Isaiah 12 - WEB (Oriya)
1 In that day you will say, "I will give thanks to you, Yahweh; for though you were angry with me, your anger has turned away and you comfort me.ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
2 Behold, God is my salvation. I will trust, and will not be afraid; for Yah, Yahweh, is my strength and song; and he has become my salvation."ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
3 Therefore with joy you shall draw water out of the wells of salvation.ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
4 In that day you will say, "Give thanks to Yahweh! Call on his name. Declare his doings among the peoples. Proclaim that his name is exalted!ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
5 Sing to Yahweh, for he has done excellent things! Let this be known in all the earth!ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
6 Cry aloud and shout, you inhabitant of Zion; for great in the midst of you is the Holy One of Israel!"ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
Oriya Bible