Isaiah 48:4
କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ଯ ; ମାରେ ବାକ୍ଯ ତୁମ୍ଭେ ବିଶ୍ବାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ବରୂପ ବୋଲି ଆମ୍ଭେ ଜାଣିଲୁ।
Isaiah 48:4 in Other Translations
King James Version (KJV)
Because I knew that thou art obstinate, and thy neck is an iron sinew, and thy brow brass;
American Standard Version (ASV)
Because I knew that thou art obstinate, and thy neck is an iron sinew, and thy brow brass;
Bible in Basic English (BBE)
Because I saw that your heart was hard, and that your neck was an iron cord, and your brow brass;
Darby English Bible (DBY)
Because I knew that thou art obstinate, and thy neck is an iron sinew, and thy brow brass,
World English Bible (WEB)
Because I knew that you are obstinate, and your neck is an iron sinew, and your brow brass;
Young's Literal Translation (YLT)
From my knowing that thou art obstinate, And a sinew of iron thy neck, And thy forehead brass,
| Because I knew | מִדַּעְתִּ֕י | middaʿtî | mee-da-TEE |
| that | כִּ֥י | kî | kee |
| thou | קָשֶׁ֖ה | qāše | ka-SHEH |
| art obstinate, | אָ֑תָּה | ʾāttâ | AH-ta |
| neck thy and | וְגִ֤יד | wĕgîd | veh-ɡEED |
| is an iron | בַּרְזֶל֙ | barzel | bahr-ZEL |
| sinew, | עָרְפֶּ֔ךָ | ʿorpekā | ore-PEH-ha |
| and thy brow | וּמִצְחֲךָ֖ | ûmiṣḥăkā | oo-meets-huh-HA |
| brass; | נְחוּשָֽׁה׃ | nĕḥûšâ | neh-hoo-SHA |
Cross Reference
Exodus 32:9
ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ଏହି ଲୋକମାନଙ୍କୁ ଦେଖିଛି। ସମାନେେ ଅତିଶଯ ଜିଦ୍ଖୋର
Acts 7:51
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
Zechariah 7:11
କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।
Deuteronomy 31:27
ମୁ ଜାଣେ ତୁମ୍ଭମାନେେ ଶକ୍ତ ଗ୍ରିବ ଅଟ। ମୁ ଜାଣେ ତୁମ୍ଭେ ତକ୍ସ୍ଟମ୍ଭ ବାଟରେ ଚଳିବାକକ୍ସ୍ଟ ଗ୍ଭହଁ। ଦେଖ ଆଜି ମୁ ତୁମ୍ଭମାନଙ୍କ ମଧିଅରେ ବଞ୍ଚି ଥାଉ ଥାଉ ତୁମ୍ଭମାନେେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମାରେ ମରଣ ପରେ ତୁମ୍ଭମାନେେ କେତେ ଅଧିକ ନ ହବେ। ତୁମ୍ଭମାନେେ ସଦାପ୍ରଭୁଙ୍କୁ ମାନିବ ନାହିଁ।
Exodus 33:3
ତେଣୁ ତମ୍ଭମାନେେ ସହେି ଦୁଗ୍ଧ ମଧୁ ପ୍ରବାହୀ ଦେଶକୁ ୟାଅ କିନ୍ତୁ ମୁଁ ତୁମ୍ଭ ସହିତ ୟିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ଯା କରିବି, ଯେ ହତେୁ ତୁମ୍ଭମାନେେ ଜିଦ୍ଖୋର ଲୋକ।
2 Chronicles 36:13
ସିଦିକିଯ ରାଜା ନବୂଖଦ୍ନିତ୍ସରର ବିରୁଦ୍ଧ ରେ ବିଦ୍ରୋହ କଲେ। ଅତୀତ ରେ ନବୂଖଦ୍ନିତ୍ସର ସିଦିକିଯଙ୍କୁ ଏକ ଶପଥ କରାଇଥିଲେ ଯେ, ସେ ନବୂଖଦ୍ନିତ୍ସର ନିକଟରେ ବିଶ୍ବସ୍ତ ରହିବେ। ସିଦିକିଯ ପରମେଶ୍ବରଙ୍କ ନାମ ନଇେ ଶପଥ କରିଥିଲେ ଯେ, ସେ ନବୂଖଦ୍ନିତ୍ସରଙ୍କ ନିକଟରେ ବିଶ୍ବସ୍ତ ରହିବେ। କିନ୍ତୁ ସିଦିକିଯ ବଡ଼ ଦାମ୍ଭିକ ଥିଲେ ଓ ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସିବାକୁ ଓ ମାନିବା ନିମନ୍ତେ ଅଗ୍ରାହ୍ଯ କଲେ।
Proverbs 29:1
ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।
Hebrews 3:13
କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।
Romans 2:5
କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।
Daniel 5:20
କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।
Ezekiel 3:4
ଏହାପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ବଂଶ ନିକଟକୁ ୟାଇ ଆମ୍ଭର ବାକ୍ଯସବୁ କୁହ।
Jeremiah 19:15
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧ ରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସମାନଙ୍କେ ପ୍ରତି ଘଟାଇବା କାରଣ ସମାନେେ ମାରେ ବାକ୍ଯ ନ ମାନି ଅବାଧ୍ଯ ହାଇେଅଛନ୍ତି।'
Jeremiah 7:26
ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।
Deuteronomy 10:16
ଏଥିପାଇଁ ତୁମ୍ଭମାନେେ ହୃଦଯର ସକ୍ସ୍ଟନ୍ନତ ହବୋ ଉଚିତ୍ ଏବଂ ଆଉ ଅଧିକ ଜୀଦ୍ଖୋର ହବୋ ଉଚିତ୍ ନକ୍ସ୍ଟହଁ।
2 Kings 17:14
ମାତ୍ର ସମାନେେ ଶୁଣିଲେ ନାହିଁ। ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କ ପରି ଅବାଧ୍ଯ ହେଲେ। ସମାନଙ୍କେର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସମାନଙ୍କେର ପରମେଶ୍ବର ଏହା ବିଶ୍ବାସ କଲେ ନାହିଁ।
2 Chronicles 30:8
ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କ ପରି ଦାମ୍ଭିକ ହୁଅ ନାହିଁ। କିନ୍ତୁ ଇଚ୍ଛୁକ ହୃଦଯର ସହିତ ସଦାପ୍ରଭୁଙ୍କର ଆଜ୍ଞାକାରୀ ହୁଅ। ସହେି ପବିତ୍ର ସ୍ଥାନକୁ ଆସ। ସଦାପ୍ରଭୁ ତାଙ୍କ ପବିତ୍ର ସ୍ଥାନକୁ ଚିରଦିନ ନିମନ୍ତେ ପବିତ୍ର କରିଛନ୍ତି। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କର ସବୋ କର। ତବେେ ସଦାପ୍ରଭୁଙ୍କର କୋରଧ ତୁମ୍ଭମାନଙ୍କଠାରୁ ନିବୃତ୍ତ ହବେ।
Nehemiah 9:16
ମାତ୍ର ସମାନେେ, ଆମ୍ଭମାନଙ୍କ ପୁର୍ବପୁରୁଷମାନେ ଗର୍ବ ଆଚରଣ କଲେ। ସମାନେେ ଜିଦ୍ଖୋର ଥିଲେ ଓ ତୁମ୍ଭ ଆଜ୍ଞା ସମାନେେ ପାଳନ କଲେ ନାହିଁ।
Nehemiah 9:28
ମାତ୍ର ସମାନେେ ବିଶ୍ରାମ କଲାପରେ, ପୁନ୍ନର୍ବାର ତୁମ୍ଭ ବିରୁଦ୍ଧ ରେ କୁକର୍ମମାନ କଲେ। ଏଣୁ ତୁମ୍ଭେ ସମାନଙ୍କେୁ ଶତୃଗଣଙ୍କ ହସ୍ତ ରେ ସମର୍ପଣ କଲ। ସମାନେେ ସମାନଙ୍କେ ଉପରେ କତ୍ତୃର୍ତ୍ବ କଲେ। ତଥାପି ଯେତବେେଳେ ସମାନେେ ଫରେି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତବେେଳେ ତୁମ୍ଭେ ସ୍ବର୍ଗରୁ ତାହା ଶୁଣିଲ। ଆଉ ଅନକେଥର ତୁମ୍ଭେ ଆପଣା ଦୟା ଅନୁସାରେ ସମାନଙ୍କେୁ ଉଦ୍ଧାର କଲ।
Psalm 75:5
କିନ୍ତୁ ମୁଁ ସହେି ଲୋକମାନଙ୍କୁ କ ହେ, ଆତ୍ମଶ୍ଲାଘା ହୁଅ ନାହିଁ' ଗର୍ବ କର ନାହିଁ।'
Psalm 78:8
ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା।
Isaiah 46:12
ହେ ଧର୍ମରୁ ବିରତ କଠିନ ହୃଦଯ ଲୋକେ, ଆମ୍ଭର କଥା ଶୁଣ।
Jeremiah 3:3
ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।
Jeremiah 5:3
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।
Exodus 33:5
କାହିଁକି? କାରଣ ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ତୁମ୍ଭମାନେେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ୟିବି ଦବେେ ତୁମ୍ଭମାନଙ୍କୁ ଧ୍ବଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହାପରେ ତୁମ୍ଭମାନଙ୍କ ପାଇଁ କ'ଣ କରାୟିବ ବିଗ୍ଭର କରିବା।'