Isaiah 10:32 in Oriya

Oriya Oriya Bible Isaiah Isaiah 10 Isaiah 10:32

Isaiah 10:32
ସହେିଦିନ ସୈନ୍ଯବାହିନୀ ନୋବ ରେ ଅଟକିବେ। ୟିରୁଶାଲମର ସିଯୋନ ପର୍ବତ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସମାନେେ ପ୍ରସ୍ତୁତ ହବେେ।

Isaiah 10:31Isaiah 10Isaiah 10:33

Isaiah 10:32 in Other Translations

King James Version (KJV)
As yet shall he remain at Nob that day: he shall shake his hand against the mount of the daughter of Zion, the hill of Jerusalem.

American Standard Version (ASV)
This very day shall he halt at Nob: he shaketh his hand at the mount of the daughter of Zion, the hill of Jerusalem.

Bible in Basic English (BBE)
This very day he is stopping at Nob; he is shaking his hand against the mountain of the daughter of Zion, the hill of Jerusalem.

Darby English Bible (DBY)
Still a day of halting at Nob; he shaketh his hand [against] the mount of the daughter of Zion, the hill of Jerusalem. ...

World English Bible (WEB)
This very day shall he halt at Nob: he shakes his hand at the mountain of the daughter of Zion, the hill of Jerusalem.

Young's Literal Translation (YLT)
Yet to-day in Nob to remain, Wave its hand doth the mount of the daughter of Zion, The hill of Jerusalem.

As
yet
ע֥וֹדʿôdode
shall
he
remain
הַיּ֖וֹםhayyômHA-yome
Nob
at
בְּנֹ֣בbĕnōbbeh-NOVE
that
day:
לַֽעֲמֹ֑דlaʿămōdla-uh-MODE
he
shall
shake
יְנֹפֵ֤ףyĕnōpēpyeh-noh-FAFE
hand
his
יָדוֹ֙yādôya-DOH
against
the
mount
הַ֣רharhahr
daughter
the
of
בַּיתbaytbait
of
Zion,
צִיּ֔וֹןṣiyyônTSEE-yone
the
hill
גִּבְעַ֖תgibʿatɡeev-AT
of
Jerusalem.
יְרוּשָׁלִָֽם׃yĕrûšāloimyeh-roo-sha-loh-EEM

Cross Reference

1 Samuel 21:1
ତା'ପରେ ଦାଉଦ ପଳାଇଲେ ଏବଂ ଯୋନାଥନ ସହରକକ୍ସ୍ଟ ଫରେିଗଲେ।

Zechariah 2:9
ବାବିଲର ଲୋକମାନେ ଆମ୍ଭ ଲୋକମାନଙ୍କୁ କ୍ରୀତଦାସ କଲେ। କିନ୍ତୁ ଆମ୍ଭେ ଆମ୍ଭର ହସ୍ତ ସମାନଙ୍କେ ବିରୁଦ୍ଧ ରେ ଉଠାଇବା ଏବଂ ସହେି ଲୋକମାନେ ଆମ୍ଭ ଲୋକମାନଙ୍କ ଦ୍ବାରା ଲୁଟିତ ହବେେ। ତା'ପ ରେ ତୁମ୍ଭେ ଜାଣିବ ସଦାପ୍ରଭୁ ସର୍ବଶକ୍ତିମାନ ମାେତେ ପଠାଇଥିଲେ।

Isaiah 37:22
ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।

Isaiah 19:16
ସଦେିନ ମିଶରୀଯଗଣ ସ୍ତ୍ରୀ ସଦୃଶ ହବେେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଭୟ କରିବେ। ଯେତବେେଳେ ସଦାପ୍ରଭୁ ଦଣ୍ଡ ଦବୋପାଇଁ ହସ୍ତ ଉତ୍ତୋଳନ କରିବେ, ସେତବେେଳେ ସମାନେେ ଭୟଭୀତ ହବେେ।

1 Samuel 22:19
ସେ ଯାଜକମାନଙ୍କର ନୋବ୍ ନଗରକକ୍ସ୍ଟ ଖଣ୍ତା ରେ ଆଘାତ କଲା, ଦୋଯଗେ ନୋବ୍ର ସମସ୍ତ ଲୋକମାନଙ୍କୁ ହତ୍ଯା କଲା। ଏପରିକି ପିଲା, ସ୍ତ୍ରୀ, ପୁରୁଷ ସ୍ତନ୍ଯପାଯୀ ଶିଶକ୍ସ୍ଟ ଏବଂ ସମାନଙ୍କେର ଗାଈ, ଗଧ ଓ ମଷେମାନଙ୍କୁ ହତ୍ଯା କଲା।

Jeremiah 6:23
ସମାନେେ ଧନୁ ଓ ବର୍ଚ୍ଛା ଧରନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରନ୍ତି। ଆଉ ସମାନେେ ଅଶ୍ବାରୋହଣ କରନ୍ତି। ଆଗୋ ସିୟୋନର କନ୍ଯା, ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବା ପାଇଁ ସମାନଙ୍କେର ପ୍ରେତ୍ୟକକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।

Isaiah 13:2
ପରମେଶ୍ବର କହିଲେ, ବୃକ୍ଷଲତା ଶୂନ୍ଯ ପର୍ବତ ଉପ ରେ ଏକ ଧ୍ବଜା ଟକେ। ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ବର ରେ ଡ଼ାକ। ସମାନଙ୍କେୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ବାର ଦଇେ ସମାନେେ ପ୍ରବେଶ କରନ୍ତୁ।'

Isaiah 11:15
ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।

Isaiah 10:24
ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।

Isaiah 2:2
ଶଷେ ଦିନ ରେ ଏହା ହିଁ ଘଟିବ। ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖର ରେ ହବେ। ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧିଅରେ ଉଚ୍ଚତର ହବେ। ସମସ୍ତ ଗୋଷ୍ଠୀର ଲୋକମାନେ ସୋର୍ତ ସଦୃଶ ସଠାେକୁ ଧାବିତ ହବେେ।

Isaiah 1:8
ସିୟୋନର କନ୍ଯା ପରିତ୍ଯକ୍ତ ଦ୍ରାକ୍ଷା କ୍ଷେତ୍ର ରେ ଗୋଟିଏ କୁଡ଼ିଆ ସଦୃଶ ଦଖାଯାେଉଛି। ଏକ ପରିତ୍ଯକ୍ତ କାକୁଡ଼ିକ୍ଷେତ୍ର ସଦୃଶ ପରି। ଆଉ ଏହା ଶତ୍ରୁମାନଙ୍କ ଦ୍ବାରା ଅବରୋଧିତ ନଗର ସଦୃଶ ହାଇେଅଛି।'

Nehemiah 11:32
ଅନାଥୋତ, ନୋବ୍, ଓ ଅନନିଯା ରେ