Isaiah 25:12
ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳି ରେ ମିଶାଇ ଦବେେ।
Isaiah 25:12 in Other Translations
King James Version (KJV)
And the fortress of the high fort of thy walls shall he bring down, lay low, and bring to the ground, even to the dust.
American Standard Version (ASV)
And the high fortress of thy walls hath he brought down, laid low, and brought to the ground, even to the dust.
Bible in Basic English (BBE)
And the strong tower of your walls has been broken by him, made low, and crushed even to the dust.
Darby English Bible (DBY)
And the fortress of the high defences of thy walls will he bring down, lay low, bring to the ground, into the dust.
World English Bible (WEB)
The high fortress of your walls has he brought down, laid low, and brought to the ground, even to the dust.
Young's Literal Translation (YLT)
And the fortress of the high place of thy walls He hath bowed down -- He hath made low, He hath caused `it' to come to the earth, -- unto dust.
| And the fortress | וּמִבְצַ֞ר | ûmibṣar | oo-meev-TSAHR |
| fort high the of | מִשְׂגַּ֣ב | miśgab | mees-ɡAHV |
| of thy walls | חוֹמֹתֶ֗יךָ | ḥômōtêkā | hoh-moh-TAY-ha |
| down, bring he shall | הֵשַׁ֥ח | hēšaḥ | hay-SHAHK |
| lay low, | הִשְׁפִּ֛יל | hišpîl | heesh-PEEL |
| and bring | הִגִּ֥יעַ | higgîaʿ | hee-ɡEE-ah |
| ground, the to | לָאָ֖רֶץ | lāʾāreṣ | la-AH-rets |
| even to | עַד | ʿad | ad |
| the dust. | עָפָֽר׃ | ʿāpār | ah-FAHR |
Cross Reference
Isaiah 26:5
ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଉର୍ଦ୍ଧ୍ବସ୍ଥିତ ସହେି ଲୋକମାନଙ୍କୁ ଦଣ୍ଡ ଦବେେ। ସମାନଙ୍କେୁ ଭୂମିସାତ୍ କରି ଧୂଳି ରେ ମିଶାଇ ଦବେେ।
Isaiah 13:19
ବାବିଲୋନୀଯମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ଯ ସବୁ ରାଜ୍ଯମାନଙ୍କ ମଧିଅରେ ଅଧିକ ସୌନ୍ଦର୍ୟ୍ଯଶାଳୀ।
Isaiah 14:23
ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'
Isaiah 15:1
ମାଯାେବ ବିଷଯ ରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରି ରେ ମାୟୋବର ଆର ନଗରରୁ ସୈନ୍ଯମାନେ ସମସ୍ତ ଧନ ନଇଗେଲେ ଏବଂ ତାକୁ ମଧ୍ଯ ଧ୍ବଂସ କଲେ। ଆଉ ମଧ୍ଯ ଦିନେ ରାତ୍ରି ରେ ସୈନ୍ଯମାନେ ମାୟୋବର ବୀର ନଗରରୁ ସମସ୍ତ ଧନ ନଇଗେଲେ ଓ ସେ ନଗରକୁ ମଧ୍ଯ ଧ୍ବଂସ କଲେ।
Jeremiah 51:58
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହବେ ଓ ତାହାର ଉଚ୍ଚ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହବେ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଲାନ୍ତ ହବେେ। ମାତ୍ର ତାହା କିଛି ସାହାୟ୍ଯ କରିବ ନାହିଁ। ସମାନେେ ସହେି ଅଗ୍ନି ଶିଖା ରେ ଜାଳଣେି ସ୍ବରୂପ ଦଗ୍ଧ ହବେେ।
Jeremiah 51:64
ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।
2 Corinthians 10:4
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।
Hebrews 11:30
ଈଶ୍ବରଙ୍କ ଲୋକମାନଙ୍କ ବିଶ୍ବାସ ହତେୁ ଯିରୀହାେ ନଗରର ପାଚରେୀଗୁଡ଼ିକ ସମାନେେ ସାତଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।
Revelation 18:21
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :