Isaiah 38:3 in Oriya

Oriya Oriya Bible Isaiah Isaiah 38 Isaiah 38:3

Isaiah 38:3
ହେ ସଦାପ୍ରଭୁ, ମୁଁ ବିନଯ କରି କହୁଅଛି, ମୁଁ ବିଶ୍ବସ୍ତ ଭାବରେ ସର୍ବାନ୍ତଃକରଣ ରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟି ରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର। ଏହା କହି ହିଜକିଯ ଅତିଶଯ ରୋଦନ କଲା।

Isaiah 38:2Isaiah 38Isaiah 38:4

Isaiah 38:3 in Other Translations

King James Version (KJV)
And said, Remember now, O LORD, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept sore.

American Standard Version (ASV)
and said, Remember now, O Jehovah, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept sore.

Bible in Basic English (BBE)
O Lord, keep in mind how I have been true to you with all my heart, and have done what is good in your eyes. And Hezekiah gave way to bitter weeping.

Darby English Bible (DBY)
and said, Ah, Jehovah, remember, I beseech thee, how I have walked before thee in truth and with a perfect heart, and have done that which is good in thy sight. And Hezekiah wept much.

World English Bible (WEB)
and said, Remember now, Yahweh, I beg you, how I have walked before you in truth and with a perfect heart, and have done that which is good in your sight. Hezekiah wept sore.

Young's Literal Translation (YLT)
and saith, `I pray thee, O Jehovah, remember, I pray Thee, how I have walked habitually before Thee in truth, and with a perfect heart, and that which `is' good in thine eyes I have done;' and Hezekiah weepeth -- a great weeping.

And
said,
וַיֹּאמַ֗רwayyōʾmarva-yoh-MAHR
Remember
אָנָּ֤הʾonnâoh-NA
now,
יְהוָה֙yĕhwāhyeh-VA
Lord,
O
זְכָרzĕkārzeh-HAHR
I
beseech
thee,
נָ֞אnāʾna

אֵ֣תʾētate
how
אֲשֶׁ֧רʾăšeruh-SHER
I
have
walked
הִתְהַלַּ֣כְתִּיhithallaktîheet-ha-LAHK-tee
before
לְפָנֶ֗יךָlĕpānêkāleh-fa-NAY-ha
thee
in
truth
בֶּֽאֱמֶת֙beʾĕmetbeh-ay-MET
perfect
a
with
and
וּבְלֵ֣בûbĕlēboo-veh-LAVE
heart,
שָׁלֵ֔םšālēmsha-LAME
and
have
done
וְהַטּ֥וֹבwĕhaṭṭôbveh-HA-tove
good
is
which
that
בְּעֵינֶ֖יךָbĕʿênêkābeh-ay-NAY-ha
in
thy
sight.
עָשִׂ֑יתִיʿāśîtîah-SEE-tee
And
Hezekiah
וַיֵּ֥בְךְּwayyēbĕkva-YAY-vek
wept
חִזְקִיָּ֖הוּḥizqiyyāhûheez-kee-YA-hoo
sore.
בְּכִ֥יbĕkîbeh-HEE
גָדֽוֹל׃gādôlɡa-DOLE

Cross Reference

Psalm 6:8
ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

Nehemiah 13:14
ହେ ମାରେ ପରମେଶ୍ବର, ଏ ବିଷଯ ରେ ମାେତେ ସ୍ମରଣ କର। ଆଉ ମୁଁ ମାହେର ପରମଶ୍ବରଙ୍କ ଗୃହ ଓ ତହିଁର ବିଷଯ ପାଳନୀଯ ବିଷଯ ନିମନ୍ତେ ଯାହା କରିଅଛି ମାରେ କୃତ ସହେି ସୁକର୍ମ ସବୁ ଲିଭାଇ ଦିଅ।

1 Chronicles 29:19
ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।

Psalm 32:2
ଜଣେ ବ୍ଯକ୍ତି ଅଧିକ ଖୁସି ହୁଏ, ଯେତବେେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ। ସହେି ବ୍ଯକ୍ତିଟି ଅଧିକ ଭାଗ୍ଯଶାଳୀ ୟିଏ ନିଜର ପାପକୁ ଗୋପନ ରେଖ ନାହିଁ।

Psalm 102:9
ମାରେ ଦୁଃଖ ହିଁ ଏକମାତ୍ର ଭୋଜନ। ମାରେ ପଯେଦ୍ରବ୍ଯ ଅଶ୍ରୁଜଳ ସଙ୍ଗେ ମିଶିଅଛି।

Psalm 101:2
ମୁଁ ଯତ୍ନଶୀଳ ହାଇେ ସିଦ୍ଧ ପଥରେ ଜୀବନୟାପନ କରିବି। ହେ ସଦାପ୍ରଭୁ, କବେେ ତୁମ୍ଭେ ମାେ ନିକଟକୁ ଆସିବ। ମୁଁ ମାେ ରାଜ ପ୍ରାସାଦରେ ଧାର୍ମିକତା ଜୀବନୟାପନ କରିବି।

Psalm 26:3
ମୁଁ ସବୁବେଳେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।

Psalm 20:1
ତୁମ୍ଭେ ଯେତବେେଳେ ବିପଦରେ ପଡ଼ିଥାଅ, ସହେି ସଦାପଭ୍ରୁ ତୁମ୍ଭର ଡ଼ାକ ଶୁଣି ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସନ୍ତୁ। ୟାକୁବଙ୍କର ପରମେଶ୍ବର ତୁମ୍ଭକୁ ରକ୍ଷା କରନ୍ତୁ।

Psalm 18:20
ମୁଁ ନିରପରାଧ। ତଣେୁ ସଦାପ୍ରଭୁ ମାେତେ ନିଶ୍ଚଯ ମାରେ ପୁରସ୍କାର ଦବେେ। ମୁଁ କିଛି ଭୁଲ୍ କରି ନାହିଁ। ତଣେୁ ସେ ମାେ ପାଇଁ ନିଶ୍ଚଯ ମଙ୍ଗଳ କରିବେ।

Psalm 119:80
ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।

Hosea 12:4
ଯାକୁବ ପରମେଶ୍ବରଙ୍କ ଦୂତ ସହିତ ମଲ୍ଲୟୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥଲ୍ ରେ ଘଟିଥିଲା। ସହେିସ୍ଥାନ ରେ ସେ ପରମେଶ୍ବରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା।

John 1:47
ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।

2 Corinthians 1:12
ପୁଣି ଆମ୍ଭେ ସମ୍ପୂର୍ଣ୍ଣ ହୃଦୟର ସହ କହିପାରୁ ଯେ, ଏହି ଜଗତ ରେ ଆମ୍ଭେ ଯାହା କିଛି କରୁଛୁ, ତାହା ସବୁ ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଥିବା ଶୁଦ୍ଧ ଓ ଅକପଟ ହୃଦୟ ରେ କହୁଛୁ। ଏଥିପାଇଁ ଆମ୍ଭେ ଗର୍ବିତ। ଏହା ତୁମ୍ଭମାନଙ୍କ ପାଇଁ କରା ଯାଇଥିବା କାର୍ୟ୍ଯ ଦୃଷ୍ଟିରୁ ଏହା ଅଧିକ ସତ୍ଯ। କାରଣ ଆମ୍ଭେ ଏହା ଜାଗତିକ ଜ୍ଞାନ ରେ ନୁହେଁ ମାତ୍ର ପରମେଶ୍ବରଙ୍କ କୃପାରୁ କରୁଛୁ।

Hebrews 5:7
ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।

Hebrews 6:10
ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

1 John 3:21
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ବରଙ୍କ ଛାମୁ ରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।

Psalm 16:8
ମୁଁ ସବୁବେଳେ ସଦାପ୍ରଭୁଙ୍କୁ ମାରେ ସମ୍ମୁଖରେ ରଖିଅଛି। ମୁଁ କବେେ ହେଲେ ତାଙ୍କର ଉପୟୁକ୍ତ ମାର୍ଗରୁ ବଞ୍ଚିତ ହବେି ନାହିଁ।

Job 23:11
ମୁଁ ସର୍ବଦା ପରମେଶ୍ବରଙ୍କ ପଥରେ ଚାଲିଛି। ମୁଁ କବେେ ତାଙ୍କୁ ଅନୁସରଣ କରିବା ବନ୍ଦ କରି ନାହିଁ।

Nehemiah 13:31
ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିୟୁକ୍ତ କଲି।

Genesis 6:9
ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।

Genesis 17:1
ଯେତବେେଳେ ଅବ୍ରାମକୁ ଅନେଶ୍ବତ ବର୍ଷ ସେତବେେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ସର୍ବଶକ୍ତିମାନ ପରମେଶ୍ବର। ଉତ୍ତମ କାର୍ୟ୍ଯମାନ କର। ମାେତେ ମାନ ଏବଂ ନିଷ୍ଠାପର ଜୀବନୟାପନ କର।

Deuteronomy 6:18
ଏହାପରେ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ନ୍ଯାଯ ଓ ଉତ୍ତମ ତୁମ୍ଭେ ତାହା କରିବ, ତହିଁରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଆସିବ ଓ ଉତ୍ତମ ଭୂମି ଅଧିକାର କରିବ ଯାହାକି ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲେ।

2 Samuel 12:21
ଦାଉଦଙ୍କକ୍ସ୍ଟ ତାଙ୍କର ଦାସମାନେ ପଚାରିଲେ, ଆପଣ ଏପରି ବ୍ଯବହାର କାହିଁକି କଲେ? ଯେତବେେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକକ୍ସ୍ଟ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିୟିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।

1 Kings 2:4
ଯଦି ତୁମ୍ଭେ ସଦାପ୍ରଭୁଙ୍କର ଏହି ନିଯମ ପାଳନ କରିବ, ତବେେ ସଦାପ୍ରଭୁ ମାେ ବିଷଯ ରେ ଯାହା ପ୍ରତିଜ୍ଞା କରିଛନ୍ତି ତାହା ନିଶ୍ଚଯ ହବେ। ସଦାପ୍ରଭୁ କହିଥିଲେ, 'ଯଦି ତୁମ୍ଭର ସନ୍ତାନମାନେ ସମସ୍ତ ମନ ଓ ପ୍ରାଣ ସହିତ ମୁଁ ଦଇେଥିବା ଆଜ୍ଞାନୁସା ରେ ଜୀବନ ଧାରଣ କରିବେ, ତବେେ ଇଶ୍ରାୟେଲର ସିଂହାସନ ରେ ତୁମ୍ଭ ବଂଶରୁ ବସିବ। ସଦାପ୍ରଭୁ ତାଙ୍କର ଏହି ବାକ୍ଯ ପୂରଣ କରିବେ।'

1 Kings 15:14
ଆସା ଉଚ୍ଚସ୍ଥଳୀ ସବୁ ଧ୍ବଂସ କଲେ ନାହିଁ, ମାତ୍ର ସେ ୟାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ବିଶ୍ବସ୍ତ ରହିଲେ।

2 Kings 18:5
ହିଜକିଯ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠା ରେ ଦୃଢ ବିଶ୍ବାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୁର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିଯଙ୍କ ପରି ନଥିଲେ।

1 Chronicles 29:9
ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।

2 Chronicles 16:9
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।

2 Chronicles 25:2
ଅମତ୍ସିଯ ସଦାପ୍ରଭୁଙ୍କର ଇଚ୍ଛାନୁୟାଯୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦଯର ସହିତ ତାହା କଲେ ନାହିଁ।

2 Chronicles 31:20
ଅତଏବ ରାଜା ହିଜକିଯ ଯିହୁଦା ରେ ଏହି ସମସ୍ତ ଉତ୍ତମ କାର୍ୟ୍ଯ କଲେ। ସେ ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ କର୍ମ କଲେ ଓ ବିଶ୍ବସ୍ତ ଥିଲେ।

Ezra 10:1
ଏଜ୍ରା ପରମେଶ୍ବରଙ୍କ ଗୃହ ସମ୍ମୁଖ ରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ବୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ବରଙ୍କ ମନ୍ଦିର ସମ୍ମୁଖ ରେ ନତମସ୍ତକ ହାଇେ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇଶ୍ରାୟେଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁଃପାଶର୍‌ବ ରେ ଘରେି ରହିଥିଲେ। ସହେି ଇଶ୍ରାୟେଲୀୟମାନେ ମଧ୍ଯ ଅତିଶଯ କ୍ରନ୍ଦନ କରୁଥିଲେ।

Nehemiah 1:4
ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।

Nehemiah 5:19
ହେ ପରମେଶ୍ବର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ୟ୍ଯ କରିଅଛି, ମାରେ ତାହାସବୁ ସ୍ମରଣ କର।

Nehemiah 13:22
ଏହାପରେ ମୁଁ ଲବେୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ବାରସବୁ ଜଗିବାକୁ ଆଜ୍ଞା କଲି।

Genesis 5:22
ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।