Isaiah 28:18 in Oriya

Oriya Oriya Bible Isaiah Isaiah 28 Isaiah 28:18

Isaiah 28:18
ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।

Isaiah 28:17Isaiah 28Isaiah 28:19

Isaiah 28:18 in Other Translations

King James Version (KJV)
And your covenant with death shall be disannulled, and your agreement with hell shall not stand; when the overflowing scourge shall pass through, then ye shall be trodden down by it.

American Standard Version (ASV)
And your covenant with death shall be annulled, and your agreement with Sheol shall not stand; when the overflowing scourge shall pass through, then ye shall be trodden down by it.

Bible in Basic English (BBE)
And the help you were looking for from death will come to nothing, and your agreement with the underworld will be broken; when the overflowing waters come through, then you will be overcome by them.

Darby English Bible (DBY)
And your covenant with death shall be annulled, and your agreement with Sheol shall not stand; when the overflowing scourge shall pass through, ye shall be trodden down by it.

World English Bible (WEB)
Your covenant with death shall be annulled, and your agreement with Sheol shall not stand; when the overflowing scourge shall pass through, then you shall be trodden down by it.

Young's Literal Translation (YLT)
And disannulled hath been your covenant with death, And your provision with Sheol doth not stand, An overflowing scourge, when it passeth over, Then ye have been to it for a treading-place.

And
your
covenant
וְכֻפַּ֤רwĕkupparveh-hoo-PAHR
with
בְּרִֽיתְכֶם֙bĕrîtĕkembeh-ree-teh-HEM
death
אֶתʾetet
disannulled,
be
shall
מָ֔וֶתmāwetMA-vet
and
your
agreement
וְחָזוּתְכֶ֥םwĕḥāzûtĕkemveh-ha-zoo-teh-HEM
with
אֶתʾetet
hell
שְׁא֖וֹלšĕʾôlsheh-OLE
shall
not
לֹ֣אlōʾloh
stand;
תָק֑וּםtāqûmta-KOOM
when
שׁ֤וֹטšôṭshote
the
overflowing
שׁוֹטֵף֙šôṭēpshoh-TAFE
scourge
כִּ֣יkee
shall
pass
through,
יַֽעֲבֹ֔רyaʿăbōrya-uh-VORE
be
shall
ye
then
וִהְיִ֥יתֶםwihyîtemvee-YEE-tem
trodden
down
ל֖וֹloh
by
it.
לְמִרְמָֽס׃lĕmirmāsleh-meer-MAHS

Cross Reference

Isaiah 28:15
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'

Isaiah 7:7
ସମାରପ୍ରଭୁ ସଦାପ୍ରଭୁ କୁହନ୍ତି, ତାଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ।

Isaiah 28:3
ଇଫ୍ରଯିମର ମତ୍ତ ଲୋକମାନଙ୍କ ଦର୍ପସ୍ବରୂପ ମୁକୁଟ' ପଦ ତଳେ ଦଳିତ ହବେ।

Isaiah 8:10
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।

Revelation 17:15
ତା'ପରେ ସେ ସ୍ବର୍ଗଦୂତ ମାେତେ କହିଲେ, ତୁମ୍ଭେ ଯେଉଁ ଜଳରାଶୀ ଉପରେ ବେଶ୍ଯା ବସୁଥିବାର ଦେଖିଲ, ସହେି ଜଳରାଶୀ ହେଉଛି ବିଭିନ୍ନ ଲୋକ, ବିଭିନ୍ନ ଦେଶ ଓ ଭାଷାମାନ।

Revelation 12:15
ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସହେି ନାରୀର ପଛପଟରୁ ଜଳ ଛାଡ଼ିଲା ୟଦ୍ଦ୍ବାରା ସେ ଜଳ ସୋର୍ତ ଦ୍ବାରା ତାହାକୁ ଭସାଇ ନଇେପାରିବ।

Malachi 4:1
ସହେିଦିନ ଆସୁଅଛି ୟାହିକି ଉହ୍ନଇେ ପରି ଜଳିବ। ସହେି ସମସ୍ତ ଅହଙ୍କାରୀ ଲୋକମାନେ ଏବଂ ମନ୍ଦ କାର୍ୟ୍ଯ କରୁଥିବା ଲୋକମାନେ ନଡାପରି ଜଳିଯିବେ। ସହେି ଅଗ୍ନି ଗୋଟିଏ ଶାଖା କି ମୂଳ ମଧ୍ଯ ଛାଡିବ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହି କଥା କହିଥିଲେ।

Zechariah 1:6
ଆମ୍ଭେ ଆପଣା ଭବିଷ୍ଯଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷଯ ରେ ପ୍ରଗ୍ଭର କରିବାକୁ ଆଦେଶ ଦଇେଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶଷେ ରେ ଦଣ୍ତ ଦିଆୟାଇଥିଲା, କ'ଣ ସମାନଙ୍କେୁ ଦିଆୟାଇନଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, 'ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦଇେଥିଲେ।' ତେଣୁ ସମାନେେ ପରମେଶ୍ବରଙ୍କ ନିକଟକୁ ଫରେିଆସିଲେ।

Daniel 11:40
ଆଉ ଅନ୍ତିମ କାଳ ରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବି ରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ବାରୋହୀଗଣ ଓ ଅନକେ ଜାହାଜ ନଇେ ତାହା ବିରୁଦ୍ଧ ରେ ଘୂର୍ଣ୍ଣିବାଯୁତୁଲ୍ଯ ଆସିବ। ସେ ନାନା ଦେଶ ରେ ପ୍ରବେଶ କରି ବନ୍ଯା ପରି ବହିୟିବ।

Daniel 9:26
ପୁଣି ବାଷଠି ସପ୍ତାହ ପ ରେ ଅଭିଷିକ୍ତ ବ୍ଯକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହବେେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ରସ୍ଥାନ ନଷ୍ଟ କରିବେ। ବନ୍ଯା ରେ ତାହା ଶଷେ ହବେ। ପୁଣି ଶଷେ ପର୍ୟ୍ଯନ୍ତ ୟୁଦ୍ଧ ହବେ। ଆଉ ପରମେଶ୍ବର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।

Daniel 8:9
ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।

Ezekiel 17:15
କିନ୍ତୁ ସେ ବାବିଲର ରାଜା ବିରୁଦ୍ଧ ରେ ଗଲା। ସେ ତା'ର ବାର୍ତ୍ତାବହମାନଙ୍କୁ ଅଶ୍ବ ଓ ସୈନ୍ଯ ସାହାୟ୍ଯ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ'ଣ କୃତକାର୍ୟ୍ଯ ହବେ ? ୟିଏ ଏପରି କାର୍ୟ୍ଯସବୁ କରେ, ସେ କ'ଣ ରକ୍ଷା ପାଇବ ? ଆଉ ସେ ଚୁକ୍ତି ଲଙ୍ଘନ କରି କ'ଣ ଦଣ୍ଡ ପାଇବ ନାହିଁ ?

Jeremiah 47:2
ସଦାପ୍ରଭୁ କହନ୍ତି, ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ଯ କୂଳ ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି, ତାହା ପ୍ଲାବନକାରୀ ବନ୍ଯା ସଦୃଶ ସମଗ୍ର ଦେଶ, ତନ୍ମଧ୍ଯସ୍ଥ ସମସ୍ତ ବସ୍ତ୍ର, ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ। ତହିଁରେ ଲୋକମାନେ କ୍ରନ୍ଦନ କରିବେ ଓ ସାହାୟ୍ଯ ପାଇଁ ହାହାକାର କରିବେ।

Jeremiah 44:28
ଖଡ୍ଗରୁ ରକ୍ଷା ପାଇ ଅଳ୍ପ କେତକେ ଲୋକ ମିଶରରୁ ଯିହୁଦାକୁ ଫରେିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ୟାଇଅଛନ୍ତି, ଯିହୁଦାର ସହେି ଅବଶିଷ୍ଟାଂଶ ଲୋକେ, ସମାନେେ ଜାଣିବେ ତାହାର ବାକ୍ଯ ବିଶ୍ବାସ ଯୋଗ୍ଯ, ମାରେି ନା ସବୋନଙ୍କର।

Isaiah 8:8
ସହେି ଜଳରାଶି ଯିହୁଦା ପର୍ୟ୍ଯନ୍ତ ମାଡ଼ିୟିବ ଓ ଯିହୁଦାର କଣ୍ଠ ପର୍ୟ୍ଯନ୍ତ ବ୍ଯାପିବ। ପରିଶଷେ ରେ ତା'କୁ ବୁଡ଼ାଇ ଦବେ।

Isaiah 2:15
ଆଉମଧ୍ଯ ସହେି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଶାସ୍ତି ଦବେେ।