Isaiah 10

fullscreen5 ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।

fullscreen6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।

fullscreen7 ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।

fullscreen8 ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।

fullscreen9 କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।

fullscreen10 ମୁଁ ସହେି ଭ୍ରଷ୍ଟାଚାରୀ ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସଗେୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସହେି ଲୋକମାନେ ପୂଜା କରୁଛନ୍ତି ସଗେୁଡ଼ିକ ୟିରୁଶାଲମ ଓ ଶମରିଯାର ପ୍ରତିମାଗୁଡ଼ିକଠାରୁ ଶ୍ ରେଷ୍ଠତର।

fullscreen11 ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'

fullscreen12 ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

fullscreen13 ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।

fullscreen14 ଗୋଟିଏ ବ୍ଯକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସମାନଙ୍କେର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳ ରେ ଅପହରଣ କରିଛି। ଅନକେ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ୟାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ଯବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାୟ୍ଯ ରେ ଲଢ଼ିବାକୁ ସଠାେ ରେ ନ ଥାନ୍ତି। ତେଣୁ ଲୋକେ ଅଣ୍ଡା ନଇେ ୟାଆନ୍ତି। ତେଣୁ ମୁଁ ସହେିପରି ସମାନଙ୍କେର ଧନସମ୍ପଦ ଲୁଣ୍ଠନ କଲା ବେଳେ କହେି ମାେତେ ବାଧା ଦବେେ ନାହିଁ।'

fullscreen15 ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

fullscreen16 ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।

fullscreen17 ଇଶ୍ରାୟେଲର ଜ୍ଯୋତି ଗୋଟିଏ ଜ୍ବଳନ୍ତ ଅଗ୍ନି ପରି ହବେେ। ସହେି ଧର୍ମସ୍ବରୂପ ଏକ ଶିଖା ସଦୃଶ ହବେେ। ସହେି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।

fullscreen18 ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।

fullscreen19 କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।

fullscreen20 ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।

fullscreen21 ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।

fullscreen22 ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।

fullscreen23 ମାେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ବଂସ କରିବେ।

fullscreen24 ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।

fullscreen25 ଯେତବେେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦଇେସାରିଛି, ସେତବେେଳେ ମାରେ କୋର୍ଧ ପ୍ରଶମିତ ହବେ।'

fullscreen26 ତା'ପ ରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତ ରେ ଓ ରବେ ଶୈଳ ରେ ମିଦିଯନର ହତ୍ଯା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲା ବେଳେ ସେ ସହେିପରି କରିବେ। ଆଉ ଅତୀତ ରେ ସଦାପ୍ରଭୁ ଯେପରି ତାଙ୍କର ୟଷ୍ଟି ସମୁଦ୍ର ଉପ ରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦଇେ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସହେିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।

fullscreen27 ସେ ଦିନ ରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସହେି ଦୁଃଖ ବୋଝ ତୁମ୍ଭ ସ୍କନ୍ଧ ରେ ୟୁଆଳି ସଦୃଶ ହବେ। ମାତ୍ର ସହେି ୟୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆୟିବ। ସହେି ବୋଝ ରୂପକ ୟୁଆଳି ତୁମ୍ଭର ଶକ୍ତି ବଳ ରେ ଭଗ୍ନ ହବେ।

5 O Assyrian, the rod of mine anger, and the staff in their hand is mine indignation.

6 I will send him against an hypocritical nation, and against the people of my wrath will I give him a charge, to take the spoil, and to take the prey, and to tread them down like the mire of the streets.

7 Howbeit he meaneth not so, neither doth his heart think so; but it is in his heart to destroy and cut off nations not a few.

8 For he saith, Are not my princes altogether kings?

9 Is not Calno as Carchemish? is not Hamath as Arpad? is not Samaria as Damascus?

10 As my hand hath found the kingdoms of the idols, and whose graven images did excel them of Jerusalem and of Samaria;

11 Shall I not, as I have done unto Samaria and her idols, so do to Jerusalem and her idols?

12 Wherefore it shall come to pass, that when the Lord hath performed his whole work upon mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.

13 For he saith, By the strength of my hand I have done it, and by my wisdom; for I am prudent: and I have removed the bounds of the people, and have robbed their treasures, and I have put down the inhabitants like a valiant man:

14 And my hand hath found as a nest the riches of the people: and as one gathereth eggs that are left, have I gathered all the earth; and there was none that moved the wing, or opened the mouth, or peeped.

15 Shall the axe boast itself against him that heweth therewith? or shall the saw magnify itself against him that shaketh it? as if the rod should shake itself against them that lift it up, or as if the staff should lift up itself, as if it were no wood.

16 Therefore shall the Lord, the Lord of hosts, send among his fat ones leanness; and under his glory he shall kindle a burning like the burning of a fire.

17 And the light of Israel shall be for a fire, and his Holy One for a flame: and it shall burn and devour his thorns and his briers in one day;

18 And shall consume the glory of his forest, and of his fruitful field, both soul and body: and they shall be as when a standardbearer fainteth.

19 And the rest of the trees of his forest shall be few, that a child may write them.

20 And it shall come to pass in that day, that the remnant of Israel, and such as are escaped of the house of Jacob, shall no more again stay upon him that smote them; but shall stay upon the Lord, the Holy One of Israel, in truth.

21 The remnant shall return, even the remnant of Jacob, unto the mighty God.

22 For though thy people Israel be as the sand of the sea, yet a remnant of them shall return: the consumption decreed shall overflow with righteousness.

23 For the Lord God of hosts shall make a consumption, even determined, in the midst of all the land.

24 Therefore thus saith the Lord God of hosts, O my people that dwellest in Zion, be not afraid of the Assyrian: he shall smite thee with a rod, and shall lift up his staff against thee, after the manner of Egypt.

25 For yet a very little while, and the indignation shall cease, and mine anger in their destruction.

26 And the Lord of hosts shall stir up a scourge for him according to the slaughter of Midian at the rock of Oreb: and as his rod was upon the sea, so shall he lift it up after the manner of Egypt.

27 And it shall come to pass in that day, that his burden shall be taken away from off thy shoulder, and his yoke from off thy neck, and the yoke shall be destroyed because of the anointing.

Isaiah 10 in Tamil and English

5 ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
O Assyrian, the rod of mine anger, and the staff in their hand is mine indignation.

6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।
I will send him against an hypocritical nation, and against the people of my wrath will I give him a charge, to take the spoil, and to take the prey, and to tread them down like the mire of the streets.

7 ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।
Howbeit he meaneth not so, neither doth his heart think so; but it is in his heart to destroy and cut off nations not a few.

8 ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
For he saith, Are not my princes altogether kings?

9 କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।
Is not Calno as Carchemish? is not Hamath as Arpad? is not Samaria as Damascus?

10 ମୁଁ ସହେି ଭ୍ରଷ୍ଟାଚାରୀ ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସଗେୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସହେି ଲୋକମାନେ ପୂଜା କରୁଛନ୍ତି ସଗେୁଡ଼ିକ ୟିରୁଶାଲମ ଓ ଶମରିଯାର ପ୍ରତିମାଗୁଡ଼ିକଠାରୁ ଶ୍ ରେଷ୍ଠତର।
As my hand hath found the kingdoms of the idols, and whose graven images did excel them of Jerusalem and of Samaria;

11 ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'
Shall I not, as I have done unto Samaria and her idols, so do to Jerusalem and her idols?

12 ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।
Wherefore it shall come to pass, that when the Lord hath performed his whole work upon mount Zion and on Jerusalem, I will punish the fruit of the stout heart of the king of Assyria, and the glory of his high looks.

13 ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।
For he saith, By the strength of my hand I have done it, and by my wisdom; for I am prudent: and I have removed the bounds of the people, and have robbed their treasures, and I have put down the inhabitants like a valiant man:

14 ଗୋଟିଏ ବ୍ଯକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସମାନଙ୍କେର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳ ରେ ଅପହରଣ କରିଛି। ଅନକେ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ୟାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ଯବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାୟ୍ଯ ରେ ଲଢ଼ିବାକୁ ସଠାେ ରେ ନ ଥାନ୍ତି। ତେଣୁ ଲୋକେ ଅଣ୍ଡା ନଇେ ୟାଆନ୍ତି। ତେଣୁ ମୁଁ ସହେିପରି ସମାନଙ୍କେର ଧନସମ୍ପଦ ଲୁଣ୍ଠନ କଲା ବେଳେ କହେି ମାେତେ ବାଧା ଦବେେ ନାହିଁ।'
And my hand hath found as a nest the riches of the people: and as one gathereth eggs that are left, have I gathered all the earth; and there was none that moved the wing, or opened the mouth, or peeped.

15 ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।
Shall the axe boast itself against him that heweth therewith? or shall the saw magnify itself against him that shaketh it? as if the rod should shake itself against them that lift it up, or as if the staff should lift up itself, as if it were no wood.

16 ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।
Therefore shall the Lord, the Lord of hosts, send among his fat ones leanness; and under his glory he shall kindle a burning like the burning of a fire.

17 ଇଶ୍ରାୟେଲର ଜ୍ଯୋତି ଗୋଟିଏ ଜ୍ବଳନ୍ତ ଅଗ୍ନି ପରି ହବେେ। ସହେି ଧର୍ମସ୍ବରୂପ ଏକ ଶିଖା ସଦୃଶ ହବେେ। ସହେି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।
And the light of Israel shall be for a fire, and his Holy One for a flame: and it shall burn and devour his thorns and his briers in one day;

18 ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।
And shall consume the glory of his forest, and of his fruitful field, both soul and body: and they shall be as when a standardbearer fainteth.

19 କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।
And the rest of the trees of his forest shall be few, that a child may write them.

20 ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।
And it shall come to pass in that day, that the remnant of Israel, and such as are escaped of the house of Jacob, shall no more again stay upon him that smote them; but shall stay upon the Lord, the Holy One of Israel, in truth.

21 ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।
The remnant shall return, even the remnant of Jacob, unto the mighty God.

22 ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।
For though thy people Israel be as the sand of the sea, yet a remnant of them shall return: the consumption decreed shall overflow with righteousness.

23 ମାେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ବଂସ କରିବେ।
For the Lord God of hosts shall make a consumption, even determined, in the midst of all the land.

24 ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।
Therefore thus saith the Lord God of hosts, O my people that dwellest in Zion, be not afraid of the Assyrian: he shall smite thee with a rod, and shall lift up his staff against thee, after the manner of Egypt.

25 ଯେତବେେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦଇେସାରିଛି, ସେତବେେଳେ ମାରେ କୋର୍ଧ ପ୍ରଶମିତ ହବେ।'
For yet a very little while, and the indignation shall cease, and mine anger in their destruction.

26 ତା'ପ ରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତ ରେ ଓ ରବେ ଶୈଳ ରେ ମିଦିଯନର ହତ୍ଯା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲା ବେଳେ ସେ ସହେିପରି କରିବେ। ଆଉ ଅତୀତ ରେ ସଦାପ୍ରଭୁ ଯେପରି ତାଙ୍କର ୟଷ୍ଟି ସମୁଦ୍ର ଉପ ରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦଇେ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସହେିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।
And the Lord of hosts shall stir up a scourge for him according to the slaughter of Midian at the rock of Oreb: and as his rod was upon the sea, so shall he lift it up after the manner of Egypt.

27 ସେ ଦିନ ରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସହେି ଦୁଃଖ ବୋଝ ତୁମ୍ଭ ସ୍କନ୍ଧ ରେ ୟୁଆଳି ସଦୃଶ ହବେ। ମାତ୍ର ସହେି ୟୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆୟିବ। ସହେି ବୋଝ ରୂପକ ୟୁଆଳି ତୁମ୍ଭର ଶକ୍ତି ବଳ ରେ ଭଗ୍ନ ହବେ।
And it shall come to pass in that day, that his burden shall be taken away from off thy shoulder, and his yoke from off thy neck, and the yoke shall be destroyed because of the anointing.