Isaiah 33

fullscreen20 ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର ; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।

fullscreen21 କାହିଁକି ଏସବୁ ହବେ ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହବେେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ଷୋର୍ତ ସମୂହର ସ୍ଥାନ ହବେ। କିନ୍ତୁ ସହେି ନଦୀମାନଙ୍କ ରେ ଆହୁଲା ୟୁକ୍ତ କୌଣସି ନେ ୗକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭମାନେେ ସହେି ପୋତର ରଜ୍ଜୁ ଛାଡ଼ି ଦବେ।

fullscreen22 ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।

fullscreen23 ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦବେେ। ଏପରିକି େଛାଟ ଲୋକ ମଧ୍ଯ ଲୁଟିତ ସମ୍ପଦ ପାଇବ।

20 Look upon Zion, the city of our solemnities: thine eyes shall see Jerusalem a quiet habitation, a tabernacle that shall not be taken down; not one of the stakes thereof shall ever be removed, neither shall any of the cords thereof be broken.

21 But there the glorious Lord will be unto us a place of broad rivers and streams; wherein shall go no galley with oars, neither shall gallant ship pass thereby.

22 For the Lord is our judge, the Lord is our lawgiver, the Lord is our king; he will save us.

23 Thy tacklings are loosed; they could not well strengthen their mast, they could not spread the sail: then is the prey of a great spoil divided; the lame take the prey.

Isaiah 33 in Tamil and English

20 ଆମ୍ଭମାନଙ୍କ ପବିତ୍ର ଧର୍ମସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର ; ଶାନ୍ତିମଯ ବସତିସ୍ଥାନ ୟିରୁଶାଲମ ପ୍ରତି ଲକ୍ଷ୍ଯ କର, ତାହା ଅଟଳ ତମ୍ବୁ ସ୍ବରୂପ ଓ ତାହାର କିଳାଗୁଡ଼ିକ ଏତେ ସୁଦୃଢ଼ ତାହା ଉପୁଡିବ ନାହିଁ କିମ୍ବା ଦଉଡ଼ି ଗୁଡ଼ିକ ଛିଣ୍ଡିବ ନାହିଁ।
Look upon Zion, the city of our solemnities: thine eyes shall see Jerusalem a quiet habitation, a tabernacle that shall not be taken down; not one of the stakes thereof shall ever be removed, neither shall any of the cords thereof be broken.

21 କାହିଁକି ଏସବୁ ହବେ ? କାରଣ ପ୍ରବଳ ଶକ୍ତିମାନ ସଦାପ୍ରଭୁ ଆମ୍ଭମାନଙ୍କର ସହାୟକ ହବେେ। ସେ ସ୍ଥାନ ପ୍ରଶସ୍ତ ନଦନଦୀ ଓ ଷୋର୍ତ ସମୂହର ସ୍ଥାନ ହବେ। କିନ୍ତୁ ସହେି ନଦୀମାନଙ୍କ ରେ ଆହୁଲା ୟୁକ୍ତ କୌଣସି ନେ ୗକା ଗତି କରିବ ନାହିଁ କି ଭୟଙ୍କର ଜାହାଜ ତାହାକୁ ଅତିକ୍ରମ କରିବ ନାହିଁ। ତୁମ୍ଭମାନେେ ସହେି ପୋତର ରଜ୍ଜୁ ଛାଡ଼ି ଦବେ।
But there the glorious Lord will be unto us a place of broad rivers and streams; wherein shall go no galley with oars, neither shall gallant ship pass thereby.

22 ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।
For the Lord is our judge, the Lord is our lawgiver, the Lord is our king; he will save us.

23 ତେଣୁ ସଦାପ୍ରଭୁ ଆମ୍ଭମାନଙ୍କୁ ବିପୁଳ ସମ୍ପଦ ଦବେେ। ଏପରିକି େଛାଟ ଲୋକ ମଧ୍ଯ ଲୁଟିତ ସମ୍ପଦ ପାଇବ।
Thy tacklings are loosed; they could not well strengthen their mast, they could not spread the sail: then is the prey of a great spoil divided; the lame take the prey.