Isaiah 12 - BBE (Oriya)
1 And in that day you will say I will give praise to you, O Lord; for though you were angry with me, your wrath is turned away, and I am comforted.ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
2 See, God is my salvation; I will have faith in the Lord, without fear: for the Lord Jah is my strength and song; and he has become my salvation.ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
3 So with joy will you get water out of the springs of salvation.ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
4 And in that day you will say, Give praise to the Lord, let his name be honoured, give word of his doings among the peoples, say that his name is lifted up.ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
5 Make a song to the Lord; for he has done noble things: give news of them through all the earth.ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
6 Let your voice be sounding in a cry of joy, O daughter of Zion, for great is the Holy One of Israel among you.ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
Oriya Bible