Hosea 9
11 ଇଫ୍ରଯିମର ଗୌରବ ପକ୍ଷୀ ସଦୃଶ ଉଡିୟିବ। ଅଧିକ ଗର୍ଭଧାରଣ ହବେନାହିଁ, ଅଧିକ ଶିଶୁ ଜନ୍ମ ହବେନୋହିଁ।
12 ଯଦିଓ ଇଶ୍ରାୟେଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସମାନଙ୍କେୁ ସାହାୟ୍ଯ କରିବ ନାହିଁ। ଆମ୍ଭେ ସମାନଙ୍କେଠାରୁ ସମାନଙ୍କେର ପିଲାମାନଙ୍କୁ ନଇୟିବୋ। ଆମ୍ଭେ ସମାନଙ୍କେୁ ପରିତ୍ଯାଗ କରିବା। ଫଳ ରେ ସମାନଙ୍କେର ଦୁଃଖ ବ୍ଯତୀତ ଆଉ କିଛି ରହିବ ନାହିଁ।
13 ଆମ୍ଭେ ଦେଖିପାରୁଛୁ ଇଫ୍ରଯିମ ତା'ର ପିଲାମାନଙ୍କୁ ୟନ୍ତା ମଧ୍ଯକୁ ନେଉଛି। ଇଫ୍ରଯିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।
14 ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସମାନଙ୍କେୁ ଦିଅ। ଶିଶୁହରା ଗର୍ଭଶଯ ସମାନଙ୍କେୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସମାନଙ୍କେୁ ଦିଅ।
15 ସମାନଙ୍କେର ସମସ୍ତ ମନ୍ଦ କାର୍ୟ୍ଯ ଗିଲ୍ଗଲ୍ ରେ ଅଛି। ଆମ୍ଭେ ସମାନଙ୍କେୁ ସଠାେ ରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ଯାଗ କରିବାକୁ ଆମ୍ଭେ ସମାନଙ୍କେୁ ବାଧ୍ଯ କରିବା, କାରଣ ସମାନେେ ମନ୍ଦ କାର୍ୟ୍ଯ କରନ୍ତି। ଆମ୍ଭେ ସମାନଙ୍କେୁ ଆଉ ଭଲ ପାଇବା ନାହିଁ। ସମାନଙ୍କେର ନେତାମାନେ ବିଦ୍ରୋହି, ସମାନେେ ଆମ୍ଭର ବିରୁଦ୍ଧ ରେ ୟାଇଛନ୍ତି।
16 ଇଫ୍ରଯିମ ଦଣ୍ତିତ ହବେ। ସମାନଙ୍କେର ମୂଳ ମରିୟାଇଛି। ସମାନଙ୍କେର ଆଉ ଅଧିକ ସନ୍ତାନ ହବେେ ନାହିଁ। ସମାନେେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସମାନଙ୍କେର ମହାନ୍ ସନ୍ତାନଙ୍କୁ ଆମ୍ଭେ ହତ୍ଯା କରିବା।
11 As for Ephraim, their glory shall fly away like a bird, from the birth, and from the womb, and from the conception.
12 Though they bring up their children, yet will I bereave them, that there shall not be a man left: yea, woe also to them when I depart from them!
13 Ephraim, as I saw Tyrus, is planted in a pleasant place: but Ephraim shall bring forth his children to the murderer.
14 Give them, O Lord: what wilt thou give? give them a miscarrying womb and dry breasts.
15 All their wickedness is in Gilgal: for there I hated them: for the wickedness of their doings I will drive them out of mine house, I will love them no more: all their princes are revolters.
16 Ephraim is smitten, their root is dried up, they shall bear no fruit: yea, though they bring forth, yet will I slay even the beloved fruit of their womb.
Hosea 9 in Tamil and English
11 ଇଫ୍ରଯିମର ଗୌରବ ପକ୍ଷୀ ସଦୃଶ ଉଡିୟିବ। ଅଧିକ ଗର୍ଭଧାରଣ ହବେନାହିଁ, ଅଧିକ ଶିଶୁ ଜନ୍ମ ହବେନୋହିଁ।
As for Ephraim, their glory shall fly away like a bird, from the birth, and from the womb, and from the conception.
12 ଯଦିଓ ଇଶ୍ରାୟେଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସମାନଙ୍କେୁ ସାହାୟ୍ଯ କରିବ ନାହିଁ। ଆମ୍ଭେ ସମାନଙ୍କେଠାରୁ ସମାନଙ୍କେର ପିଲାମାନଙ୍କୁ ନଇୟିବୋ। ଆମ୍ଭେ ସମାନଙ୍କେୁ ପରିତ୍ଯାଗ କରିବା। ଫଳ ରେ ସମାନଙ୍କେର ଦୁଃଖ ବ୍ଯତୀତ ଆଉ କିଛି ରହିବ ନାହିଁ।
Though they bring up their children, yet will I bereave them, that there shall not be a man left: yea, woe also to them when I depart from them!
13 ଆମ୍ଭେ ଦେଖିପାରୁଛୁ ଇଫ୍ରଯିମ ତା'ର ପିଲାମାନଙ୍କୁ ୟନ୍ତା ମଧ୍ଯକୁ ନେଉଛି। ଇଫ୍ରଯିମ ତା'ର ପିଲାମାନଙ୍କୁ ଘାତକ ନିକଟକୁ ଆଣୁଛି।
Ephraim, as I saw Tyrus, is planted in a pleasant place: but Ephraim shall bring forth his children to the murderer.
14 ସଦାପ୍ରଭୁ, ତୁମ୍ଭେ ଯାହା ଗ୍ଭହଁ ତାହା ସମାନଙ୍କେୁ ଦିଅ। ଶିଶୁହରା ଗର୍ଭଶଯ ସମାନଙ୍କେୁ ଦିଅ, କ୍ଷୀର ବାହାରୁନଥିବା ସ୍ତନ ସମାନଙ୍କେୁ ଦିଅ।
Give them, O Lord: what wilt thou give? give them a miscarrying womb and dry breasts.
15 ସମାନଙ୍କେର ସମସ୍ତ ମନ୍ଦ କାର୍ୟ୍ଯ ଗିଲ୍ଗଲ୍ ରେ ଅଛି। ଆମ୍ଭେ ସମାନଙ୍କେୁ ସଠାେ ରେ ଘୃଣା କରିବା ଆରମ୍ଭ କଲୁ। ଆମ୍ଭର ଗୃହ ପରିତ୍ଯାଗ କରିବାକୁ ଆମ୍ଭେ ସମାନଙ୍କେୁ ବାଧ୍ଯ କରିବା, କାରଣ ସମାନେେ ମନ୍ଦ କାର୍ୟ୍ଯ କରନ୍ତି। ଆମ୍ଭେ ସମାନଙ୍କେୁ ଆଉ ଭଲ ପାଇବା ନାହିଁ। ସମାନଙ୍କେର ନେତାମାନେ ବିଦ୍ରୋହି, ସମାନେେ ଆମ୍ଭର ବିରୁଦ୍ଧ ରେ ୟାଇଛନ୍ତି।
All their wickedness is in Gilgal: for there I hated them: for the wickedness of their doings I will drive them out of mine house, I will love them no more: all their princes are revolters.
16 ଇଫ୍ରଯିମ ଦଣ୍ତିତ ହବେ। ସମାନଙ୍କେର ମୂଳ ମରିୟାଇଛି। ସମାନଙ୍କେର ଆଉ ଅଧିକ ସନ୍ତାନ ହବେେ ନାହିଁ। ସମାନେେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସମାନଙ୍କେର ମହାନ୍ ସନ୍ତାନଙ୍କୁ ଆମ୍ଭେ ହତ୍ଯା କରିବା।
Ephraim is smitten, their root is dried up, they shall bear no fruit: yea, though they bring forth, yet will I slay even the beloved fruit of their womb.