୍ରହରିଗଣ ଅନ୍ଧ, ସେ ସମସ୍ତ ଜ୍ଞାନହୀନ, ସମାନେେ ନିର୍ବାକ ଶ୍ବାନ, ସମାନେେ ଭୁକିପାରନ୍ତି ନାହିଁ। ସମାନେେ ସ୍ବପ୍ନଦର୍ଶୀ, ନିଦ୍ରାଡ଼ ଓ ଶାଇେ ରହିବାକୁ ଭଲ ପାଆନ୍ତି।
ଯିରିମିୟ 4:22
ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।
ଯିରିମିୟ 5:21
' ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭମାନେେ ଚକ୍ଷୁ ଥାଉଁ ଥାଉଁ ଦେଖୁନାହଁ, କର୍ଣ୍ଣ ଥାଉଁ ଥାଉଁ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭମାନେେ ଶୁଣ।
ଯିରିମିୟ 8:7
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।
ଯିରିମିୟ 5:3
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।
ଆୟୁବ ପୁସ୍ତକ 36:12
ଯଦି ସହେି ଲୋକମାନେ ପରମେଶ୍ବରଙ୍କ ଆଦେଶ ମାନିବାକୁ ମନା କରନ୍ତି, ତା' ହେଲେ ସମାନେେ ଧ୍ବଂସ ହବେେ। ସମାନେେ ମୂର୍ଖଙ୍କ ଭଳି ମରିବେ।